ପିତର ଓ ଯୋହନ ବାହାରି ଗଲେ। ଯୀଶୁ ଯଭେଳି କହିଥିଲେ, ସବୁ ଘଟଣା ସହେିଭଳି ଘଟିଲା। ସମାନେେ ନିସ୍ତାର ପର୍ବର ଖାଦ୍ୟ ପ୍ରସ୍ତୁତ କଲେ।
Cross references
ଦୁଇ ଜଣ ଶିଷ୍ଯ ସହେି ଗାଁକୁ ଗଲେ, ଯୀଶୁ ସମାନଙ୍କେୁ ଯଭେଳି କହିଥିଲେ, ଠିକ୍ ସହେି ଅନୁସାରେ ସମାନେେ ଗଧଟିକୁ ପାଇଗଲେ।
ପୃଥିବୀ ଓ ଆକାଶ ଲୋପ ହାଇଯୋଇପା ରେ। କିନ୍ତୁ ମାରେବାକ୍ଯ କଦାପି ଲୋପ ହବେନାହିଁ। ମାରେ ବାକ୍ଯ ଅନନ୍ତକାଳସ୍ଥାଯୀ।
ଯୀଶୁଙ୍କର ମାଆ ସବେକମାନଙ୍କୁ କହିଲେ, ଯୀଶୁ ଯେପରି କହନ୍ତି, ତୁମ୍ଭମାନେେ ସପରେି କର।
ଯୀଶୁ ତାହାଙ୍କୁ କହିଲେ, ମୁଁ ତୁମ୍ଭକୁ ଯାହା କହିଥିଲି, ତାହା ମନେପକାଅ। ମୁଁ ତୁମ୍ଭକୁ କହିଥିଲି, ଯଦି ତୁମ୍ଭେ ବିଶ୍ବାସ କରିବ ତବେେ ପରମେଶ୍ବରଙ୍କର ଗୌରବ ଦେଖି ପାରିବ।
ପରମେଶ୍ବର ଅବ୍ରହାମଙ୍କୁ ତାହାଙ୍କ ସ୍ଥାନ ଛାଡ଼ିବାକୁ, ଓ ଅନ୍ୟ ଗୋଟିଏ ସ୍ଥାନକୁ ୟିବା ପାଇଁ ଡାକିଲେ। ପରମେଶ୍ବର ତାହାଙ୍କୁ ସହେି ଦେଶ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ। ସେ କେଉଁଠାକୁ ଯାଉଅଛନ୍ତି, ତାହା ଅବ୍ରହାମ ଜାଣି ନ ଥିଲେ। କିନ୍ତୁ ଅବ୍ରହାମ ନିଜ ବିଶ୍ବାସ ଦ୍ବାରା ମାନିଲେ, ଓ ସହେି ସ୍ଥାନ ପାଇଁ ପ୍ରସ୍ଥାନ କଲେ।