ତା'ପରେ େ ହରୋଦ ଓ ତାହାଙ୍କ ସୈନ୍ଯମାନେ ଯୀଶୁଙ୍କୁ ପରିହାସ କଲେ। ତାହାଙ୍କୁ ରାଜକୀୟ ପୋଷାକ ପିନ୍ଧାଇ ଦଇେ ସମାନେେ ଉପହାସ କଲେ। ତାପରେ େ ହରୋଦ ପୀଲାତଙ୍କୁ ପାଖକୁ ଯୀଶୁଙ୍କୁ ପଠାଇଲେ।
Cross references
କିନ୍ତୁ ମୁଁ ଗୋଟିଏ କୀଟ, ବ୍ଯକ୍ତି ନୁହେଁ, ଲୋକମାନେ ମାେ ପାଇଁ ଲଜ୍ଜିତ ହୁଅନ୍ତି ଓ ମାେତେ ଅବଜ୍ଞା କରନ୍ତି।
ତୁମ୍ଭେ ଜାଣ ମାରେ ଶତ୍ରୁମାନେ ମାେତେ ନିନ୍ଦା ଓ ଅପମାନିତ କରିଛନ୍ତି। ସମାନେେ ମାେ ସହିତ ଏହା କରିବାର ତୁମ୍ଭେ ଦେଖିଛ।
ଯାହାକୁ ମନୁଷ୍ଯ ଅବଜ୍ଞା କରେ, ଯାହାକୁ ଦେଶୀଯ ଲୋକମାନେ ଘୃଣା କରନ୍ତି, ଯେ ଶାସକ କର୍ତ୍ତାମାନଙ୍କର ଦାସ, ତାକୁ ଇଶ୍ରାୟେଲର ମୁକ୍ତିଦାତା ଓ ତା'ର ଧର୍ମସ୍ବରୂପ ସଦାପ୍ରଭୁ ଏହି କଥା କୁହନ୍ତି। ପୁଣି ବିଶ୍ବସନୀଯ ଓ ଇଶ୍ରାୟେଲର ଧର୍ମସ୍ବରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାଙ୍କ ସକାେଶ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ, ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।
ଲୋକମାନେ ତାଙ୍କୁ ଘୃଣା କଲେ ଓ ବନ୍ଧୁମାନେ ତାଙ୍କୁ ପରିତ୍ଯାଗ କଲେ। ସେ ଦୁଃଖ ଓ ଶାେକ ସହିତ ପରିଚିତ ହେଲେ। ସେ ଲୋକମାନଙ୍କଠାରୁ ନିଜ ମୁଖ ଲୁଚାଇ ରଖିଲେ। ସେ ଘୃଣିତ ହେଲେ ଏବଂ ଆମ୍ଭମାନେେ ତାଙ୍କୁ ସମ୍ମାନ ଦଲେୁ ନାହିଁ।
ତା'ପରେ ପୀଲାତଙ୍କ ସୈନ୍ଯମାନେ ଯୀଶୁଙ୍କୁ ପୀଲାତଙ୍କ ରାଜପ୍ରାସାଦ ଭିତରକୁ ନଇଗେଲେ। ସବୁ ସୈନ୍ଯତକ ଯୀଶୁଙ୍କ ଚାରିପଟେ ଜମା ହାଇଗେଲେ।
ଯୀଶୁ ସମାନଙ୍କେୁ କହିଲେ, ହଁ, ସମାନେେ ଠିକ୍ କହୁଛନ୍ତି। ସବୁ ବିଷୟ ସୁବ୍ଯବସ୍ଥିତ କରିବାକୁ ନିଶ୍ଚୟ ଏଲିୟ ହିଁ ପ୍ରଥମେ ଆସିବେ। କିନ୍ତୁ ମନୁଷ୍ଯପୁତ୍ରଙ୍କ ସମ୍ବନ୍ଧ ରେ ଶାସ୍ତ୍ର ରେ କାହିଁକି ଲଖାେ ଅଛି ଯେ ସେ ବହୁତ ଯାତନା ଭୋଗ କରିବେ ଓ ଲୋକେ ତାହାଙ୍କ ସହିତ ତାଚ୍ଛଲ୍ଯପୂର୍ଣ୍ଣ ବ୍ଯବହାର କରିବେ।
ସୈନ୍ଯମାନେ ଯୀଶୁଙ୍କୁ ଶାସନକର୍ତ୍ତାଙ୍କ ପ୍ରାସାଦ ଭିତରକୁ ନଇଗେଲେ। ସମାନେେ ଅନ୍ୟ ସମସ୍ତ ସୈନ୍ଯମାନଙ୍କୁ ଏକାଠି ଡାକିଲେ।
ସମାନେେ ଯୀଶୁଙ୍କୁ ପିଟିବାକୁ ଲାଗିଲେ। ସମାନେେ ତାହାଙ୍କୁ ପଚାରିଲେ, ତୁମ୍ଭେ ପରା ଭବିଷ୍ଯଦ୍ବକ୍ତା। କୁହ ତ ଦେଖି, ତୁମ୍ଭକୁ କିଏ ମାରିଲା?
ତାପରେ ଯୀଶୁ ବାହାରକୁ ଆସିଲେ। ସେ କଣ୍ଟାର ମୁକୁଟ ଓ ବାଇଗଣୀ ରଙ୍ଗର ପୋଷାକ ପିନ୍ଧିଥିଲେ। ପୀଲାତ କହିଲେ, ଦେଖ, ସହେି ଲୋକ।
ଯେତବେେଳେ ହରେୋଦ, ପନ୍ତିୟ ପୀଲାତ, ଇଶ୍ରାୟେଲ ଅନ୍ୟ ଦେଶୀୟମାନେ ମିଳିତ ହାଇେ ଏହି ସହର ରେ ଜମା ହାଇେ ତୁମ୍ଭର ପବିତ୍ର ସବେକ ଯୀଶୁଙ୍କ ବିରୁଦ୍ଧ ରେ ଠିଆ ହେଲେ ସେତବେେଳେ ଏହା ପ୍ରକୃତ ରେ ସଫଳ ହେଲା। ସହେି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ।