Home Bibles ☰ Books ଲୂକଲିଖିତ ସୁସମାଚାର 23:49 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 23:49 · ଓଡ଼ିଆ ବାଇବେଲ

ଯୀଶୁଙ୍କର ଅନ୍ତରଙ୍ଗ ବନ୍ଧୁମାନେ ସଠାେରେ ଉପସ୍ଥିତ ଥିଲେ। ତା'ଛଡା ଯୀଶୁଙ୍କୁ ଗାଲିଲୀରୁ ଅନୁସରଣ କରି ଆସିଥିବା ଅନକେ ସ୍ତ୍ରୀ ଲୋକ ସଠାେରେ ଥିଲେ। ସମାନେେ କୃଶଠାରୁ ଦୂର ରେ ଠିଆ ହାଇେ ଏସବୁ ଦେଖୁଥିଲେ।

Cross references

ଆୟୁବ ପୁସ୍ତକ 19:13

ସେ ମାରେ ଭାଇମାନଙ୍କୁ ମାଠାରୁେ ବହୁତ ଦୂରକୁ ନଇୟୋଇଛନ୍ତି। ମାରେ ନିଜର ସାଙ୍ଗମାନେ ମାେ ପାଇଁ ଅଚିହ୍ନା ହାଇେଛନ୍ତି।

ଗୀତସଂହିତା 38:11

ମାରେ ରୋଗ ଯୋଗୁଁ ମାରେ ବନ୍ଧୁ ଓ ପଡ଼ୋଶୀମାନେ ମାେତେ ଦଖାେ କରିବାକୁ ଆସନ୍ତି ନାହିଁ। ମାରେ ପରିବାରବର୍ଗ ମାଠାରୁେ ଦୂରଇେ ରହନ୍ତି।

ଗୀତସଂହିତା 88:18

ତୁମ୍ଭେ ମାରେ ପ୍ରିଯ ଲୋକମାନଙ୍କୁ ମାଠାରୁେ ଦୂରଇେ ରଖିଅଛ। ମାେ ପରିଚିତ ଲୋକମାନେ ଅନ୍ଧକାରରେ ରହିଅଛନ୍ତି।

ଗୀତସଂହିତା 142:4

ମାରେ ଚତୁଃପାଶର୍‌ବରେ କୌଣସି ବନ୍ଧୁଙ୍କୁ ପାଉ ନାହିଁ। ମାେତେ କେଉଁଠାକୁ ରକ୍ଷା ପାଇବାକୁ ଦୌଡ଼ି ୟିବାକୁ ସ୍ଥାନ ନାହିଁ। କୌଣସି ଲୋକ ମାେତେ ରକ୍ଷା କରିବା ପାଇଁ ଚେଷ୍ଟା କରନ୍ତି ନାହିଁ।

ମାଥିଉଲିଖିତ ସୁସମାଚାର 27:55

କିଛି ଦୁର ରେ ଅନକେ ସ୍ତ୍ରୀଲୋକ ଏସବୁ ଦେଖୁଥିଲେ। ଏହି ସ୍ତ୍ରୀଲୋକମାନେ ଯୀଶୁଙ୍କ ଯତ୍ନ ନବୋ ପାଇଁ ଗାଲିଲୀରୁ ତାହାଙ୍କ ସହିତ ଆସିଥିଲେ।

ମାଥିଉଲିଖିତ ସୁସମାଚାର 27:61

ମଗ୍ଦଲିନୀ ମରିୟମ ଓ ମରିୟମ ନାମକ ଅନ୍ୟ ସ୍ତ୍ରୀଲୋକ ଜଣକ ସଠାେରେ କବର ଆଗ ରେ ବସି ରହିଥିଲେ।

ମାର୍କଲିଖିତ ସୁସମାଚାର 15:40

କେତକେ ସ୍ତ୍ରୀଲୋକ କୃଶଠାରୁ କିଛି ଦୂର ରେ ଠିଆ ହାଇେ ଦେଖୁଥିଲେ। ସମାନଙ୍କେ ମଧିଅରେ ମଗ୍ଦଲୀନ ସହରରୁ ଆସିଥିବା ମରିୟମ, ଶ ଲୋମୀ, ଯାକୁବ ଓ ୟୋସିଙ୍କ ମାଆ ମରିୟମ ଥିଲେ। ଯାକୁବ ମରିୟମଙ୍କର ସାନ ପୁଅ ଥିଲା।

ମାର୍କଲିଖିତ ସୁସମାଚାର 15:47

ମଗ୍ଦଲୀନୀ ମରିୟମ ଓ ୟୋସିଙ୍କ ମାଆ ଯୀଶୁଙ୍କୁ ଯେଉଁଠା ରେ ରଖାଗଲା, ସହେି ସ୍ଥାନଟି ଦେଖିଲେ।

ଲୂକଲିଖିତ ସୁସମାଚାର 8:2

କେତକେ ସ୍ତ୍ରୀଲୋକ ମଧ୍ଯ ତାହାଙ୍କ ସାଙ୍ଗ ରେ ଥିଲେ। ସମାନଙ୍କେୁ ଯୀଶୁ ଦୁଷ୍ଟାତ୍ମା କବଳରୁ ତଥା ରୋଗରୁ ମୁକ୍ତ କରିଥିଲେ। ସମାନଙ୍କେ ମଧ୍ଯରୁ ଜଣକର ନାଁ ଥିଲା ମରିୟମ। ସେ ମଗ୍ଦଲା ସହରର ବାସିନ୍ଦା ଥିଲେ। ତା'ଠାରୁ ସାତଟି ଭୁତ ବାହାର କରା ଯାଇଥିଲା।

ଲୂକଲିଖିତ ସୁସମାଚାର 23:27

ବହୁ ସଂଖ୍ଯା ରେ ଲୋକେ ଯୀଶୁଙ୍କ ପେଛ ପେଛ ଗଲେ। କେତକେ ସ୍ତ୍ରୀଲୋକ ଦୁଃଖ କରିଥିଲେ ଓ କାନ୍ଦୁଥିଲେ। ସମାନେେ ଯୀଶୁଙ୍କ ପାଇଁ ଦୁଃଖ ଅନୁଭବ କରୁଥିଲେ।

ଲୂକଲିଖିତ ସୁସମାଚାର 23:55

ଯେଉଁ ସ୍ତ୍ରୀ ଲୋକମାନେ ଯୀଶୁଙ୍କୁ ଅନୁସରଣ କରି ତାହାଙ୍କ ସହିତ ଗାଲିଲୀରୁ ଆସିଥିଲେ, ସମାନେେ ୟୋ ସଫଙ୍କେ ପେଛ ପେଛ ଗଲେ। ସମାନେେ ଯାଇ କବରଟି ଦେଖିଲେ। । ଭିତ ରେ ଯେଉଁ ସ୍ଥାନ ରେ ଶରୀରଟି ରଖାଗଲା, ସହେି ସ୍ଥାନଟି ମଧ୍ଯ ସମାନେେ ଦେଖିଲେ।

ଯୋହନଲିଖିତ ସୁସମାଚାର 19:21

ମୁଖ୍ଯ ଯାଜକମାନେ ପୀଲାତଙ୍କୁ କହିଲେ, ଯିହୂଦୀମାନଙ୍କ ରାଜା, ଏହି କଥା ଲେଖନ୍ତୁ ନାହିଁ। କିନ୍ତୁ ଏହି ଲୋକ ନିଜକୁ 'ମୁଁ ଯିହୂଦୀମାନଙ୍କ ରାଜା ବୋଲି କହିଲା' ବୋଲି ଲେଖନ୍ତୁ।

Interlinear

Choose Theme