Home Bibles ☰ Books ଲୂକଲିଖିତ ସୁସମାଚାର 22:55 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 22:55 · ଓଡ଼ିଆ ବାଇବେଲ

ସୈନ୍ଯମାନେ ଅଗଣା ମଝି ରେ ନିଆଁ ଜାଳି ଏକାଠି ବସିଗଲେ। ପିତର ମଧ୍ଯ ସମାନଙ୍କେ ସହିତ ବସିଲେ।

Cross references

ଗୀତସଂହିତା 1:1

ଜଣେ ବ୍ଯକ୍ତି ପ୍ରକୃତରେ ଆଶୀର୍ବାଦ ଗ୍ରହଣ କରିବ, ୟଦି ସେ ଦୁଷ୍ଟ ଲୋକଙ୍କ ଉପଦେଶ ଗ୍ରହଣ କରେ ନାହିଁ, ପାପୀମାନଙ୍କ ପରି ଜୀବନ ୟାପନ କରେ ନାହିଁ, ଯେଉଁମାନେ କି ପରମେଶ୍ବରଙ୍କୁ ସମ୍ମାନ ଦଖାେନ୍ତି ନାହିଁ, ସହେି ଲୋକମାନଙ୍କ ସହିତ ତା'ର ସମୟ କଟାଏ ନାହିଁ,

ଗୀତସଂହିତା 26:4

ମୁଁ ନିଷ୍ଠୁର ଲୋକଙ୍କ ସହ ବସେ ନାହିଁ। କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରେ ନାହିଁ।

ଗୀତସଂହିତା 28:3

ହେ ସଦାପ୍ରଭୁ, ମାେତେ ସହେି ଦୁଷ୍ଟ ଲୋକଙ୍କ ମଧ୍ଯରୁ ଜଣେ ବୋଲି ଗଣ ନାହିଁ। ସହେି ଲୋକମାନେ ତାଙ୍କର ପଡ଼ୋଶୀମାନଙ୍କୁ ଶାନ୍ତିର ସନ୍ଦେଶ ଶୁଣାନ୍ତି କିନ୍ତୁ ହୃଦଯ ମଧ୍ୟରେ ସମାନେେ ସହେି ପଡ଼ୋଶୀମାନଙ୍କ ବିରୁଦ୍ଧରେ ମନ୍ଦ ଯୋଜନା କରୁଥାଆନ୍ତି।

ହିତୋପଦେଶ 9:6

ଅ ବୋଧ ଲୋକମାନଙ୍କର ସାଙ୍ଗ ପରିତ୍ଯାଗ କରି ତୁମ୍ଭେ ଜୀବନ ରକ୍ଷା କର। ସୁବିବଚେନାର ପଥରେ ଚାଲ।

ହିତୋପଦେଶ 13:20

ଜ୍ଞାନୀର ସଙ୍ଗୀ ହୁଅ, ତହିଁରେ ତୁମ୍ଭେ ଜ୍ଞାନୀ ହବେ। ମାତ୍ର ମୂର୍ଖମାନଙ୍କର ସଙ୍ଗୀ କଷ୍ଟଦାୟକ।

ମାଥିଉଲିଖିତ ସୁସମାଚାର 26:3

ତା'ପରେ ପ୍ରଧାନ ଯାଜକ ଓ ଲୋକମାନଙ୍କ ପ୍ରାଚ଼ୀନ ନେତାମାନେ କଯାଫା ନାମକ ମହାୟାଜକଙ୍କ ଭବନର ଅଗଣା ରେ ଏକାଠି ହେଲେ।

ମାଥିଉଲିଖିତ ସୁସମାଚାର 26:69

ସହେି ସମୟରେ ପିତର ପ୍ରାଙ୍ଗଣ ମଧିଅରେ ବସିଥିଲେ। ଜଣେ ଦାସୀ ପିତରଙ୍କ ପାଖକୁ ଆସିଲା। ସେ କହିଲା, ତୁମ୍ଭେ ମଧ୍ଯ ଗାଲିଲୀର ଯୀଶୁଙ୍କ ସହିତ ଥିଲ।

ମାର୍କଲିଖିତ ସୁସମାଚାର 14:66

ସହେି ସମୟରେ ପିତର ମଧ୍ଯ ଅଗଣା ମଧିଅରେ ଥିଲେ। ପିତରଙ୍କ ପାଖକୁ ମହାୟାଜକଙ୍କର ଜଣେ ଚାକରାଣୀ ଆସିଲା।

ଲୂକଲିଖିତ ସୁସମାଚାର 22:44

ଯୀଶୁ ମର୍ମାନ୍ତକ ପୀଡା ରେ ବୁଡି ରହି ଆହୁରି ଦୃଢ ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ। ତାହାଙ୍କ ମୁହଁରୁ ଘନ ଘନ ରକ୍ତ ଟୋପା ଭଳି ଝାଳ ବାହାରି ଆସି ଭୂଇଁ ରେ ପଡିଲା।

ଯୋହନଲିଖିତ ସୁସମାଚାର 18:16

କିନ୍ତୁ ପିତର ଫାଟକ ବାହା ରେ ଅପେକ୍ଷା କଲେ। ମହାୟାଜକଙ୍କୁ ଜାଣିଥିବା ସହେି ଶିଷ୍ଯ ଜଣକ ବାହାରକୁ ଫରେି ଆସିଲେ। ସେ ଫାଟକ ଜଗିଥିବା ଦାସୀକୁ କହି ସେ ପିତରଙ୍କୁ ଭିତରକୁ ଆଣିଲେ।

ଯୋହନଲିଖିତ ସୁସମାଚାର 18:25

ଶିମାନେ ପିତର ନିଆଁ ପାଖେ ଠିଆ ହାଇେ ସକେି ହେଉଥିଲେ। ଅନ୍ୟ ଲୋକମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଏହି ଲୋକର ଶିଷ୍ଯମାନଙ୍କ ଭିତରୁ ଜଣେ? କିନ୍ତୁ ପିତର ମନା କଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:33

ମୂର୍ଖଙ୍କ ଭଳି ଆଚରଣ କର ନାହିଁ। ମନ୍ଦ ସଙ୍ଗୀମାନେ ଭଲ ଅଭ୍ଯାସଗୁଡ଼ିକୁ ନଷ୍ଟ କରି ଦବେେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 6:15

ଯୀଶୁ ଖ୍ରୀଷ୍ଟ ଓ ବିଲିଯାର୍ ଭିତ ରେ ଚୁକ୍ତି ହାଇପୋ ରେ କି ? ଜଣେ ବିଶ୍ବାସୀ ଓ ଜଣେ ଅବିଶ୍ବାସୀଙ୍କ ଭିତ ରେ କ'ଣ କିଛି ମଳେ ହାଇପୋ ରେ ?

Interlinear

Choose Theme