ମୁଁ ତୁମ୍ଭକୁ କହିବାକୁ ଜ୍ଞାନ ପ୍ରଦାନ କରିବି। ତୁମ୍ଭମାନେେ ଯାହା କହିବ, ତୁମ୍ଭର କୌଣସି ଶତୃ ତାର ଉତ୍ତର ଦଇେ ପାରିବ ନାହିଁ।
Cross references
ଏହାପରେ ସଦାପ୍ରଭୁ ତାଙ୍କୁ କହିଲେ, ମନୁଷ୍ଯର ମୁଖ କିଏ ନିର୍ମାଣ କରିଛି? ମନୁଷ୍ଯକୁ କିଏ ମୁକ ବା ବଧିର କରେ? ମନୁଷ୍ଯକୁ କିଏ ଦୃଷ୍ଟିହୀନ କରେ? ମନୁଷ୍ଯକୁ କିଏ ଦୃଷ୍ଟିବାନ କରେ? ମୁଁ ହେଉଛି ସହେି ଯେ କି ଏ ସମସ୍ତ କର୍ମ କରାଉଥାଏ। ମୁଁ ହେଉଛି ସହେି ସଦାପ୍ରଭୁ।
ଯେ ହତେୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି। ତାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
ସେତବେେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମାରେ ପାଟି ସ୍ପର୍ଶ କଲେ ଓ ମାେତେ କହିଲେ, ହେ ଯିରିମିୟ, ଆମ୍ଭେ ଆପଣା ବାକ୍ଯ ତୁମ୍ଭ ମୁଖ ରେ ଦଲେୁ।
କାରଣ ସହେି ସମୟରେ ପବତ୍ର ଆତ୍ମା ତୁମ୍ଭମାନଙ୍କୁ ଶିଖାଇ ଦବେେ ତୁମ୍ଭମାନଙ୍କୁ କ'ଣ କହିବାକୁ ହବେ।।
ତା'ପରେ ଯୀଶୁ ଶିଷ୍ଯମାନଙ୍କୁ ସବୁ ଶାସ୍ତ୍ର ବିଷୟ ବୁଝାଇଲେ। ତାହାଙ୍କ ବିଷୟ ରେ ଯାହା ସବୁ ଲଖାେ ଯାଇଥିଲା, ଯୀଶୁ ସମାନଙ୍କେୁ ସବୁ ବୁଝାଇଲେ।
ସମସ୍ତେ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହେଲେ। ପବିତ୍ର ଆତ୍ମାଙ୍କ ଦ୍ବାରା ପାଉଥିବା ଶକ୍ତି ସାହାୟ୍ଯ ରେ ସମାନେେ ଭିନ୍ନ ଭିନ୍ନ ଭାଷା ରେ କଥା କହିବାକୁ ଆରମ୍ଭ କଲେ।
ତା'ପରେ ପିତର ପବିତ୍ର ଆତ୍ମା ଦ୍ବାରା ପରିପୂର୍ଣ୍ଣ ହାଇେ ସମାନଙ୍କେୁ କହିଲେ, ହେ ଲୋକମାନଙ୍କର ନେତାମାନେ ଓ ପ୍ରାଚ଼ୀନ ଲୋକମାନେ!
ପ୍ରାର୍ଥନା ସରିବା ପରେ ଯେଉଁ ପ୍ରାର୍ଥନା ଘ ରେ, ସମସ୍ତେ ଏକାଠି ହାଇେଥିଲେ, ସହେି ଘର କମ୍ପି ଉଠିଲା। ସମାନେେ ସମସ୍ତେ ପବିତ୍ର ଆତ୍ମା ରେ ପୂର୍ଣ୍ଣ ହାଇଗେଲେ ଓ ପରମେଶ୍ବରଙ୍କର ବାର୍ତ୍ତା ସାହସର ସହିତ କରିବାକୁ ଲାଗିଲେ।
କିନ୍ତୁ ସମାନେେ ସ୍ତିଫାନଙ୍କର ଜ୍ଞାନ ଓ ଆତ୍ମା ସମ୍ମୁଖ ରେ ୟୁକ୍ତି ବାଢ଼ି ପାରିଲନୋହିଁ।
କିନ୍ତୁ ପାଉଲ ଯେତବେେଳେ ଧାର୍ମିକ ଜୀବନ, ଆତ୍ମସଂୟମ ଓ ଆଗାମୀ ବିଚ଼ାର ବିଷୟ ରେ କହିଲେ, ସେତବେେଳେ ଫଲେୀକ୍ସ୍ ଭୟଭୀତ ହାଇଗେଲେ। ଫଲେୀକ୍ସ୍ କହିଲେ, ବର୍ତ୍ତମାନ ତୁମ୍ଭେ ଯାଅ। ମାରେ ସମୟ ହେଲେ ମୁଁ ତୁମ୍ଭକୁ ଡ଼ାକିବି।
ଆଗ୍ରିପ୍ପା ପାଉଲଙ୍କୁ କହିଲେ, ତୁମ୍ଭେ କ'ଣ ଏତେ ସହଜ ରେ ମାେତେ ଖ୍ରୀଷ୍ଟିଯାନ କରିଦବେ ବୋଲି ଭାବୁଛ?
ମାେ ପାଇଁ ମଧ୍ଯ ପ୍ରାର୍ଥନା କର। ମୁଁ ଯେପରି ନିର୍ଭୟ ହାଇେ, ସୁସମାଚାରର ନିଗୂଢ଼ ସତ୍ଯ ପ୍ରକାଶ କରିପା ରେ, ସେଥିନିମନ୍ତେ ପରମେଶ୍ବର ମାେତେ ତାହାଙ୍କର ବାକ୍ଯ ପ୍ରଦାନ କଲେ।
ଆମ୍ଭ ପାଇଁ ମଧ୍ଯ ପ୍ରାର୍ଥନା କର। ପରମେଶ୍ବରଙ୍କ ସମ୍ବାଦ ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ସୁଯୋଗ ପ୍ରଦାନ କରିବା ପାଇଁ ପରମେଶ୍ବରଙ୍କୁ ପ୍ରାର୍ଥନା କର। ଖ୍ରୀଷ୍ଟଙ୍କ ବିଷୟ ରେ ପରମେଶ୍ବର ଯେଉଁ ଗୁପ୍ତ ସତ୍ଯ ପ୍ରକାଶ କରିଛନ୍ତି, ତାହାକୁ ଯେପରି ଆମ୍ଭେ ପ୍ରଚାର କରିପାରୁ, ସେଥିପାଇଁ ପ୍ରାର୍ଥନା କର। ଏହି ସତ୍ଯ ପ୍ରଚାର କରୁଛି ବୋଲି ମୁଁ କାରାଗାର ରେ ବନ୍ଦୀ।
ପ୍ରଥମଥର ନିଜକୁ ରକ୍ଷା କରିବା ପାଇଁ ମୁଁ ଅଦାଲତ ରେ ଠିଆ ହେଲା ବେଳେ କୌଣସି ଲୋକ ମାେତେ ସମର୍ଥନ କରିବାକୁ ଆଗଇେ ଆସି ନ ଥିଲା। ସମସ୍ତେ ମାେତେ ଛାଡ଼ି ଚାଲିଗଲେ। ମୁଁ ପ୍ରାର୍ଥନା କରେ ଯେ, ପ୍ରଭୁ ପରମେଶ୍ବର ସମାନଙ୍କେୁ କ୍ଷମା କରନ୍ତୁ। କିନ୍ତୁ ପ୍ରଭୁ ମାେ ସହିତ ଥିଲେ।
କିନ୍ତୁ ତୁମ୍ଭ ଭିତରୁ ଯଦି କହେି ଜ୍ଞାନର ଆବଶ୍ଯକ କରେ, ତା ହେଲେ ତୁମ୍ଭେ ଏହା ପରମେଶ୍ବରଙ୍କୁ ମାଗିବା ଉଚିତ। ପରମେଶ୍ବର ଅତ୍ଯନ୍ତ ଦୟାଳୁ ଅଟନ୍ତି। ସେ ସମସ୍ତଙ୍କୁ ଜ୍ଞାନ ଦବୋ ରେ ଆନନ୍ଦ ଅନୁଭବ କରନ୍ତି। ଅତଏବ ପରମେଶ୍ବର ତୁମ୍ଭକୁ ଜ୍ଞାନ ଦବେେ।