ମୁଁ ତୁମ୍ଭମାନଙ୍କୁ କହୁଛି, ପରମେଶ୍ବରଙ୍କ ରାଜ୍ଯ ରେ ଏହାର ବାସ୍ତବ ଅର୍ଥ ସ୍ପଷ୍ଟ ନ ହବୋ ପର୍ୟ୍ଯନ୍ତ ମୁଁ କବେେ ହେଲେ ନିସ୍ତାର ପର୍ବର ଖାଦ୍ୟ ଆଉ ଖାଇବି ନାହିଁ।
Cross references
ସହେି ଚାକରମାନେ ଧନ୍ଯ, ଯେଉଁମାନଙ୍କୁ ମାଲିକ ଫରେିଆସି ଦେଖିବେ ଯେ ସମାନେେ ଜାଗ୍ରତ ଅଛନ୍ତି ଓ ତାହାଙ୍କୁ ଅପେକ୍ଷା କରି ରହିଛନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି। ମାଲିକ ମଧ୍ଯ ସମାନଙ୍କେ ସବୋ ପାଇଁ ନିଜକୁ ପ୍ରସ୍ତୁତ କରିବେ। ସେ ସମାନଙ୍କେୁ ବସିବା ପାଇଁ କହିବେ ଓ ନିଜେ ଖାଦ୍ୟ ପରଶି ଦବେେ।
ଯୀଶୁଙ୍କ ସହିତ ଖାଇବାକୁ ବସିଥିବା ଲୋକମାନଙ୍କ ମଧ୍ଯରୁ ଜଣେ ଲୋକ ଏ ସବୁ କଥା ଶୁଣି ଯୀଶୁଙ୍କୁ କହିଲା, ପରମେଶ୍ବରଙ୍କ ରାଜ୍ଯ ରେ ଭୋଜନ କରୁଥିବା ଲୋକ ବହୁତ ଖୁସି ହବେ।
ମାେ ରାଜ୍ଯ ରେ ମାେ ସହିତ ଟବେୁଲ ଉପରେ ତୁମ୍ଭମାନେେ ଖିଆପିଆ କରିବ। ତୁମ୍ଭମାନେେ ସିଂହାସନଗୁଡିକ ଉପରେ ବସି ଇଶ୍ରାୟେଲର ବାରଟି ଯାକ ଗୋଷ୍ଠୀର ବିଚାର କରିବ।
ପୃଥିବୀର ଖାଦ୍ୟ ପଦାର୍ଥ ନଷ୍ଟ ହାଇଯୋଏ। ତେଣୁ ତୁମ୍ଭେ ସହେିଭଳି ଖାଦ୍ୟ ପାଇବା ପାଇଁ କାର୍ୟ୍ଯ କର ନାହିଁ, ବରଂ ତୁମ୍ଭମାନେେ ଏଭଳି କର ଯାହା ଭଲ ହାଇେ ରହିଥିବ ଓ ତୁମ୍ଭକୁ ସବୁ ଦିନ ପାଇଁ ଜୀବନ ଦବେ। ମନୁଷ୍ଯ ପୁତ୍ର ସହେିପରି ଖାଦ୍ୟ ତୁମ୍ଭକୁ ଦବେେ। ପରମେଶ୍ବର ଦଖାଇେଛନ୍ତି ଯେ, ସେ ମନୁଷ୍ଯ ପୁତ୍ରଙ୍କ ସହିତ ଅଛନ୍ତି।
ମୁଁ ସ୍ବର୍ଗରୁ ଓହ୍ଲାଇଥିବା ସହେି ଖାଦ୍ୟ। ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ ତବେେ ସେ କଦାପି ମରିବ ନାହିଁ।
ମାତ୍ର ଯୀଶୁ ସବୁ ଲୋକମାନଙ୍କୁ ଦଖାଗେଲେ ନାହିଁ। ପରମେଶ୍ବର ଯେଉଁମାନଙ୍କୁ ତାହାଙ୍କ ସାକ୍ଷୀରୂପେ ପୂର୍ବରୁ ମନୋନୀତ କରିଥିଲେ, ସହେିମାନେ କବଳେ ତାହାଙ୍କୁ ଦେଖିପାରିଲେ। ଆମ୍ଭମାନେେ ସହେି ସାକ୍ଷୀ ଅଟୁ। ଯୀଶୁ ମୃତ୍ଯୁରୁ ଉଠିଲାପରେ ଆମ୍ଭମାନେେ ତାହାଙ୍କ ସହିତ ଖାଇଥିଲୁ ଓ ପିଇଥିଲୁ।
ତୁମ୍ଭମାନେେ ସଂମ୍ପୂର୍ଣ୍ଣ ଭାବେ ନୂତନ ଗୁଳା ହବୋଲାଗି ତୁମ୍ଭମାନଙ୍କ ଭିତ ରେ ଥିବା ପୁରୁଣା ଖମୀରକୁ ସମ୍ପୂର୍ଣ୍ଣ ଭାବେ ବାହାର କରି ଦିଅ। ତୁମ୍ଭମାନେେ ସହେି ଖମୀର ଶୂନ୍ଯ ନିସ୍ତାର ପର୍ବର ରୋଟୀ ହଁ ଖ୍ରୀଷ୍ଟ ଆମ୍ଭର ନିସ୍ତାର ପର୍ବ ସୂଚକ ମେଣ୍ଢା ଯେ କି ଆମ୍ଭ ପାଇଁ ବଳି ହାଇେ ଯାଇଛନ୍ତି।
ବ୍ଯବସ୍ଥା ଆମ୍ଭକୁ ଭବିଷ୍ଯ ରେ ଘଟିବାକୁ ଥିବା ଉତ୍ତମ ବିଷୟଗୁଡ଼ିକର ଅସ୍ପଷ୍ଟ ଚିତ୍ର ପ୍ରଦାନ କରେ। ବ୍ଯବସ୍ଥା ପ୍ରକୃତ ବିଷୟଗୁଡ଼ିକର ପରିପୂର୍ଣ୍ଣ ଚିତ୍ର ନୁହେଁ। ବ୍ଯବସ୍ଥା ଲୋକମାନଙ୍କୁ ସମାନ ବଳିଗୁଡ଼ିକୁ ପ୍ରତିବର୍ଷ ସମର୍ପଣ କରିବା ପାଇଁ କୁ ହେ। ଯେଉଁ ଲୋକମାନେ ପରମେଶ୍ବରଙ୍କୁ ଉପାସନା କରିବା ପାଇଁ ଆସନ୍ତି, ସହେି ବଳି ସମର୍ପଣ କାର୍ୟ୍ଯ କରି ଚାଲିଥାନ୍ତି। କିନ୍ତୁ ବ୍ଯବସ୍ଥା କବେେ ହେଲେ ସେ ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରି ନ ଥାଏ।
ତା'ପରେ ଦୂତ ମାେତେ କହିଲେ, ଏହା ଲେଖ : ମଷେଶାବକଙ୍କ ବିବାହ ଭୋଜିକୁ ନିମନ୍ତ୍ରିତ ବ୍ଯକ୍ତିମାନେ ଧନ୍ଯ ! ସେ ଦୂତ ପୁଣି କହିଲେ, ପରମେଶ୍ବରଙ୍କର ବାକ୍ଯ ସତ୍ଯ ଅଟେ।