Home Bibles ଲୂକଲିଖିତ ସୁସମାଚାର 22:2 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 22:2 · ଓଡ଼ିଆ ବାଇବେଲ

ପ୍ରଧାନ ଯାଜକ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ ଜୀବନ ରେ ମାରିଦବୋ ପାଇଁ ଉପାୟ ଖାଜେୁଥିଲେ। କିନ୍ତୁ ସମାନେେ ଲୋକମାନଙ୍କୁ ଭୟ କରୁଥିଲେ।

Cross references

ଗୀତସଂହିତା 2:1

କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି, କାହିଁକି ସମାନେେ ମନ୍ଦ ଯୋଜନା କରନ୍ତି ?

ମାଥିଉଲିଖିତ ସୁସମାଚାର 12:14

କିନ୍ତୁ ଫାରୂଶୀମାନେ ସଠାରୁେ ବାହାରି ଗଲେ। ଯୀଶୁଙ୍କୁ ଜୀବନ ରେ ମାରିଦବୋ ପାଇଁ ସମାନେେ ଯୋଜନା କଲେ।

ମାଥିଉଲିଖିତ ସୁସମାଚାର 21:38

କୃଷକମାନେ ପୁଅକୁ ଦେଖି ନିଜ ନିଜ ଭିତ ରେ କୁହା କୁହି ହେଲେ, 'ଏ ହେଉଛି ଜମିମାଲିକଙ୍କ ପୁଅ। ସେ ଏ ଜମିର ଉତ୍ତରାଧିକାରୀ। ଆମ୍ଭେ ଯଦି ତାକୁ ମାରିଦବୋ, ଏହି ସମ୍ପତ୍ତି ଆମ୍ଭର ହାଇଯେିବ।'

ମାଥିଉଲିଖିତ ସୁସମାଚାର 21:45

ପ୍ରଧାନ ଯାଜକ ଓ ଫାରୂଶୀମାନେ ଯୀଶୁଙ୍କ କାହାଣୀଗୁଡ଼ିକ ଶୁଣିଲେ। ସମାନେେ ଜାଣି ପା ରେଲେ ଯେ, ଯୀଶୁ ଏକଥା ସହେିମାନଙ୍କ ବିଷୟ ରେ କହୁଛନ୍ତୁ।

ମାଥିଉଲିଖିତ ସୁସମାଚାର 26:3

ତା'ପରେ ପ୍ରଧାନ ଯାଜକ ଓ ଲୋକମାନଙ୍କ ପ୍ରାଚ଼ୀନ ନେତାମାନେ କଯାଫା ନାମକ ମହାୟାଜକଙ୍କ ଭବନର ଅଗଣା ରେ ଏକାଠି ହେଲେ।

ଲୂକଲିଖିତ ସୁସମାଚାର 19:47

ଯୀଶୁ ପ୍ରତିଦିନ ମନ୍ଦିର ରେ ଉପଦେଶ ଦେଉଥିଲେ। ପ୍ରଧାନ ଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଯୀଶୁଙ୍କୁ ଜୀବନ ରେ ମାରି ଦବୋକୁ ଚାହୁଁଥିଲେ।

ଲୂକଲିଖିତ ସୁସମାଚାର 20:19

ଧର୍ମଶାସ୍ତ୍ରୀ ଓ ମୁଖ୍ଯ ଯାଜକମାନେ ଯୀଶୁଙ୍କଠାରୁ ଏହି ଦୃଷ୍ଟାନ୍ତଟି ଶୁଣିଲେ। ସମାନେେ ଜାଣି ପାରିଲେ ଯେ, ଏହି ଦୃଷ୍ଟାନ୍ତଟି ସମାନଙ୍କେ ଉଦ୍ଦେଶ୍ଯ ରେ କୁହାୟାଇଛି। ତେଣୁ ସମାନେେ ଯୀଶୁଙ୍କୁ ଠିକ୍ ସତେିକି ବେଳେ ବନ୍ଦୀ କରିବାକୁ ଚାହିଁଲେ। କିନ୍ତୁ ଲୋକମାନେ କାଳେ କ'ଣ କିଛି କରିପକାଇବେ, ସେଥିପାଇଁ ସମାନେେ ଡରୁଥିଲେ।

ଯୋହନଲିଖିତ ସୁସମାଚାର 11:47

ତା'ପରେ ମୁଖ୍ଯ ଯାଜକ ଓ ଫାରୂଶୀମାନେ ଯିହୂଦୀ ପରିଷଦର ଗୋଟିଏ ସଭା ଡାକିଲେ। ସମାନେେ କହିଲେ, ଆମ୍ଭର କ'ଣ କରିବା ଉଚିତ୍? ଏହି ଲୋକ ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଛି।

ଯୋହନଲିଖିତ ସୁସମାଚାର 11:57

କିନ୍ତୁ ମହାୟାଜକ ଓ ଫାରୂଶୀମାନେ ଯୀଶୁଙ୍କ ସମ୍ବନ୍ଧ ରେ ଗୋଟିଏ ବିଶଷେ ଆଦେଶ ଦଇେଥିଲେ। ସମାନେେ ଘାଷେଣା କରିଥିଲେ ଯେ, ଯୀଶୁ କେଉଁଠା ରେ ଅଛନ୍ତି ଏହା ଜାଣିଥିବା ବ୍ଯକ୍ତି ସଙ୍ଗେ ସଙ୍ଗେ ସମାନଙ୍କେୁ ଜଣାଇବ। ତବେେ ମୁଖ୍ଯ ଯାଜକ ଓ ଫାରୂଶୀମାନେ ଯୀଶୁଙ୍କୁ ବନ୍ଦୀ କରିପାରିବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:27

ଯେତବେେଳେ ହରେୋଦ, ପନ୍ତିୟ ପୀଲାତ, ଇଶ୍ରାୟେଲ ଅନ୍ୟ ଦେଶୀୟମାନେ ମିଳିତ ହାଇେ ଏହି ସହର ରେ ଜମା ହାଇେ ତୁମ୍ଭର ପବିତ୍ର ସବେକ ଯୀଶୁଙ୍କ ବିରୁଦ୍ଧ ରେ ଠିଆ ହେଲେ ସେତବେେଳେ ଏହା ପ୍ରକୃତ ରେ ସଫଳ ହେଲା। ସହେି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ।

Interlinear

Choose Theme