Home Bibles ☰ Books ଲୂକଲିଖିତ ସୁସମାଚାର 23:55 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 23:55 · ଓଡ଼ିଆ ବାଇବେଲ

ଯେଉଁ ସ୍ତ୍ରୀ ଲୋକମାନେ ଯୀଶୁଙ୍କୁ ଅନୁସରଣ କରି ତାହାଙ୍କ ସହିତ ଗାଲିଲୀରୁ ଆସିଥିଲେ, ସମାନେେ ୟୋ ସଫଙ୍କେ ପେଛ ପେଛ ଗଲେ। ସମାନେେ ଯାଇ କବରଟି ଦେଖିଲେ। । ଭିତ ରେ ଯେଉଁ ସ୍ଥାନ ରେ ଶରୀରଟି ରଖାଗଲା, ସହେି ସ୍ଥାନଟି ମଧ୍ଯ ସମାନେେ ଦେଖିଲେ।

Cross references

ମାଥିଉଲିଖିତ ସୁସମାଚାର 27:61

ମଗ୍ଦଲିନୀ ମରିୟମ ଓ ମରିୟମ ନାମକ ଅନ୍ୟ ସ୍ତ୍ରୀଲୋକ ଜଣକ ସଠାେରେ କବର ଆଗ ରେ ବସି ରହିଥିଲେ।

ମାର୍କଲିଖିତ ସୁସମାଚାର 15:47

ମଗ୍ଦଲୀନୀ ମରିୟମ ଓ ୟୋସିଙ୍କ ମାଆ ଯୀଶୁଙ୍କୁ ଯେଉଁଠା ରେ ରଖାଗଲା, ସହେି ସ୍ଥାନଟି ଦେଖିଲେ।

ଲୂକଲିଖିତ ସୁସମାଚାର 8:2

କେତକେ ସ୍ତ୍ରୀଲୋକ ମଧ୍ଯ ତାହାଙ୍କ ସାଙ୍ଗ ରେ ଥିଲେ। ସମାନଙ୍କେୁ ଯୀଶୁ ଦୁଷ୍ଟାତ୍ମା କବଳରୁ ତଥା ରୋଗରୁ ମୁକ୍ତ କରିଥିଲେ। ସମାନଙ୍କେ ମଧ୍ଯରୁ ଜଣକର ନାଁ ଥିଲା ମରିୟମ। ସେ ମଗ୍ଦଲା ସହରର ବାସିନ୍ଦା ଥିଲେ। ତା'ଠାରୁ ସାତଟି ଭୁତ ବାହାର କରା ଯାଇଥିଲା।

ଲୂକଲିଖିତ ସୁସମାଚାର 23:49

ଯୀଶୁଙ୍କର ଅନ୍ତରଙ୍ଗ ବନ୍ଧୁମାନେ ସଠାେରେ ଉପସ୍ଥିତ ଥିଲେ। ତା'ଛଡା ଯୀଶୁଙ୍କୁ ଗାଲିଲୀରୁ ଅନୁସରଣ କରି ଆସିଥିବା ଅନକେ ସ୍ତ୍ରୀ ଲୋକ ସଠାେରେ ଥିଲେ। ସମାନେେ କୃଶଠାରୁ ଦୂର ରେ ଠିଆ ହାଇେ ଏସବୁ ଦେଖୁଥିଲେ।

Interlinear

Choose Theme