ଲୂକଲିଖିତ ସୁସମାଚାର 23:15 · ଓଡ଼ିଆ ବାଇବେଲ
ତାଛଡା ହରେୋଦ ମଧ୍ଯ ତାହାଙ୍କଠା ରେ କୌଣସି ଭୁଲ ଦେଖି ନାହାଁନ୍ତି। ହରେୋଦ ଆମ୍ଭ ପାଖକୁ ଯୀଶୁଙ୍କୁ ପଠାଇ ଦଇେଛନ୍ତି। ଦେଖ, ଯୀଶୁ କିଛି ହେଲେ ଭୁଲ କାମ କରି ନାହାଁନ୍ତି। ତେଣୁ ତାହାଙ୍କୁ ବଧ କରିବା ଠିକ୍ ହବେନାହିଁ।
Cross references
ମାଥିଉଲିଖିତ ସୁସମାଚାର 14:1
ସହେି ସମୟରେ ଯୀଶୁଙ୍କ ବିଷୟ ରେ ଲୋକେ ଯାହା କଥାବାର୍ତ୍ତା ହେଉଥିଲେ, ତାହା ଗାଲିଲୀର ଶାସକ ହରେୋଦ ଶୁଣିଲେ।