କିନ୍ତୁ ଯୀଶୁ ବୁଲିପଡି ସହେି ସ୍ତ୍ରୀଲୋକମାନଙ୍କୁ କହିଲେ, ହେ ୟିରୁଶାଲମର ନାରୀଗଣ! ମାେ ପାଇଁ କାନ୍ଦ ନାହିଁ। ତୁମ୍ଭମାନେେ ନିଜ ପାଇଁ ଓ ନିଜ ପିଲାମାନଙ୍କ ପାଇଁ କାନ୍ଦ।
Cross references
ଆଗୋ ୟିରୁଶାଲମର କନ୍ଯାଗଣ, ମୁଁ କଦୋରର ତମ୍ବୁ ତୁଲ୍ଯ, ଶ ଲୋମନଙ୍କର ୟବନିକା ତୁଲ୍ଯ କୃଷ୍ଣବର୍ଣ୍ଣ, ତଥାପି ସୁନ୍ଦରୀ।
ହେ ୟିରୁଶାଲମ ଚତୁପାଶର୍ବର କ୍ଷେତ୍ରସବୁ, କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ନାମ ରେ ମାଠାେ ରେ ପ୍ରତିଜ୍ଞା କର। ଉଚିତ୍ ସମୟରେ ନ ହବୋ ପର୍ୟ୍ଯନ୍ତ ପ୍ ରମେକୁ ଜଗାଅ ନାହିଁ।
ହେ ୟିରୁଶାଲମ ଚତୁପାଶର୍ବର କ୍ଷେତ୍ରସବୁ, କ୍ଷେତ୍ରର ହରିଣ ଓ କୃଷ୍ଣସାର ମୃଗଗଣର ନାମ ରେ ପ୍ରତିଜ୍ଞା କର। ଉଚିତ୍ ସମୟ ନ ହବୋ ୟାଏଁ ତୁମ୍ଭମାନେେ ପ୍ ରମେକୁ ଜାଗ୍ରତ କର ନାହିଁ।
ସେ ତହିଁରେ ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁବର୍ଣ୍ଣର ଓ ତହିଁର ଆସନ ବାଇଗଣି ରଙ୍ଗର ଏବଂ ତହିଁର ଭିତର ପାଖଗୁଡ଼ିକ, ପ୍ ରମେ ନିମନ୍ତେ ୟିରୁଶାଲମର ଚତୁପାଶର୍ବର ଗ୍ରାମଗୁଡ଼ିକ ସାମଗ୍ରୀ ଦ୍ବାରା ସଜ୍ଜିତ ହାଇେଥିଲା।
ଆଗୋ ୟିରୁଶାଲମର କନ୍ଯାଗଣ। ଯବେେ ତୁମ୍ଭମାନେେ ମାେ ପ୍ରିଯତମଙ୍କ ଦଖାେ ପାଇବ, ତବେେ ମୁଁ ତୁମ୍ଭମାନଙ୍କୁ ଶପଥ ଦଇେ କହୁଅଛି, ମୁଁ ପ୍ ରମେ ପତିତା ବୋଲି ତୁମ୍ଭେ ତାଙ୍କୁ କହିବ।
ତାହାଙ୍କ ମୁଖ ଅତ୍ଯନ୍ତ ସୁମିଷ୍ଟ ହଁ ସେ ସର୍ବୋତୋଭାବେ ମ ନୋହର। ହେ ୟିରୁଶାଲମର କନ୍ଯାଗଣ, ସେ ମାହେର ପ୍ରିଯତମ, ସେ ମାହେର ସହୋଦର।
ହେ ୟିରୁଶାଲମର ଚତୁପାଶର୍ବର କ୍ଷେତ୍ରସବୁ, ମାେ ନିକଟରେ ଶପଥ କର ଯେ, ଉଚିତ୍ ସମୟ ନ ହବୋ ପର୍ୟ୍ଯନ୍ତ ତୁମ୍ଭମାନେେ ପ୍ ରମେକୁ ଜାଗ୍ରତ କର ନାହିଁ।