ଯୀଶୁ କହିଲେ, ହେ ପରମପିତା, ଯେଉଁ ଲୋକମାନେ ମାେତେ ହତ୍ଯା କରୁଛନ୍ତି, ସମାନଙ୍କେୁ କ୍ଷମା କର। କାରଣ ସମାନେେ କ'ଣ କରୁଛନ୍ତି, ତାହା ସମାନେେ ଜାଣନ୍ତି ନାହିଁ।
Cross references
ଯୋଷଫଙ୍କେୁ କୁହ ତୁମ୍ଭର ଭାଇମାନେ ତୁମ୍ଭ ଉପରେ ମନ୍ଦ କରି ଅଛନ୍ତି। ମାତ୍ର ତୁମ୍ଭେ ଅନୁଗ୍ରହ କରି ସମାନଙ୍କେର ସହେି ଅଧର୍ମ ଓ ପାପ ମାର୍ଜନା କରିବ।' ଏଣୁକରି ଆମ୍ଭମାନେେ ବିନଯ କରୁଅଛୁ, ତୁମ୍ଭେ ପୈତୃକ ପରମେଶ୍ବରଙ୍କ ଦାସଗଣର ଅଧର୍ମ ମାର୍ଜନା କର।
ସହେି ଲୋକମାନେ ମାରେ ବସ୍ତୁସବୁ ନିଜ ଭିତରେ ବାଣ୍ଟି ନଲେେ। ସମାନେେ ମାରେ ଚୋଗାକୁ ବାଜି ଲଗାନ୍ତି।
ଲୋକମାନେ ମାଶାଙ୍କେ ପ୍ରତି ଇର୍ଷା କଲେ। ଲୋକମାନେ ସଦାପ୍ରଭୁଙ୍କର ପବିତ୍ର ୟାଜକ ହାରୋଣଙ୍କ ପ୍ରତି ଇର୍ଷାପରାଯଣ ହେଲେ।
ଏହି କାରଣରୁ ଆମ୍ଭେ ମହତମାନଙ୍କ ମଧିଅରେ ତାଙ୍କୁ ଭାରି କରାଇବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟ ଭାଗ କରି ନବେେ। କାରଣ ସେ ମୃତ୍ଯୁ ମୁଖ ରେ ତାଙ୍କର ଜୀବନ ଦଇେ ଦେଲେ ଓ ଅଧାର୍ମିକମାନଙ୍କ ସହିତ ପରିଗଣିତ ହେଲେ।
କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତୃକୁ ମଧ୍ଯ ପ୍ ରମେ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପାର୍ଥନା କର।
ସେତବେେଳେ ଯୀଶୁ କହିଲେ, ହେ ପରମପିତା, ତୁମ୍ଭେ ସ୍ବର୍ଗ ଓ ପୃଥିବୀର ପ୍ରଭୁ। ତୁମ୍ଭେ ଏହିସବୁ ବିଷୟ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚାଇ ରଖି ପିଲାଙ୍କ ଭଳି ସରଳ ଲୋକଙ୍କ ନକଟ ରେ ସଗେୁଡିକୁ ପ୍ରକାଶ କରିଛ। ଏଥିପାଇଁ ମୁଁ ତୁମ୍ଭର ସ୍ତୁତି କରୁଛି।
ସମାନେେ ଯୀଶୁଙ୍କୁ କୃଶ ରେ କଣ୍ଟାମାରିସାରି ତାହାଙ୍କର ପୋଷାକ ପତ୍ର ନିଜ ନିଜ ଭିତ ରେ ଗୁଳାବାଣ୍ଟ କରି ବାଣ୍ଟି ନେଲେ।
ତା'ପରେ ସୈନ୍ଯମାନେ ଯୀଶୁଙ୍କୁ କୃଶ ବିଦ୍ଧ କଲେ। ସମାନେେ ଯୀଶୁଙ୍କ ଲୁଗା-ପଟା ନିଜ ନିଜ ମଧିଅରେ ବାଣ୍ଟି ନେଲେ। କିଏ କ'ଣ ପାଇବ, ତାହା ସମାନେେ ଗୁଳାବାଣ୍ଟ ଦ୍ବାରା ଭାଗ କରିବା ପାଇଁ ସ୍ଥିର କଲେ।
ତୁମ୍ଭମାନେେ ଯେଉଁମାନେ ମାେ କଥା ଶୁଣୁଛ, ମୁଁ ସହେିମାନଙ୍କୁ କହୁଛି, ନିଜ ଶତୃକୁ ପ୍ ରମେ କର। ତୁମ୍ଭମାନଙ୍କୁ ଯେଉଁମାନେ ଘୃଣା କରୁଛନ୍ତି, ସମାନଙ୍କେର ମଙ୍ଗଳ କର।
ଯେଉଁ ସବେକ ଆଗରୁ ଜାଣିଥାଏ ଯେ, ମାଲିକଙ୍କ ଇଚ୍ଛା କ'ଣ କିନ୍ତୁ ସେଥିପାଇଁ ଆଦୌ ତତ୍ପର ହୁଏନାହିଁ, କିମ୍ବା ମାଲିକଙ୍କ ଇଚ୍ଛା ଅନୁସାରେ କାମ କରନେି, ସହେିଭଳି ସବେକକୁ ଭୀଷଣ ଦଣ୍ଡ ଦିଆୟିବ।
ସନୋଧ୍ଯକ୍ଷ ସଠାେରେ ଯାହା ଘଟିଲା, ଦେଖିଲେ। ସେ ଏହି କଥା କହି ପରମେଶ୍ବରଙ୍କୁ ପ୍ରଶଂସା କଲେ, ମୁଁ ଜାଣେ ଯେ, ଏହି ମନୁଷ୍ଯ ଜଣେ ଉତ୍ତମ ବ୍ଯକ୍ତି ଥିଲେ!
ମୁଁ ଯଦି ଆସି ନଥାନ୍ତି ଓ ଏଜଗତର ଲୋକମାନଙ୍କୁ କହିନଥାନ୍ତି, ତବେେ ସମାନେେ ପାପରେ ଦୋଷୀ ବୋଲି ବିବଚେିତ ହୁଅନ୍ତେ ନାହିଁ। କିନ୍ତୁ ମୁଁ ବର୍ତ୍ତମାନ ସମାନଙ୍କେୁ କହିଛି। ତେଣୁ ତାହାଙ୍କ ପାପ ପାଇଁ ସମାନଙ୍କେ ପାଖ ରେ କୌଣସି ଆଳ ନାହିଁ।
ଯୀଶୁ ଉତ୍ତର ଦେଲେ, ମାେ ଉପରେ ଆପଣଙ୍କର ଯେଉଁ କ୍ଷମତା ଅଛି ବୋଲି ଆପଣ କହୁଛନ୍ତି, କବଳେ ସହେି କ୍ଷମତା ପରମେଶ୍ବର ଆପଣଙ୍କୁ ଦଇେଛନ୍ତି। ତେଣୁ ୟିଏ ମାେତେ ଆପଣଙ୍କ ପାଖ ରେ ସମର୍ପଣ କରିଛି, ତା'ର ପାପ ଆହୁରି ଗୁରୁତର।
ଯୀଶୁଙ୍କୁ କୃଶବିଦ୍ଧ କଲାପରେ ସୈନିକମାନେ ତାହାଙ୍କର ଲୁଗାପଟା ନଇଗେଲେ। ସମାନେେ ତାହାଙ୍କର ବସ୍ତ୍ର ଚାରି ଭାଗ କଲେ। ପ୍ରେତ୍ୟକକ ସୈନିକ ଗୋଟିଏ ଭାଗ ରଖିଲେ। ସମାନେେ ତାହାଙ୍କର ପିନ୍ଧା ପୋଷାକ ମଧ୍ଯ ନଇଗେଲେ। ଏହା ତଳୁ ଉପର ପର୍ୟ୍ଯନ୍ତ ବିନା ସିଲଇେ ରେ ଗୋଟିଏ ପୋଷାକ ଥିଲା।
ଭାଇମାନେ, ମୁଁ ଜାଣେ ଯେ, ତୁମ୍ଭମାନେେ ମଧ୍ଯ କ'ଣ କରୁଛ, ତାହା ନବୁଝି ଯୀଶୁଙ୍କ ପ୍ରତି ଏପରି କଲ। ତୁମ୍ଭମାନଙ୍କର ନେତାମାନେ ମଧ୍ଯ କ'ଣ କରୁଅଛନ୍ତି, ତାହା ବୁଝିପାରି ନଥିଲେ।
ତା'ପରେ ସେ ଆଣ୍ଠୁମାଡ଼ି ପଡ଼ି ଜାରେ ରେ କହିଲେ, ହେ ପ୍ରଭୁ, ଏହି ପାପ ନିମନ୍ତେ ଏମାନଙ୍କୁ ଅପରାଧୀ ଗଣନା କରନାହିଁ। ଏହା କହି ସେ ମୃତ୍ଯୁବରଣ କଲେ।
କିନ୍ତୁ ପାଉଲ ଚିତ୍କାର କରି କହିଲେ, ଆମ୍ଭେ ସମସ୍ତେ ଏଠା ରେ ଅଛୁ। ନିଜର କ୍ଷତି କରନାହିଁ।
ଯେଉଁମାନେ ତୁମ୍ଭମାନଙ୍କ ପ୍ରତି ମନ୍ଦ ଆଚରଣ କରୁଛନ୍ତି ସମାନଙ୍କେ ପ୍ରତି ତୁମ୍ଭେ ଭଲ ଆଚରଣ କର। ସମାନଙ୍କେୁ ଅଭିଶାପ ଦିଅ ନାହିଁ, ବରଂ ସମାନଙ୍କେୁ ଭଲ କଥା କୁହ।
ଏହି ଜଗତର କୌଣସି ନେତା ଏହାକୁ ବୁଝି ପାରିଲେ ନାହିଁ। ଯଦି ସମାନେେ ବୁଝି ଥାଆନ୍ତେ, ତାହା ହେଲ ଗୌରବମୟ ପ୍ରଭୁଙ୍କୁ କୃଶବିଦ୍ଧ କରି ମାରି ନ ଥାନ୍ତେ।
ଆମ୍ଭର ଲାଗି ଆମ୍ଭେ ହାତ ରେ କାମ କରୁଛୁ, ଅତି କଠିନ ପରିଶ୍ରମ କରୁଛୁ।
ଅତୀତ ରେ ମୁଁ ଯୀଶୁଙ୍କ ବିରୁଦ୍ଧ ରେ କହିଛି, ତାହାଙ୍କୁ ତାଡ଼ନା ଦଇେଛି ଓ ତାହାଙ୍କୁ ଆଘାତ ଦବୋ ଭଳି କାର୍ୟ୍ଯମାନ କରିଛି। କିନ୍ତୁ ମୁଁ କ'ଣ କରୁଛି ବୋଲି ଜାଣି ନ ଥିବାରୁ, ପରମେଶ୍ବର ମାେତେ ଦୟା କଲେ। ଅବିଶ୍ବାସୀ ଥିଲା ବେଳେ ମୁଁ ସପରେି କରିଥିଲି।
କିନ୍ତୁ ଯଦି ତୁମ୍ଭେ ଭୁଲ କରିଥିବାରୁ ଦଣ୍ଡିତ ହୁଅ, ତା' ହେଲେ ସହେି ଦଣ୍ଡ ସହିଥିଲ ବୋଲି ତୁମ୍ଭେ ପ୍ରଶଂସା ପାଇବାର କୌଣସି କାରଣ ନାହିଁ। କିନ୍ତୁ ତୁମ୍ଭେ ଯଦି ଭଲ କାମ କରି, ଯାତନା ସହି ର୍ଧୈୟ୍ଯବାନ ରୁହ, ତାହା ପରମେଶ୍ବରଙ୍କୁ ପ୍ରସନ୍ନ କରେ।
ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ଯ ରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ ପଥା କହିଥିବା ଯୋଗୁ କୌଣସି ଲୋକକୁ ତା' ବଦଳ ରେ ମନ୍ଦ କଥା କୁହ ନାହିଁ। ତା' ବଦଳ ରେ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କର ଯେ, ସେ ତା'କୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ବାନ ପାଇଥିବାରୁ ଏପରି କର।