Home Bibles ଲୂକଲିଖିତ ସୁସମାଚାର 23:12 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 23:12 · ଓଡ଼ିଆ ବାଇବେଲ

ଅତୀତ ରେ ପିଲାତ ଓ ହରେୋଦଙ୍କ ମଧିଅରେ ବରାବର ଶତୃତା ଲାଗି ରହୁଥିଲା କିନ୍ତୁ ସହେି ଦିନରୁ ସେ ଦୁ ହେଁ ବନ୍ଧୁ ହାଇଗେଲେ।

Cross references

ଗୀତସଂହିତା 83:4

ସହେି ଶତ୍ରୁମାନେ କହନ୍ତି, ଆସ ଆମ୍ଭମାନେେ ସମାନଙ୍କେୁ ପୁରାପୁରି ଧ୍ବଂସ କରିଦବୋ, ତବେେ ସମାନେେ ଗୋଟିଏ ଜାତି ହାଇେ ରହିବେ ନାହିଁ। ତାହା ହେଲେ ଇଶ୍ରାୟେଲର ନାମକୁ କହେି ମନେପକାଇବେ ନାହିଁ।

ମାଥିଉଲିଖିତ ସୁସମାଚାର 16:1

ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସିଲେ। ସମାନେେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଚାହୁଁଥିଲେ। ତେଣୁ ସମାନେେ ଯୀଶୁଙ୍କ କୌଣସି ଆଶ୍ଚର୍ୟ୍ଯ କାର୍ୟ୍ଯ ଦଖାଇବୋକୁ କହିଲେ, କାରଣ ଯୀଶୁ ଆଶ୍ଚର୍ୟ୍ଯ କାର୍ୟ୍ଯ ଦଖାଇବୋ ଫଳ ରେ ପ୍ରମାଣିତ ହାଇେ ପାରିବ ଯେ ସେ ପରମେଶ୍ବରଙ୍କ ପାଖରୁ ଆସିଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:27

ଯେତବେେଳେ ହରେୋଦ, ପନ୍ତିୟ ପୀଲାତ, ଇଶ୍ରାୟେଲ ଅନ୍ୟ ଦେଶୀୟମାନେ ମିଳିତ ହାଇେ ଏହି ସହର ରେ ଜମା ହାଇେ ତୁମ୍ଭର ପବିତ୍ର ସବେକ ଯୀଶୁଙ୍କ ବିରୁଦ୍ଧ ରେ ଠିଆ ହେଲେ ସେତବେେଳେ ଏହା ପ୍ରକୃତ ରେ ସଫଳ ହେଲା। ସହେି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:13

ଏହି ଦଶଜଣ ରାଜାଙ୍କର ଉଦ୍ଦେଶ୍ଯ ସମାନ। ସମାନେେ ସମାନଙ୍କେର କ୍ଷମତା ଓ ଅଧିକାର ସହେି ପଶୁକୁ ଦବେେ।

Interlinear

Choose Theme