Home Bibles ☰ Books ଲୂକଲିଖିତ ସୁସମାଚାର 23:19 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 23:19 · ଓଡ଼ିଆ ବାଇବେଲ

ବାରବ୍ବା ନଗର ରେ ଦଙ୍ଗା ଆରମ୍ଭ କରିଥିବା ୟୋଗୁଁ ଓ କେତକେ ଲୋକଙ୍କୁ ହତ୍ଯା କରିଥିବା ଯୋଗୁଁ କାରାଗାର ରେ ବନ୍ଦୀ ହାଇେ ରହିଥିଲା।

Cross references

ଲୂକଲିଖିତ ସୁସମାଚାର 23:2

ସମାନେେ ଯୀଶୁଙ୍କୁ ଦୋଷ ଦବୋକୁ ଲାଗିଲେ। ସମାନେେ ପୀଲାତଙ୍କୁ କହିଲେ, ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଥିବା ବେଳେ ଆମ୍ଭମାନେେ ଏହାଙ୍କୁ ଧରିଛୁ। ସେ ଲୋକମାନଙ୍କୁ କହୁଛନ୍ତି ଯେ କାଇସରଙ୍କୁ କର ଦବୋ ଉଚିତ ନୁହେଁ। ସେ ନିଜକୁ ଖ୍ରୀଷ୍ଟ, ଜଣେ ରାଜା ବୋଲି କହୁଛି।

ଲୂକଲିଖିତ ସୁସମାଚାର 23:5

ସମାନେେ କିନ୍ତୁ ବାରମ୍ବାର କହିଲେ, ସେ ଲୋକଙ୍କ ମଧିଅରେ ଗୋଳମାଳ ସୃଷ୍ଟି କରୁଛନ୍ତି। ୟିହୂଦାର ଚାରିଆଡେ ସେ ଲୋକଙ୍କୁ ଉପଦେଶ ଦେଉଛନ୍ତି। ସେ ଏହା ଗାଲିଲୀ ରେ ଆରମ୍ଭ କରିଥିଲେ। ଏବେ ସେ ଏଠା ରେ ଅଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:14

ତୁମ୍ଭମାନେେ ଜଣେ ପବିତ୍ର ଓ ଧାର୍ମିକ ଲୋକକୁ ଅସ୍ବୀକାର କଲ ଓ ଜଣେ ହତ୍ଯାକାରୀକୁ ତାହାଙ୍କ ବଦଳ ରେ ତୁମ୍ଭମାନଙ୍କ ପାଇଁ ମୁକ୍ତ କରିଦବୋ ପାଇଁ ଚାହିଁଲ।

Interlinear

Choose Theme