Home Bibles ଲୂକଲିଖିତ ସୁସମାଚାର 22:41 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 22:41 · ଓଡ଼ିଆ ବାଇବେଲ

ତା'ପରେ ଯୀଶୁ ସମାନଙ୍କେଠାରୁ ପ୍ରାୟ ପଚାଶ ମିଟର ଦୂରକୁ ଗଲେ। ସେ ଆଣ୍ଠୁ ମାଡି ବସି ପଡି ପାର୍ଥନା କଲେ,

Cross references

ମାଥିଉଲିଖିତ ସୁସମାଚାର 26:39

ସମାନଙ୍କେ ପାଖରୁ କିଛି ଦୁରକୁ ଚାଲିକରି ୟିବାପରେ ଯୀଶୁ ତଳେ ଉବୁଡ଼ ହାଇେ ପଡ଼ିଲେ ଓ ପ୍ରାର୍ଥନା କଲେ, ହେ ପରମପିତା! ଯଦି ସମ୍ଭବ ହୁଏ, ତବେେ ୟନ୍ତ୍ରଣାର ଏହି ପାତ୍ରଟି ମାଠାରୁେ ଦୂର ହାଇଯୋଉ। କିନ୍ତୁ ମାେ ଇଚ୍ଛା ଅନୁସାରେ ନ ହାଇେ ଆପଣଙ୍କ ଇଚ୍ଛା ଅନୁସାରେ କରନ୍ତୁ।

ମାର୍କଲିଖିତ ସୁସମାଚାର 14:35

ଯୀଶୁ ସମାନଙ୍କେ ଠାରୁ ଅଳ୍ପ ଦୂରକୁ ଚାଲି କରି ଗଲେ। ତା'ପରେ ଯୀଶୁ ଭୂମିରେ ପଡିଗଲେ ଓ ପ୍ରାର୍ଥନା କଲେ ଯେ ଯଦି ସମ୍ଭବ ହୁଏ, ତବେେ ଏ ୟନ୍ତ୍ରଣାର ମୁହୁର୍ତ୍ତଟି ମାେ ପାଖରୁ ଘୁଞ୍ଚିଯାଉ।

ଲୂକଲିଖିତ ସୁସମାଚାର 18:11

ଫାରୂଶୀଜଣକ କରଆଦାୟକାରୀଙ୍କଠାରୁ ଦୂର ରେ ଅଲଗା ଠିଆ ହାଇେଥିଲେ। ଫାରୂଶୀ ଜଣକ ପ୍ରାର୍ଥନା କଲାବାଳେ କହିଲେ, ' ହେ ପରମେଶ୍ବର, ମୁଁ ଅନ୍ୟ ଲୋକଙ୍କ ଭଳି ଖରାପ ହାଇନେଥିବାରୁ ତୁମ୍ଭକୁ କୃତଜ୍ଞତା ଜଣାଉଛି। ମୁଁ ଚୋରି, ଠକାମି, ବ୍ଯଭିଚାର, ପାପ କରୁଥିବା ଲୋକମାନଙ୍କ ଭଳି ନୁହେଁ।ମୁଁ ଏହି କରଆଦାୟକାରୀ ଅପେକ୍ଷା ଭଲ ହାଇେଥିବାରୁ ତୁମ୍ଭ ପାଖ ରେ କୃତଜ୍ଞତା ଜଣାଉଛି।

Interlinear

Choose Theme