Home Bibles ଲୂକଲିଖିତ ସୁସମାଚାର 22:52 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 22:52 · ଓଡ଼ିଆ ବାଇବେଲ

ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଯେଉଁ ଦଳ ଆସିଥିଲେ, ସେଥି ରେ ପ୍ରଧାନ ଯାଜକ, ପ୍ରାଚୀନ, ଯିହୂଦୀ ନେତା ଓ ଯିହୂଦୀ ସୈନ୍ଯମାନେ ଥିଲେ। ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଖଣ୍ଡା ଓ ଠେଙ୍ଗା ଧରି ଏଠାକୁ କାହିଁକି ଆସିଛ? ତୁମ୍ଭମାନେେ କ'ଣ ଭାବୁଛ ଯେ ମୁଁ ଗୋଟିଏ ଅପରାଧୀ?

Cross references

ଦିତୀୟ ରାଜାବଳୀ 11:15

ଏଥି ରେ ଯାଜକ ଯିହାୟୋଦାରଦା ସୈନ୍ଯମାନଙ୍କର ଅଧ୍ଯକ୍ଷମାନଙ୍କୁ ଆଦେଶ ଦେଲେ, ଅଥଲିଯାକୁ ମନ୍ଦିର ବାହାରକୁ ନଇୟୋଅ। ୟିଏ ତା'ର ପଶ୍ଚାତ ଧାବନ କରୁଛି, ନିଶ୍ଚଯ ହତ୍ଯା କରାୟିବ। ତାକୁ କିମ୍ବା ତା'ର ଅନୁସରଣକାରୀମାନଙ୍କୁ ମନ୍ଦିର ଭିତ ରେ ହତ୍ଯା କର ନାହିଁ।

ମାଥିଉଲିଖିତ ସୁସମାଚାର 26:55

ତା'ପରେ ଯୀଶୁ ଲୋକମାନଙ୍କୁ କହିଲେ, ତୁମ୍ଭେସବୁ ଖଣ୍ଡା ଓ ଠେଙ୍ଗା ନଇେ ମାେତେ ବନ୍ଦୀ କରିବା ପାଇଁ ଏପରି ଭାବରେ ଆସିଛ, ସତେ ଯେପରି ମୁଁ ଗୋଟଏ ଅପରାଧୀ। ମୁଁ ସବୁଦିନ ମନ୍ଦିର ପରିସର ରେ ବସି ଲୋକମାନଙ୍କୁ ଉପଦେଶ ଦେଉଥିଲି। ସେତବେେଳେ ତୁମ୍ଭେ ମାେତେ ବନ୍ଦୀ କରିଲନାହିଁ।

ମାର୍କଲିଖିତ ସୁସମାଚାର 14:48

ଯୀଶୁ ସହେି ଲୋକମାନଙ୍କୁ କହିଲେ, ମୁଁ କ'ଣ ଜଣେ ଅପରାଧୀ ଯେ ତୁମ୍ଭମାନେେ ଖଣ୍ଡା ଓ ଠେଙ୍ଗା ନଇେ ମାେତେ ଧରି ନବୋକୁ ଆସିଛ?

ଲୂକଲିଖିତ ସୁସମାଚାର 22:4

ୟିହୂଦା ଯାଇ ପ୍ରଧାନ ଯାଜକ ଓ ମନ୍ଦିରର ସନୋପତିମାନଙ୍କ ସହିତ କଥାବାର୍ତ୍ତା କଲା। ଯୀଶୁଙ୍କୁ ସମାନଙ୍କେ ହାତ ରେ ସମର୍ପଣ କରିବା ପାଇଁ ୟିହୂଦା ସମାନଙ୍କେ ସହିତ ଏକ ମନ୍ତ୍ରଣା କଲା।

ଯୋହନଲିଖିତ ସୁସମାଚାର 17:12

ମୁଁ ଯେତବେେଳେ ସମାନଙ୍କେ ସହିତ ଥିଲି, ମୁଁ ସମାନଙ୍କେୁ ନିରାପଦ ରେ ରଖିଥିଲି। ମୁଁ ତୁମ୍ଭ ନାମର ଶକ୍ତି ବଳ ରେ ସମାନଙ୍କେୁ ନିରାପଦ ରେ ରଖିଥିଲି। ସହେି ନାମ ତୁମ୍ଭେ ମାେତେ ଦଇେଥିଲ। ମୁଁ ସମାନଙ୍କେୁ ସୁରକ୍ଷିତ କଲି। ସମାନଙ୍କେ ଭିତରୁ କବଳେ ଜଣେ ବିନାଶ ପାଇଁ ଉଦ୍ଦିଷ୍ଟ ଥିଲା। ଧର୍ମଶାସ୍ତ୍ର ଯେପରି ସଫଳ ହୁଏ ସେଥିପାଇଁ ସେ ନଷ୍ଟ ହେଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:26

ତେଣୁ ସନୋପତି ସହେି ଲୋକମାନଙ୍କୁ ସାଙ୍ଗ ରେ ନଇେ ପ୍ ରରେିତମାନଙ୍କୁ ନଇେ ଆସିଲେ। ସମାନେେ ପ୍ ରରେିତମାନଙ୍କୁ ଜାରେ ଜବରଦସ୍ତି କରି ଆଣିଲେ ନାହିଁ କାରଣ ସମାନେେ ଭୟ କଲେ, ଯଦି ସମାନେେ ଏପରି କରିବେ, ତବେେ ଲୋକମାନେ ହୁଏତ ସମାନଙ୍କେୁ ପଥର ଫୋପାଡ଼ିବେ।

Interlinear

Choose Theme