Home Bibles ☰ Books ଲୂକଲିଖିତ ସୁସମାଚାର 22:46 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 22:46 · ଓଡ଼ିଆ ବାଇବେଲ

ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ କାହିଁକି ଶାଇେ ପଡିଛ? ଉଠ ଓ ପରୀକ୍ଷା ରେ ନ ପଡିବାକୁ ତଥା ଶକ୍ତିଲାଭ ପାଇଁ ପାର୍ଥନା କର।

Cross references

ହିତୋପଦେଶ 6:4

ତୁମ୍ଭେ ବିଶ୍ରାମ କର ନାହିଁ କିମ୍ବା ନିଦ୍ରା ୟାଅ ନାହିଁ।

ଯୂନସ 1:6

ୟୂନସ ଜାହଜ ରେ ଶାଇେଥିବାର ଦେଖି ଜାହାଜର କାପ୍ତାନ କହିଲେ, ଉଠ ଜାଗ୍ରତ ହୁଅ। ଶୋଇଛ କାହିଁକି? ତୁମ୍ଭର ଈଶ୍ବରଙ୍କୁ ପ୍ରାର୍ଥନା କର। ତୁମ୍ଭର ପ୍ରଭୁ ହୁଏତ ତୁମ୍ଭର ପ୍ରାର୍ଥନା ଶୁଣିବେ ଓ ଆମ୍ଭମାନଙ୍କୁ ରକ୍ଷା କରିବେ।

ଲୂକଲିଖିତ ସୁସମାଚାର 21:34

ସାବଧାନ ରୁହ। ତୁମ୍ଭମାନେେ ମଦ୍ଯପାନ କରି ମାତାଲ ହାଇେ ନିଜ ସମୟ ନଷ୍ଟ କରନାହିଁ। ସାଂସାରିକ ବସ୍ତୁଗୁଡିକ ବିଷୟ ରେ ଅତ୍ଯଧିକ ଚିନ୍ତିତ ହାଇେ ପଡନାହିଁ। ସଭେଳେ କଲେ ତୁମ୍ଭମାନେେ ଜଡ ହାଇଯେିବ ଓ ଉଚିତ କଥା କବେେ ଭାବି ପାରିବ ନାହିଁ। ଏବଂ ତୁମ୍ଭମାନେେ ପ୍ରସ୍ତୁତ ନଥିବା ବେଳେ ଅନ୍ତିମକାଳ ଆସି ଯାଇପା ରେ।

ଲୂକଲିଖିତ ସୁସମାଚାର 22:40

ସଠାେରେ ପହଞ୍ଚି ଯୀଶୁ ଶିଷ୍ଯମାନଙ୍କୁ କହିଲେ, ତୁମ୍ଭମାନେେ ଯେପରି ପରୀକ୍ଷା ରେ ନ ପଡ ଏଥିପାଇଁ ପ୍ରାର୍ଥନା କର।

Interlinear

Choose Theme