Home Bibles ☰ Books ଲୂକଲିଖିତ ସୁସମାଚାର 23:5 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 23:5 · ଓଡ଼ିଆ ବାଇବେଲ

ସମାନେେ କିନ୍ତୁ ବାରମ୍ବାର କହିଲେ, ସେ ଲୋକଙ୍କ ମଧିଅରେ ଗୋଳମାଳ ସୃଷ୍ଟି କରୁଛନ୍ତି। ୟିହୂଦାର ଚାରିଆଡେ ସେ ଲୋକଙ୍କୁ ଉପଦେଶ ଦେଉଛନ୍ତି। ସେ ଏହା ଗାଲିଲୀ ରେ ଆରମ୍ଭ କରିଥିଲେ। ଏବେ ସେ ଏଠା ରେ ଅଛନ୍ତି।

Cross references

ଗୀତସଂହିତା 22:12

ଲୋକମାନେ ମାରେ ଚାରିପାଖରେ ଘରେି ରହିଛନ୍ତି। ସମାନେେ ସମସ୍ତେ ଏକ ଶକ୍ତିଶାଳୀ ମାରଣା ଷଣ୍ଢ ପରି।

ଗୀତସଂହିତା 22:16

କୁକୁରମାନେ ମାରେ ଚାରିକଡ଼ରେ ଘରେି ରହିଛନ୍ତି। ସହେି ଦୁଷ୍ଟ ଲୋକମାନେ ଦଳବଦ୍ଧ ହାଇେ ମାେତେ ୟନ୍ତାରେ ପକାଇଛନ୍ତି। ସମାନେେ ମାରେ ହାତ ଗୋଡ଼କୁ ଛିଦ୍ର କରି ପକାଇଛନ୍ତି।

ଗୀତସଂହିତା 57:4

ମାରେ ଜୀବନ ସଙ୍କଟପୂର୍ଣ୍ଣ। ମାରେ ଶତ୍ରୁମାନେ ମାରେ ଚତୁଃପାଶର୍‌ବରେ ଘରେି ରହିଛନ୍ତି। ସମାନେେ ମଣିଷ ଖିଆ ସିଂହ ପରି। ସମାନଙ୍କେର ଦାନ୍ତ ବର୍ଚ୍ଛା ଓ ବାଣ ତୁଲ୍ଯ। ସମାନଙ୍କେର ଜିହ୍ବା ତୀକ୍ଷ୍ମ ଖଡ୍ଗ ତୁଲ୍ଯ।

ଗୀତସଂହିତା 69:4

ମାରେ ଶତ୍ରୁ,ମାରେ ମୁଣ୍ଡବାଳଠାରୁ ଅଧିକ। ସମାନେେ ବୃଥାରେ ମାେ ସହିତ ଶତ୍ରୁତା କରନ୍ତି। ସମାନେେ ମାରେ ବିନାଶର କାମନା ବହୁତ କରୁଛନ୍ତି। ମାରେ ଅନକେ ଶତ୍ରୁଗଣ ମାେ ବିଷଯରେ ମିଛ କଥା କହନ୍ତି। ସମାନେେ ମିଛରେ ମାେତେ ଚୋର କହିଲେ ଏବଂ ସହେି ବସ୍ତୁଗୁଡ଼ିକ ମାେତେ ଦବୋକୁ କହିଲେ, ୟାହା ମୁଁ ଚେୀରି କରି ନାହିଁ।

ମାଥିଉଲିଖିତ ସୁସମାଚାର 4:12

ଯୋହନ କାରାଗାର ରେ ବନ୍ଦୀ ହାଇେଥିବା ଖବର ଯୀଶୁ ଶଣିଲେ। ତେଣୁ ଯୀଶୁ ଗାଲିଲୀକୁ ଫରେିଗଲେ।

ମାଥିଉଲିଖିତ ସୁସମାଚାର 4:23

ଯୀଶୁ ଯୀହୂଦୀ ସମାଜଗୃହ ମାନଙ୍କ ରେ ସ୍ବର୍ଗ ରାଜ୍ଯ ରେ ସୁସମାଗ୍ଭର ପ୍ରଗ୍ଭର କରି ଓ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ପୀଡା ଦୂରକରି ସମଗ୍ର ଗାଲିଲୀ ରାଜ୍ଯ ରେ ଭ୍ରମଣ କଲେ।

ମାଥିଉଲିଖିତ ସୁସମାଚାର 27:24

ପୀଲାତ ଦେଖିଲେ ଯେ, ସେ ଲୋକମାନଙ୍କ ମତ ବଦଳଇବୋକୁ କିଛି କରିପାରିବେ ନାହିଁ ବରଂ ଲୋକେ ବଳକେୁ ବଳେ ଉତ୍ତଜେିତ ହାଇେ ଉଠୁଛନ୍ତି। ପୀଲାତ କିଛି ପାଣି ନେଲେ ଓ ସମସ୍ତେ ଦେଖି ପାରିବା ଭଳି ତାହାଙ୍କର ଦୁଇହାତ ଧୋଇଲେ। ସେ କହିଲେ, ଏ ଲୋକର ମୃତ୍ଯୁ ପାଇଁ ମୁଁ ତାଯୀ ନୁହେଁ। ତୁମ୍ଭମାନେେ କବଳେ ଏସବୁ କରୁଛ।

ମାର୍କଲିଖିତ ସୁସମାଚାର 1:14

ଏହା ପରେ ଯୋହନଙ୍କୁ କାରାଗାର ରେ ବନ୍ଦୀ କରି ରଖାଗଲା। ଯୀଶୁ ଗାଲିଲୀକୁ ଆସିଲେ ଓ ସେ ପରମେଶ୍ବରଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।

ଲୂକଲିଖିତ ସୁସମାଚାର 4:14

ପବିତ୍ର ଆତ୍ମାଙ୍କ ଦ୍ବାରା ଶକ୍ତି ପାଇ ଯୀଶୁ ଗାଲିଲୀକୁ ଫରେିଗଲେ। ଗାଲିଲୀର ଚାରିଆଡେ ଯୀଶୁଙ୍କ ବିଷୟ ରେ ଖବର ବ୍ଯାପିଗଲା।

ଲୂକଲିଖିତ ସୁସମାଚାର 11:53

ଯୀଶୁ ସେ ସ୍ଥାନ ଛାଡି ଚାଲି ଯାଉଥିବା ସମୟରେ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଯୀଶୁଙ୍କୁ ଅନକେ କଷ୍ଟ ଦବୋ ଆରମ୍ଭ କରି ଦେଲେ। ସମାନେେ ଯୀଶୁଙ୍କୁ ଅନକେ ବିଷୟ ରେ ପ୍ରଶ୍ନମାନ ପଚାରି ତାହାଙ୍କଠାରୁ ଉତ୍ତର ଚାହୁଁଥିଲେ।

ଲୂକଲିଖିତ ସୁସମାଚାର 23:23

କିନ୍ତୁ ଲୋକମାନେ ଚିତ୍କାର କରିବାକୁ ଲାଗିଲେ। ସମାନେେ ଦାବି କଲେ ଯେ ଯୀଶୁଙ୍କୁ କୃଶ ରେ ଚଢାଇ ମାରିଦିଅ। ସମାନଙ୍କେର ପାଟିତୁଣ୍ଡ ଏତେ ତୀବ୍ର ହେଲା ଯେ,

ଯୋହନଲିଖିତ ସୁସମାଚାର 1:43

ତା'ପରଦିନ ଯୀଶୁ ଗାଲୀଲୀକୁ ୟିବା ପାଇଁ ସ୍ଥିର କଲେ। ସେ ଫିଲିପ୍ପଙ୍କୁ ଦେଖି କହିଲେ, ମାରେ ଅନୁସରଣ କର।

ଯୋହନଲିଖିତ ସୁସମାଚାର 2:11

ଏହା ଯୀଶୁଙ୍କର ପ୍ରଥମ ଆଶ୍ଚର୍ୟ୍ଯ କାର୍ୟ୍ଯ ଥିଲା। ସେ ଏହି ଆଶ୍ଚର୍ୟ୍ଯକାମ ଗାଲୀଲୀର କାନ୍ନା ସହର ରେ କରିଥିଲେ। ଏହିପରି ସେ ତାହାଙ୍କ ମହିମା ଦଖାଇେଲେ। ଏବଂ ତାହାଙ୍କର ଶିଷ୍ଯମାନେ ତାହାଙ୍କ ଉପରେ ବିଶ୍ବାସ କଲେ।

ଯୋହନଲିଖିତ ସୁସମାଚାର 7:41

ଅନ୍ୟମାନେ କହିଲେ, ସେ ଖ୍ରୀଷ୍ଟ।

ଯୋହନଲିଖିତ ସୁସମାଚାର 7:52

ଯିହୂଦୀନେତାମାନେ ଉତ୍ତର ଦେଲେ, ତୁମ୍ଭେ କ'ଣ ସହେି ଗାଲିଲୀୟମାନଙ୍କ ମଧ୍ଯରୁ ଜଣେ? ଧର୍ମଶାସ୍ତ୍ରଗୁଡିକୁ ଅନୁସନ୍ଧାନ କର। ତୁମ୍ଭେ ଜାଣି ପାରିବ, କୌଣସି ଭବିଷ୍ଯଦ୍ବକ୍ତା ଗାଲିଲୀରୁ ଆସନ୍ତି ନାହିଁ।

Interlinear

Choose Theme