Home Bibles ☰ Books ଲୂକଲିଖିତ ସୁସମାଚାର 21:13 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 21:13 · ଓଡ଼ିଆ ବାଇବେଲ

କିନ୍ତୁ ଏହା ତୁମ୍ଭମାନଙ୍କୁ ମାେ ବିଷୟ ରେ କହିବାକୁ ସୁ ଯୋଗ ଦବେ।

Cross references

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:12

ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ଜଣାଇଦବୋକୁ ଇଚ୍ଛା କରେ ଯେ ମାେ ପ୍ରତି ଯାହା କିଛି ଘଟିଛି, ତାହା ସୁସମାଚାର ପ୍ରଚାର କରିବା ରେ ସାହାୟ୍ଯ କଲା।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:28

ଯେଉଁ ଲୋକମାନେ ତୁମ୍ଭ ବିରୁଦ୍ଧ ରେ ଅଛନ୍ତି ସମାନଙ୍କେୁ ଭୟ କରିବ ନାହିଁ। ଏହି ସମସ୍ତ ବିଷୟ ଯେ ଈଶ୍ବରଙ୍କଠାରୁ ଆଗତ ଏହାର ପ୍ରମାଣ ତୁମ୍ଭମାନେେ ପରିତ୍ରାଣ ପାଉଅଛ ଓ ତୁମ୍ଭମାନଙ୍କର ଶତୃମାନେ ବିନାଶ ହବେେ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 3:3

ଆମ୍ଭେ ଏବେ ଯେଉଁ ଅସୁବିଧା ରେ ଅଛୁ, ସେଥି ରେ ତୁମ୍ଭମାନେେ କହେି ଯେପରି ବିବ୍ରତ ନ ହୁଅ, ସେଥିପାଇଁ ଆମ୍ଭେ ତୀମଥିଙ୍କୁ ପଠାଇଲୁ। ତୁମ୍ଭମାନେେ ଜାଣିଥିଲ ଯେ ଆମ୍ଭେ ଭବିଷ୍ଯତ୍ ରେ ଏଭଳି କଷ୍ଟ ନିଶ୍ଚୟ ପାଇବା।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:5

ପରମେଶ୍ବର ତାହାଙ୍କର ବିଚାର ରେ ଠିକ୍ ବୋଲି ଏହା ପ୍ରମାଣିତ କରେ। ପରମେଶ୍ବର ଚାହାଁନ୍ତି ଯେ, ତୁମ୍ଭେ ତାହାଙ୍କ ରାଜ୍ଯ ରେ ପ୍ରବେଶ ପାଇଁ ଯୋଗ୍ଯ ହୁଅ, ଯେଉଁଥିପାଇଁ ତୁମ୍ଭମାନେେ ଏହିସବୁ ଯାତନାର ସମ୍ମୁଖୀନ ହେଉଛ।

Interlinear

Choose Theme