Home Bibles ☰ Books ଲୂକଲିଖିତ ସୁସମାଚାର 22:12 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 22:12 · ଓଡ଼ିଆ ବାଇବେଲ

ତା'ପରେ ଘରମାଲିକ ତୁମ୍ଭମାନଙ୍କୁ ଉପର ମହଲାର ଗୋଟିଏ ବଡ ବଖରା ଦଖାଇେ ଦବେେ। ଏ ବଖରାଟି ରେ ତୁମ୍ଭମାନେେ ନିସ୍ତାର ପର୍ବର ଖାଦ୍ୟ ପ୍ରସ୍ତୁତ କରିବ।

Cross references

ଯୋହନଲିଖିତ ସୁସମାଚାର 2:25

ମନୁଷ୍ଯର ମନ ଭିତ ରେ କ'ଣ ଅଛି, ତାହା ସେ ଭଲ ଭାବରେ ଜାଣିଥିଲେ। ତେଣୁ ତାହାଙ୍କୁ ଲୋକମାନଙ୍କ ବିଷୟ ରେ ବୁଝଇବୋ କାହାରି ଦରକାର ନଥିଲା।

ଯୋହନଲିଖିତ ସୁସମାଚାର 21:17

ପୁଣି ତୃତୀୟ ଥର ସେ ତାହାଙ୍କୁ ପଚାରିଲେ, ଯୋହନଙ୍କ ପୁତ୍ର ଶିମାନେ, ତୁମ୍ଭେ ମାେତେ ପ୍ ରମେ କର କି?

ରେରିତମାନଙ୍କ କାର୍ଯ୍ୟର ବିବରଣ 1:13

ପ୍ ରରେିତମାନେ ସଠାେରେ ପହଞ୍ଚି ଉପରମହଲାର ଏକ କଠାେରୀ ଭିତରକୁ ଗଲେ, ସଠାେରେ ସମାନେେ ରହିଲେ। ଏ ପ୍ ରରେିତମାନେ ପିତର, ଯୋହନ ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବର୍ଥଲମା, ମାଥିଉ, ଆଲଫିର ପୁତ୍ର ଯାକୁବ, ସାହସୀ ଶିମାନେ ଓ ଯାକୁବର ପୁତ୍ର ୟିହୂଦା ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:14

ସଠାେରେ ଲୂଦିଆ ନାମକ ଜଣେ ସ୍ତ୍ରୀ ଲୋକ ଥିଲା। ସେ ଥୁଯାଥୀରା ନଗରର ବାଇଗଣୀ ରଙ୍ଗର ଲୁଗା ବ୍ଯବସାଯୀ ଥିଲା। ସେ ସତ୍ଯ ପରମେଶ୍ବରଙ୍କୁ ଉପାସନା କରୁଥିଲା ଓ ଆମ୍ଭ କଥା ଶୁଣୁଥିଲା। ପାଉଲଙ୍କ କଥା ଶୁଣିବା ପାଇଁ ପ୍ରଭୁ ତାହାଙ୍କ ହୃଦୟ ଖାଲିେ ଦଇେଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:8

ଆମ୍ଭେ ଯେଉଁଠି ଏକାଠି ହାଇେଥିଲୁ, ସହେି ଉପର ଘ ରେ ଅନକଗେୁଡ଼ିଏ ଦୀପ ଥିଲା।

Interlinear

Choose Theme