Home Bibles ଲୂକଲିଖିତ ସୁସମାଚାର 22:11 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 22:11 · ଓଡ଼ିଆ ବାଇବେଲ

ତୁମ୍ଭମାନେେ ଘରମାଲିକଙ୍କୁ ପଚାରିବ, 'ଗୁରୁ ପଚାରୁଛନ୍ତି ଯେ ସେ ଓ ତାହାଙ୍କର ଶିଷ୍ଯମାନେ ନିସ୍ତାର ପର୍ବର ଖାଦ୍ୟ ଯେଉଁ ଠା ରେ ଖାଇବେ, ତୁମ୍ଭେ ତାହା ଆମ୍ଭକୁ ଦଖାଇେ ଦିଅ।'

Cross references

ମାଥିଉଲିଖିତ ସୁସମାଚାର 21:3

ଯଦି ତୁମ୍ଭକୁ କହେି ଲୋକ ପଚ଼ା ରେ ଯେ, ତୁମ୍ଭମାନେେ କାହିଁକି ଗଧ ଦୁହିଁଙ୍କୁ ନଇେ ଯାଉଛ, ତବେେ ତୁମ୍ଭେ କହିବ 'ଏଗୁଡ଼ିକ ପ୍ରଭୁଙ୍କର ଦରକାର। ପରେ ସେ ସମାନଙ୍କେୁ ସଙ୍ଗେ ସଙ୍ଗେ ପଠାଇ ଦବେେ।'

ଲୂକଲିଖିତ ସୁସମାଚାର 19:5

ଯୀଶୁ ସହେି ସ୍ଥାନକୁ ଆସିଲେ। ସେ ଉପରକୁ ଚାହିଁଲେ, ସେ ଜଖିୟଙ୍କୁ ଗଛ ଉପରେ ଦେଖିଲେ। ଯୀଶୁ ତାହାଙ୍କୁ କହିଲେ, ଜଖିୟ! ଶୀଘ୍ର ତଳକୁ ଆସ, ମୁଁ ଆଜି ନିଶ୍ଚୟ ତୁମ୍ଭ ଘ ରେ ରହିବି।

ଲୂକଲିଖିତ ସୁସମାଚାର 19:31

ଯଦି କଣସି ଲୋକ ତୁମ୍ଭକୁ ପଚା ରେ ଯେ ତୁମ୍ଭମାନେେ ଗଧଟିକୁ କାହିଁକି ନଇେ ଯାଉଛ, ତବେେ ତୁମ୍ଭମାନେେ କହିବ ଯେ ପ୍ରଭୁଙ୍କର ଏଇଟି ଦରକାର ଅଛି।'

ଲୂକଲିଖିତ ସୁସମାଚାର 19:34

ଶିଷ୍ଯମାନେ କହିଲେ, ଏହାଠା ରେ ପ୍ରଭୁଙ୍କର ଦରକାର ଅଛି।

ଯୋହନଲିଖିତ ସୁସମାଚାର 11:28

ମାର୍ଥା ଏ ସବୁ କଥା କହିବା ପରେ ଭଉଣୀ ମରିୟମ ପାଖକୁ ଗଲେ। ସେ ମରିୟମଙ୍କ ସହିତ ଏକୁଟିଆ କଥାବାର୍ତ୍ତା ହେଲେ। ସେ କହିଲେ, ଏଠା ରେ ଗୁରୁ ଅଛନ୍ତି, ସେ ତୁମ୍ଭକୁ ଖାଜେୁଛନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:20

ଦେଖ, ମୁଁ ଏଠା ରେ ଅଛି ଓ ଦ୍ବାର ପାଖ ରେ ଠିଆ ହାଇେ ଆଘାତ କରୁଛି। ଯଦି ଜଣେ ଲୋକ ମାେ ସ୍ବର ଶୁଣେ ଓ ଦ୍ବାର ଫିଟାଏ, ତବେେ ମୁଁ ଭିତରକୁ ଆସି ସହେି ଲୋକ ସହିତ ଖାଇବି। ସେ ଲୋକ ମଧ୍ଯ ମାେ ସହିତ ଖାଦ୍ୟ ଖାଇବ।

Interlinear

Choose Theme