Home Bibles ଲୂକଲିଖିତ ସୁସମାଚାର 23:39 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 23:39 · ଓଡ଼ିଆ ବାଇବେଲ

ଝୁଲୁଥିବା ଅପରାଧୀ ଦୁହିଁଙ୍କ ଭିତରୁ ଜଣେ ଯୀଶୁଙ୍କୁ ନିନ୍ଦାକରି କହିବାକୁ ଲାଗିଲା, ତୁମ୍ଭେ କ'ଣ ଖ୍ରୀଷ୍ଟ ନୁହଁ? ତବେେ ତୁମ୍ଭେ ନିଜକୁ ରକ୍ଷା କର ଓ ଆମ୍ଭକୁ ମଧ୍ଯ ରକ୍ଷା କର।

Cross references

ମାଥିଉଲିଖିତ ସୁସମାଚାର 27:44

ଯେଉଁ ଡ଼କାୟତମାନଙ୍କୁ ଯୀଶୁଙ୍କ ପାଖ ରେ କୃଶ ରେ ଚ଼ଢ଼ଇେ ଦିଆଯାଉଥିଲା, ସମାନେେ ମଧ୍ଯ ଯୀଶୁଙ୍କୁ ସହେିଭଳି ଥଟ୍ଟା କରିବା ରେ ଲାଗିଲେ।

ମାର୍କଲିଖିତ ସୁସମାଚାର 15:32

ଯଦି ପ୍ରକୃତ ରେ ସେ ଖ୍ରୀଷ୍ଟ, ଇସ୍ରାଯଲରେ ରାଜା, ତବେେ ବର୍ତ୍ତମାନ ସେ କୃଶ ଉପରୁ ତଳକୁ ଓହ୍ଲଇେ ଆସୁ। ନିଜକୁ ରକ୍ଷା କରୁ। ତା ହେଲେ ଆମ୍ଭମାନେେ ତାହା ଦେଖିବା ଓ ତାକୁ ବିଶ୍ବାସ କରିବା। ଯେଉଁମାନଙ୍କୁ ଯୀଶୁଙ୍କ ସହିତ ପାଖ ରେ କୃଶ-ବିଦ୍ଧ କରାଯାଉଥିଲା, ସମାନେ ମଧ୍ଯ ଯୀଶୁଙ୍କ ଅପମାନିତ କଲେ।

ଲୂକଲିଖିତ ସୁସମାଚାର 17:34

ମୁଁ ଫରେି ଆସିବା ସମୟରେ ଗୋଟିଏ କଠାେରୀ ରେ ହୁଏତ ସହେି ରାତି ରେ ଦୁଇଜଣ ଲୋକ ଶୋଇଥାଇ ପାରନ୍ତି, କିନ୍ତୁ ସମାନଙ୍କେ ମଧ୍ଯରୁ ଜଣକୁ ନିଆ ହବେ ଓ ଅନ୍ୟ ଜଣକୁ ଛାଡି ଦିଆୟିବ।

ଲୂକଲିଖିତ ସୁସମାଚାର 23:35

ଲୋକମାନେ ସଠାେରେ ଠିଆ ହାଇେ ଯୀଶୁଙ୍କୁ ଲକ୍ଷ୍ଯ କରୁଥିଲେ। ଯିହୂଦୀ ନେତାମାନେ ଯୀଶୁଙ୍କୁ ଉପହାସ କରୁଥିଲେ। ସମାନେେ କହୁଥିଲେ, ଯଦି ସେ ପରମେଶ୍ବରଙ୍କ ଦ୍ବାରା ମନୋନୀତ ଖ୍ରୀଷ୍ଟ, ତବେେ ନିଜକୁ ରକ୍ଷା କରନ୍ତୁ। ସେ ଅନ୍ୟ ଲୋକଙ୍କୁ ରକ୍ଷା କରିଥିଲେ। ନୁହେଁ କି?

ଲୂକଲିଖିତ ସୁସମାଚାର 23:37

ସୈନ୍ଯମାନେ କହିଲେ, ତୁମ୍ଭେ ଯଦି ଯିହୂଦୀମାନଙ୍କର ରାଜା, ତବେେ ନିଜକୁ ରକ୍ଷା କର।

Interlinear

Choose Theme