ସମାନେେ ଯୀଶୁଙ୍କୁ ଦୋଷ ଦବୋକୁ ଲାଗିଲେ। ସମାନେେ ପୀଲାତଙ୍କୁ କହିଲେ, ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଥିବା ବେଳେ ଆମ୍ଭମାନେେ ଏହାଙ୍କୁ ଧରିଛୁ। ସେ ଲୋକମାନଙ୍କୁ କହୁଛନ୍ତି ଯେ କାଇସରଙ୍କୁ କର ଦବୋ ଉଚିତ ନୁହେଁ। ସେ ନିଜକୁ ଖ୍ରୀଷ୍ଟ, ଜଣେ ରାଜା ବୋଲି କହୁଛି।
Cross references
ଆହାବ୍ ଏଲିଯଙ୍କୁ ପଚାରିଲେ, ତୁମ୍ଭେ କ'ଣ ସହେି, ଯେ ଇଶ୍ରାୟେଲର ଦୁଃଖର କାରଣ?
ଦୁଇଜଣ ପାପଧମ ଲୋକଙ୍କୁ ଖାଜେ ଓ ସମାନଙ୍କେୁ ନାବୋତ ବିରୁଦ୍ଧ ରେ ମିଥ୍ଯା ସାକ୍ଷ୍ଯ ଦବୋକୁ କୁହ। ସମାନେେ କହିବେ ଯେ, ସମାନେେ ଶୁଣିଲେ, ନାବୋତ ପରମେଶ୍ବର ଓ ରାଜାଙ୍କୁ ଅଭିଶାପ ଦଇେଛନ୍ତି। ତା'ପରେ ତାକୁ ନଗର ବାହାରକୁ ନଇେ ପଥରମାରି ବଧ କର।
କେତକେ ଲୋକ ଯେଉଁମାନେ ବିଚାରାଳଯରେ ମିଥ୍ଯା କହନ୍ତି, ମାେତେ ଆଘାତ କରିବାକୁ ମନ୍ତ୍ରଣା କରୁଛନ୍ତି। ସମାନେେ ମାେତେ ଅନକେ ପ୍ରଶ୍ନ ପଚାରିବେ ମୁଁ ସେସବୁ ବିଷଯରେ କିଛି ଜାଣେ ନାହିଁ।
ମାରେ ପ୍ରଭାବଶାଳୀ ପଦବୀ ସଂପନ୍ନ ବ୍ଯକ୍ତିମାନେ ମାେତେ ତଳକୁ ଆଣିବା ପାଇଁ ଯୋଜନା କରନ୍ତି। ସମାନେେ ମାେ ବିଷଯରେ ମିଥ୍ଯା କଥା କହି ଆନନ୍ଦିତ ହୁଅନ୍ତି। ସମାନେେ ସର୍ବସାଧାରଣରେ ମାରେ ବିଷଯରେ ଭଲ କହନ୍ତି, କିନ୍ତୁ ଅନ୍ତରରେ ଅଭିଶାପ ଦିଅନ୍ତି।
ସମାନେେ ସମାନଙ୍କେର ଜିହ୍ବାକୁ କ୍ଷୁରପରି ଶାଣିତ କରନ୍ତି, ସମାନେେ ସମାନଙ୍କେର ବିଷାକ୍ତ ଶବ୍ଦଗୁଡ଼ିକ ତୀର ତୁଲ୍ଯ ନିକ୍ଷପେ କରନ୍ତି।
ମୁଁ ବହୁବାର ଅପବାଦ ଶୁଣିଅଛି। ମାରେ ଚତୁର୍ଦ୍ଦିଗ ରେ ଆଶଙ୍କା ଅଛି। ଏପରିକି ମାରେ ମିତ୍ରମାନେ ମଧ୍ଯ ମାରେ ଦୋଷ ଦେଖନ୍ତି ଓ ଲୋକମାନେ ମାରେ ତ୍ରୁଟିକୁ ଅପେକ୍ଷା କରନ୍ତି। ସମାନେେ ଅଭିଯୋଗ କରି କହନ୍ତି, ଆମ୍ଭମାନେେ ଯିରିମିୟଙ୍କ ବିରୁଦ୍ଧ ରେ ମିଥ୍ଯା ଓ ମନ୍ଦକଥା କହିବା, ତୁମ୍ଭମାନେେ ମଧ୍ଯ ତାହା କହିବ। ତାହା ହେଲେ ଆମ୍ଭମାନେେ ତାକୁ ପରାସ୍ତ କରିବା ଓ ତା' ଉପ ରେ ପ୍ରତିଶାଧେ ନଇେପାରିବା।
କିନ୍ତୁ ଯେତବେେଳେ ଯିରିମିୟ ବିନ୍ଯାମୀନ ପ୍ରଦେଶର ନଗର ଦ୍ବାର ରେ ପହନ୍ଚିଲେ, ସେତବେେଳେ ପ୍ରହରୀଗଣଙ୍କ ଅଧ୍ଯକ୍ଷ, ହନାନିଯର ପୌତ୍ର, ଶଲେିମିଯର ପୁତ୍ର, ୟିରିଯ ତାଙ୍କୁ ବନ୍ଦୀ କରି କହିଲା, ତୁମ୍ଭେ ଆମ୍ଭମାନଙ୍କୁ ପରିତ୍ଯାଗ କରି କଲଦୀଯମାନଙ୍କ ପକ୍ଷ ନଇେଅଛ।
ତେଣୁ ସହେି ଅଧିପତିଗଣ ରାଜାଙ୍କୁ କହିଲେ, ଆମ୍ଭମାନେେ ଅନୁ ରୋଧ କରୁଅଛୁ, ଏହି ଯିରିମିୟକୁ ମୃତ୍ଯୁଦଣ୍ଡ ହେଉ। କାରଣ ସେ ଏହି ନଗରର ଅବଶିଷ୍ଟ ଯୋଦ୍ଧାମାନଙ୍କୁ ଏହି ପ୍ରକାର କଥା କହି ନିରୁତ୍ସାହିତ କରୁଅଛି। ପୁଣି ସେ ଏହି ଲୋକମାନଙ୍କର ମଙ୍ଗଳ ଚାହୁଁ ନାହିଁ, ବରଂ ସମାନଙ୍କେର ଅମଙ୍ଗଳ ଚାହୁଁଛି।
ବୈଥଲରେ ଯାଜକ ଅମତ୍ସିଯ ଏହି ବାର୍ତ୍ତା ଇଶ୍ରାୟେଲର ରାଜା ୟାରବିଯାମଙ୍କୁ ପଠାଇଲେ, ଆମାଷେ ତୁମ୍ଭ ବିରୁଦ୍ଧ ରେ ଇଶ୍ରାୟେଲୀୟମାନଙ୍କ ମଧିଅରେ ଚକ୍ରାନ୍ତ କରୁଛନ୍ତି। ସେ ଏତେ ଅଧିକ କହୁଛନ୍ତି ଯେ ଦେଶ ତାହା ସହି ପାରୁନାହିଁ।
ଆମ୍ଭେ ଏକମାସ ମଧିଅରେ ତିନିଜଣ ମଷେପାଳକଙ୍କୁ ଧ୍ବଂସ କଲୁ। ଆମ୍ଭେ ସମାନଙ୍କେ ଉପ ରେ ଅର୍ଧୈୟ୍ଯ ଥିଲୁ ଏବଂ ସମାନେେ ଆମ୍ଭକୁ ଘୃଣା କଲେ।
କିନ୍ତୁ ଏହି କର ଆଦାୟକାରୀଙ୍କୁ ଆମ୍ଭେ କୋର୍ଧିତ କରିବନାହିଁ। ତେଣୁ କର ଏହିଭଳି ଭାବରେ ଦଇଦେିଅ: ହ୍ରଦକୁ ଯାଅ। ତୁମ୍ଭର ମାଛ ଧର। ତୁମ୍ଭେ ଧରିଥିବା ପ୍ରଥମ ମାଛଟି ଆଣ। ତାର ପାଟି ଖୋଲ। ତା ପାଟିରୁ ତୁମ୍ଭେ ଚ଼ାରିଟି ରେ ୗପ୍ୟ ମୁଦ୍ରା ପାଇବ। ସେ ମୁଦ୍ରାଗୁଡ଼ିକୁ ଆଣି ମାେପାଇଁ ଓ ତୁମ୍ଭ ପାଇଁ ଟିକସ ଆଦାୟକାରୀଙ୍କୁ ଦଇଦେିଅ।
ଲୋକମାନେ କହିଲେ, କାଇସରଙ୍କର।
ଯୀଶୁଙ୍କୁ ଯେପରି ମୃତ୍ଯୁଦଣ୍ଡ ଦଇେ ପାରିବେ, ସେଥିପାଇଁ ପ୍ରଧାନଯାଜକ ଓ ସଂପୂର୍ଣ୍ଣ ଯିହୂଦୀମହାସଭା ଯୀଶୁଙ୍କ ବିହୁଦ୍ଧ ରେ କିଛି ମିଛ ଅଭିଯୋଗ ଖାଜେି ବାହାର କରିବାକୁ ଚେଷ୍ଟା କଲେ।
ତା'ପରେ ଯୀଶୁ ସମାନଙ୍କେୁ କହିଲେ, ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ ଓ ଯାହା ପରମେଶ୍ବରଙ୍କର, ତାହା ପରମେଶ୍ବରଙ୍କୁ ଦିଅ। ଏହା ଶୁଣି ସମସ୍ତେ ଆଶ୍ଚର୍ୟ୍ଯ ହାଇଗେଲେ।
ପ୍ରଧାନ ଯାଜକ ଓ ସମଗ୍ର ୟିହୁଦୀ ସହାସଭା ଯୀଶୁଙ୍କୁ ମୃତ୍ଯୁଦଣ୍ଡ ଦବୋ ପାଇଁ ତାହାଙ୍କ ବିରୁଦ୍ଧ ରେ କୌଣସି ଦୋଷର ପ୍ରମାଣ ପାଇବା ପାଇଁ ଚେଷ୍ଟା କଲେ, କିନ୍ତୁ ସମାନେେ ମୃତ୍ଯୁଦଣ୍ଡ ଦବୋ ଭଳି କୌଣସି ପ୍ରମାଣ ପାଇଲେ ନାହିଁ।
କିନ୍ତୁ ଯୀଶୁ ଚୁପ୍ ରହିଲେ। ସେ କିଛି ଉତ୍ତର ଦେଲନୋହିଁ।
ପ୍ରଧାନ ଯାଜକମାନେ ଅନକେ ବିଷୟ ରେ ଯୀଶୁଙ୍କୁ ଅଭିୟୁକ୍ତ କଲେ।
ତେଣୁ ଧର୍ମଶାସ୍ତ୍ରୀ ଏବଂ ଯାଜକମାନେ ଯୀଶୁଙ୍କୁ ଫାନ୍ଦ ରେ ପକାଇବା ପାଇଁ ଉପୟୁକ୍ତ ସମୟ ଅପେକ୍ଷା ରେ ରହିଲେ। ସମାନେେ ଯୀଶୁଙ୍କ ପାଖକୁ କେତକେ ଗୁପ୍ତଚର ପଠାଇଲେ। ସମାନେେ ଏହି ଲୋକମାନଙ୍କୁ ଭଲ ଲୋକ ଭଳି ଛଳନା କରିବା ପାଇଁ କହିଥିଲେ। ସମାନେେ ଯୀଶୁଙ୍କ କହୁଥିବା କଥା ରେ କିଛି ଭୁଲ୍ ବିଷୟ ଖାଜେି ବାହାର କରିବାକୁ ଚାହୁଁଥିଲେ। କାରଣ ଯଦି ସମାନେେ ଯୀଶୁଙ୍କର କିଛି ଭୁଲ ଦେଖି ପାରିବେ, ତବେେ ସମାନେେ ଯୀଶୁଙ୍କ ଉପରେ ଅଧିକାର ଓ କ୍ଷମତା ରହିଥିବା ଶାସନକର୍ତ୍ତାଙ୍କ ହାତ ରେ ଯୀଶୁଙ୍କୁ ଦଇେ ଦବେେ।
କିନ୍ତୁ ବର୍ତ୍ତମାନଠାରୁ ମନୁଷ୍ଯପୁତ୍ର ପରମେଶ୍ବରଙ୍କ ସିଂହାସନ ରେ ଡାହାଣ ପଟେ ବସିବେ।
ସମାନେେ କିନ୍ତୁ ବାରମ୍ବାର କହିଲେ, ସେ ଲୋକଙ୍କ ମଧିଅରେ ଗୋଳମାଳ ସୃଷ୍ଟି କରୁଛନ୍ତି। ୟିହୂଦାର ଚାରିଆଡେ ସେ ଲୋକଙ୍କୁ ଉପଦେଶ ଦେଉଛନ୍ତି। ସେ ଏହା ଗାଲିଲୀ ରେ ଆରମ୍ଭ କରିଥିଲେ। ଏବେ ସେ ଏଠା ରେ ଅଛନ୍ତି।
ପୀଲାତ ସମାନଙ୍କେୁ କହିଲେ, ତୁମ୍ଭମାନେେ ଯୀଶୁଙ୍କୁ ମାେ ପାଖକୁ ଆଣିଛ। ତୁମ୍ଭମାମେେ କହୁଛ ଯେ ସେ ଲୋକଙ୍କ ମଧିଅରେ ଗୋଳମାଳ ସୃଷ୍ଟି କରୁଛନ୍ତି। କିନ୍ତୁ ମୁଁ ତୁମ୍ଭମାନଙ୍କ ସମସ୍ତଙ୍କ ଉପସ୍ଥିତି ରେ ତାହାଙ୍କୁ ପ୍ରଶ୍ନ କରିଛି। ତାହାଙ୍କ ଠା ରେ ମୁଁ କୌଣସି ଭୁଲ ଦେଖିପାରିଲି ନାହିଁ। ତୁମ୍ଭମାନେେ ଯାହା କହୁଛ, ଯୀଶୁ ସେଥି ରେ ଦୋଷୀ ନୁହଁନ୍ତି।
ସମାନେେ ଉତ୍ତର ଦେଲେ , ସେ ଜଣେ ମନ୍ଦ ଲୋକ। ସେଥିପାଇଁ ଆମ୍ଭେ ତାହାକୁ ତୁମ୍ଭ ନିକଟକୁ ଆଣିଛୁ।
ତା'ପରେ ପୀଲାତ ପ୍ରାସାଦ ଭିତରକୁ ଚାଲିଗଲେ। ସେ ଯୀଶୁଙ୍କୁ ଆପଣା ନିକଟକୁ ଡାକିଲେ। ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଯିହୂଦୀମାନଙ୍କର ରାଜା?
ଏହାପରେ ପୀଲାତ ଯୀଶୁଙ୍କୁ ମୁକ୍ତି ଦବୋକୁ ଚେଷ୍ଟା କଲେ। କିନ୍ତୁ ଯିହୂଦୀମାନେ ଚିତ୍କାର କରି କହିଲେ, ଆପଣ ଯଦି ଏ ବ୍ଯକ୍ତିକୁ ମୁକ୍ତ କରି ଦିଅନ୍ତି, ତବେେ ଆପଣ କାଇସରଙ୍କର ବନ୍ଧୁ ନୁହଁନ୍ତି। ୟିଏ ନିଜକୁ ରାଜା ବୋଲି ଦାବୀ କରୁଛି, ସେ କାଇସରଙ୍କ ବିରୋଧୀ।
ସମାନଙ୍କେୁ ନଗରପାଳମାନଙ୍କ ପାଖ ରେ ପହଞ୍ଚାଇ କହିଲେ, ଏମାନେ ଯିହୂଦୀ ଯେଲାକ। ଏମାନେ ଆମ୍ଭ ନଗର ରେ ବହୁତ ଉପଦ୍ରବ ସୃଷ୍ଟି କରୁଛନ୍ତି।
ସମାନେେ ତାହାଙ୍କୁ ନ ପାଇ ଯାସୋନ ଓ କେତକେ ଭାଇମାନଙ୍କୁ ନଗରକର୍ତ୍ତାମାନଙ୍କ ନିକଟକୁ ଟାଣି ନେଲେ। ସମାନେେ ପାଟି କରି କହିଲେ, ଏହି ଲୋକମାନେ ସାରା ଜଗତ ରେ ଭୟଙ୍କର ଅରାଜକତା ସୃଷ୍ଟି କରୁଛନ୍ତି। ସମାନେେ ବର୍ତ୍ତମାନ ଏଠାକୁ ମଧ୍ଯ ଆସିଲଣେି।
ଏ ବ୍ଯକ୍ତି ଜଣେ ଗଣ୍ଡଗୋଳକାରୀ। ସେ ସାରା ପୃଥିବୀର ଯିହୂଦୀମାନଙ୍କ ମଧିଅରେ ବିଦ୍ରୋହ ସୃଷ୍ଟି କରୁଛି ଓ ଆନ୍ଦୋଳନ କରିବା ପାଇଁ ମତାଉଛି। ନାଜରିତୀୟ ସମ୍ପ୍ରଦାୟର ଜଣେ ମୁଖ୍ଯ ନେତା।
ଏହି ଲୋକମାନେ ମାେ ବିରୁଦ୍ଧ ରେ ଯେଉଁ ଅଭିଯୋଗ କରୁଛନ୍ତି, ତାହାର ପ୍ରମାଣ ସମାନେେ ଦଇେ ପାରିବେ ନାହିଁ।
କିନ୍ତୁ ତୁମ୍ଭେ ସମାନଙ୍କେୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ ଯେ, ତୁମ୍ଭେ ଠିକ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧ ରେ ମନ୍ଦ କଥା କହୁଛନ୍ତି, ସମାନେେ ଲଜ୍ଜିତ ହବେେ। ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସମାନେେ ମନ୍ଦ କଥାଗୁଡ଼ିକ କୁହନ୍ତି। ସମାନେେ ତୁମ୍ଭ ବିଷୟ ରେ ମନ୍ଦ କଥା କହିଥିବା ହତେୁ ଲଜ୍ଜିତ ହବେେ।