Home Bibles ଲୂକଲିଖିତ ସୁସମାଚାର 20:36 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 20:36 · ଓଡ଼ିଆ ବାଇବେଲ

ସହେି ଜୀବନ ରେ ଲୋକମାନେ ସ୍ବର୍ଗଦୂତଙ୍କ ପରି ହାଇେଥାନ୍ତି ଓ ସମାନେେ କବେେ ହେଲେ ମରନ୍ତି ନାହିଁ। ସମାନେେ ପରମେଶ୍ବରଙ୍କ ସନ୍ତାନ କାରଣ ମୃତ୍ଯୁରୁ ପୁଣି ବଞ୍ଚି ଉଠିଥାନ୍ତି।

Cross references

ଯିଶାଇୟ 25:8

ମାତ୍ର ଅନନ୍ତକାଳ ପାଇଁ ଦୂରୀଭୂତ ହବେ। ମାରେ ପ୍ରଭୁ ସଦାପ୍ରଭୁ ସମସ୍ତଙ୍କ ମୁଖମଣ୍ଡଳରୁ ଲୋତକ ପୋଛି ଦବେେ। ଅତୀତ ରେ ଲୋକଙ୍କର ଯେଉଁ ଦୁଃଖ ଥିଲା, ପରମେଶ୍ବର ସେ ସମସ୍ତ ଦୁଃଖକୁ ପୃଥିବୀରୁ ପୋଛି ଦବେେ। ଏ ସମସ୍ତ ଘଟିବ କାରଣ ସଦାପ୍ରଭୁ ଏହା କହିଛନ୍ତି।

ହୋଶେୟ 13:14

ଆମ୍ଭେ ସମାନଙ୍କେୁ ମୃତ୍ଯୁଠାରୁ ରକ୍ଷା କରିବା ଉଚିତ୍ କି? ଆମ୍ଭେ ସେ ମାନଙ୍କୁ ମହାମାରୀ ଠାରୁ ରକ୍ଷା କରିବା ଉଚିତ୍ କି? ହେ ମୃତ କେଉଁଠା ରେ ତୁମ୍ଭର ମହାମାରୀ ଅଛି? ହେ କବର, ତୁମ୍ଭର ଶକ୍ତି କେଉଁଠା ରେ ଅଛି? ଦୟା ଆମ୍ଭଠାରୁ ଗୁପ୍ତ ରହିବ।

ଯିଖରିୟ 3:7

ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, ଆମ୍ଭେ ଯେପରି ନିର୍ଦ୍ଦେଶ ଦେଉ ତୁମ୍ଭେ ସପରେି ପରିଗ୍ଭଳିତ ହୁଅ ଏବଂ ଯତ୍ନ ସହକା ରେ କର ଯାହା ଆମ୍ଭେ ଗ୍ଭହୁଁ। ତବେେ ତୁମ୍ଭେ ଆମ୍ଭର ଗୃହ ରେ ବିଗ୍ଭର କରିବ ଏବଂ ଆମ୍ଭର ମନ୍ଦିର ଅଗଣାର ରକ୍ଷକ ହବେ। ଆମ୍ଭେ ତୁମ୍ଭକୁ ପ୍ରବେଶ କରାଇବା ସହେିମାନଙ୍କ ମଧିଅରେ, ଯେଉଁମାନେ କି ଏଠା ରେ ଛିଡା ହେଉଛନ୍ତି।

ମାଥିଉଲିଖିତ ସୁସମାଚାର 22:30

ତୁମ୍ଭର ବୁଝି ରଖିବା ଉଚ଼ିତ ଯେ, ଯେତବେେଳେ ଲୋକମାନେ ମୃତ୍ଯୁରୁ ବଞ୍ଚି ଉଠିବେ। ସେତବେେଳେ କୌଣସି ବିବାହ ହବେ ନାହିଁ। ପୁନର୍ଜୀବନ ଲାଭ କରିବା ପରେ ଲୋକମାନେ କହେି କାହାକୁ ବାହା ହବେନେି। ସମାନେେ ସ୍ବର୍ଗ ରେ ସମସ୍ତେ ସ୍ବର୍ଗଦୂତମାନଙ୍କ ଭଳି ହବେେ।

ମାର୍କଲିଖିତ ସୁସମାଚାର 12:25

ଲୋକମାନେ ଯେତବେେଳେ ମୃତ୍ଯୁରୁ ପୁନରୁତ୍ଥାନ ହବେେ ସେତବେେଳେ କୌଣସି ବିବାହ ହବେ ନାହିଁ ସମାନେେ କହେି କାହାରିକୁ ବିବାହ କରିବେ ନାହିଁ, ବରଂ ପ୍ରେତ୍ୟକକ ସ୍ବର୍ଗଦୂତଙ୍କ ଭଳି ହାଇଯେିବେ।

ରୋମୀୟଙ୍କ ପ୍ରତି ପତ୍ର 8:17

ଆମ୍ଭେ ଯଦି ପରମେଶ୍ବରଙ୍କର ସନ୍ତାନ, ତା ହେଲେ ପରମେଶ୍ବର ତାହାଙ୍କ ଲୋକଙ୍କ ପାଇଁ ଯେଉଁ ଆଶୀର୍ବାଦ ରଖିଛନ୍ତି, ତାହା ଆମ୍ଭକୁ ମିଳିବ। ଆମ୍ଭେ ଏହା ପରମେଶ୍ବରଙ୍କଠାରୁ ପାଇବୁ। ଖ୍ରୀଷ୍ଟଙ୍କ ସହିତ ଆମ୍ଭେ ମଧ୍ଯ ଏହି ଆଶୀର୍ବାଦ ପାଇବୁ। କାନ୍ତୁ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ କଷ୍ଟ ପାଇବା ଦରକାର। ତାହା ହେଲେ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ ମଧ୍ଯ ମହିମାର ଅଧିକାରୀ ହବୋ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:26

ଶଷେ ଶତୃ ଭାବରେ ମୃତ୍ଯୁକୁ ଲୋପ କରାୟିବ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:42

ମୃତମାନଙ୍କର ଉତ୍ଥାନ ବିଷୟ ରେ ମଧ୍ଯ ଏହି କଥାଟି ପ୍ରୟୁୟ୍ଯ। ଯେଉଁ ଶରୀରଟି ପୋତି ଦିଆ ହେଲା, ତାହା ନଷ୍ଟ ହାଇଯେିବ। କିନ୍ତୁ ସହେି ଶରୀରଟି ଯେଉଁ ନୂତନ ଦହେ ଧାରଣ କରିବ, ତାହା ନଷ୍ଟ ହବେ ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:49

ଆମ୍ଭମାନେେ ଜଗତରୁ ସହେି ମନୁଷ୍ଯ ତୁଲ୍ଯ ନିର୍ମିତ ହାଇେଅଛୁ। ଅତଏବ, ଆମ୍ଭେ ମଧ୍ଯ ସ୍ବର୍ଗର ସହେି ବ୍ଯକ୍ତି ତୁଲ୍ଯ ଶରୀର ଧାରଣ କରିବା।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:52

ଏହା କବଳେ ମୁହୂର୍ତ୍ତକ ମଧିଅରେ ଆଖି ପିଛୁଳାକେ, ଘଟି ୟିବ। ଯେତବେେଳେ ତୂରୀ ବାଜିବ, ଓ ଯେତେ ସବୁ ବିଶ୍ବାସୀ ମରିଯାଇଛନ୍ତି ସମାନେେ ମୃତ୍ଯୁରୁ ଅନନ୍ତକାଳ ପାଇଁ ଉଥିତ ହବେେ ଓ ଆମ୍ଭମାନଙ୍କ ମଧ୍ଯରୁ ଯେଉଁମାନେ ଜୀବିତ ଅଛନ୍ତି, ସମାନେେ ପରିବର୍ତ୍ତିତ ହବେେ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:21

ସେ ସ୍ବର୍ଗରୁ ଆସିବେ ଏବଂ ଯେଉଁ ଶକ୍ତି ବଳ ରେ ସବୁ ବିଷୟକୁ ନିଜ ଅଧୀନସ୍ଥ କରନ୍ତି, ସହେି ଶକ୍ତି ବଳ ରେ ସେ ଆମ୍ଭର ହୟେ, ଦହଗେୁଡ଼ିକୁ ପରିବର୍ତ୍ତନ କରି ତାଙ୍କ ନିଜର ଦହେ ଭଳି ଗୌରବମୟ କରି ଦବେେ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 4:13

ଭାଇ ଓ ଭଉଣୀମାନେ! ମୃତମାନଙ୍କ ବିଷୟ ରେ ତୁମ୍ଭମାନେେ ଅଜ୍ଞାତ ରୁହ ବୋଲି ଆମ୍ଭେ ଚାହୁଁ ନାହୁଁ। ଭରସା ପାଇ ନ ଥିବା ଅନ୍ୟ ଲୋକଙ୍କ ଭଳି ତୁମ୍ଭମାନେେ ଦୁଃଖି ହୁଅ ବୋଲି ଆମ୍ଭେ ଚାହୁଁ ନାହୁଁ।

ଯୋହନଙ୍କ ପ୍ରଥମ ପତ୍ର 3:1

ପରମପିତା ଆମ୍ଭମାନଙ୍କୁ ଅତ୍ଯଧିକ ପ୍ ରମେ କଲେ। ଆମ୍ଭେ ପରମେଶ୍ବରଙ୍କର ସନ୍ତାନ ରୂପେ ନାମିତ ହବୋ ଦ୍ବାରା ଆମ୍ଭ ପ୍ରତି ତାଙ୍କର ମହାନ୍ ପ୍ ରମେ ପ୍ରକାଶ ପାଏ। ଆମ୍ଭେ ପ୍ରକୃତ ରେ ତାଙ୍କର ସନ୍ତାନ ଅଟୁ। କିନ୍ତୁ ଏ ଜଗତ ( ଯେଉଁମାନେ ବିଶ୍ବାସ କରନ୍ତି ନାହିଁ) ପରମେଶ୍ବରଙ୍କୁ ଚିହ୍ନିପାରି ନ ଥିବାରୁ ଆମ୍ଭକୁ ମଧ୍ଯ ପରମେଶ୍ବରଙ୍କ ସନ୍ତାନ ବୋଲି ଚିହ୍ନି ପାରୁ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:6

ସେତବେେଳେ ମୁଁ ସିଂହାସନର ମଝି ରେ ଜଣେ ମଷେଶାବକଙ୍କୁ ଦେଖିଲି। ତାହାଙ୍କ ଚାରିପାଖେ ଚାରୋଟି ଜୀବିତପ୍ରାଣୀ ଓ ପ୍ରାଚୀନମାନେ ଘରେି ରହିଥିଲେ। ବଳି ଦିଆଯାଇଥିବା ପରି ସେ ଦଖାେ ଯାଉଥିଲେ। ତାହାଙ୍କର ସାତାଟେି ଶିଙ୍ଗ ଓ ସାତାଟେି ଚକ୍ଷୁ ଥିଲା, ଏହି ସାତାଟେି ଚକ୍ଷୁ ପରମେଶ୍ବରଙ୍କର ସାତାଟେି ଆତ୍ମା, ଯାହାଙ୍କୁ ପୃଥବୀର ଚାରିଆଡ଼େ ପ୍ ରରେିତ କରାଯାଇଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:9

ତା'ପରେ ମୁଁ ବହୁତ ଲୋକଙ୍କୁ ଦେଖିଲି। ସେଠ ରେ ଏତେଲୋକ ଥିଲେ ଯେ, କହେି ସମାନଙ୍କେୁ ଗଣିପାରିବ ନାହିଁ। ସମାନେେ ପ୍ରେତ୍ୟକକ ଜାତି, ଗୋଷ୍ଠୀ, ବଂଶୀୟ ଓ ଭାଷାବାଦୀର ଲୋକ ଥିଲେ। ସହେି ଲୋକମାନେ ସିଂହାସନ ଓ ମଷେଶାବକଙ୍କ ସାମନା ରେ ଠିଆ ହାଇେଥିଲେ। ସମାନେେ ସମସ୍ତେ ଧଳା ରାଜ ପୋଷାକ ପିନ୍ଧିଥିଲେ। ସମାନଙ୍କେର ହାତ ରେ ଖଜୁରିବାହୁଙ୍ଗା ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:6

ଏହି ପ୍ରଥମ ପୁନରୁତ୍ଥାନ ରେ ଯେଉଁମାନେ ଅଂଶୀ ହୁଅନ୍ତି, ସମାନେେ ଧନ୍ଯ ଓ ପବିତ୍ର। ଏମାନଙ୍କ ଉପରେ ଦ୍ବିତୀୟ ମୃତ୍ଯୁର କୌଣସି କ୍ଷମତା ନାହିଁ। ସହେି ଲୋକମାନେ ପରମେଶ୍ବରଙ୍କର ଓ ଖ୍ରୀଷ୍ଟଙ୍କର ଯାଜକ ହବେେ। ସମାନେେ ତାହାଙ୍କ ସହିତ ଏକହଜାର ବର୍ଷ ପର୍ୟ୍ଯନ୍ତ ଶାସନ କରିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:4

ପରମେଶ୍ବର ସମାନଙ୍କେ ଆଖିରୁ ସମସ୍ତ ଲୁହ ପୋଛି ଦବେେ। ଆଉ ଅଧିକ ମୃତ୍ଯୁ, ବିଷାଦ, କ୍ରନ୍ଦନ ବା କଷ୍ଟ ରହିବ ନାହିଁ। ସବୁ ପୁରାତନ ବିଷୟ ଲୋପପାଇଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:2

ଏହା ନଗରୀର ରାଜପଥ ଦଇେ ତଳକୁ ବୋହିଯାଏ। ନଦୀର ଦୁଇ ପଟେ ଜୀବନ ବୃକ୍ଷ ଥିଲା। ଏହି ବୃକ୍ଷ ରେ ପ୍ରତିବର୍ଷ ବାର ଥର ଫଳ ଫଳେ। ଏହା ପ୍ରତିମାସ ଫଳ ଦିଏ। ଏହି ଗଛର ପତ୍ରଗୁଡ଼ିକ ଜାତିସମୂହର ସୁସ୍ଥତା ପାଇଁ ଅଟେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:9

କିନ୍ତୁ ସହେି ଦୂତ ମାେତେ କହିଲେ, ମାେତେ ପ୍ରଣାମ କର ନାହିଁ ! ମୁଁ ତୁମ୍ଭର ପରି, ଓ ତୁମ୍ଭର ଭବିଷ୍ଯଦ୍ ବକ୍ତାମାନଙ୍କ ପରି ଜଣେ ସବେକ। ମୁଁ ସହେିମାନଙ୍କ ପରି ଜଣେ ସବେକ ୟିଏ, ଏହି ପୁସ୍ତକର ବାକ୍ଯଗୁଡ଼ିକୁ ପାଳନ କରେ। ତେଣୁ ତୁମ୍ଭେ କବଳେ ପରମେଶ୍ବରଙ୍କୁ ପ୍ରଣାମ କର।

Interlinear

Choose Theme