Home Bibles ଲୂକଲିଖିତ ସୁସମାଚାର 24:12 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 24:12 · ଓଡ଼ିଆ ବାଇବେଲ

କିନ୍ତୁ ପିତର ଉଠି ପଡିଲେ। ଏକଥା ଠିକ୍ କି ନୁହେଁ, ତାହା ଦେଖିବା ପାଇଁ ସେ ସମାଧି ପାଖକୁ ଦୌଡିଗଲେ। ସେ ଭିତରକୁ ଚାହିଁଲେ। କିନ୍ତୁ ସେ କବଳେ ଯୀଶୁଙ୍କ ଉପରେ ଘୋଡାଇ ଦିଆଯାଇଥିବା ଲୁଗାପଟି ସଠାେରେ ଦେଖିଲେ। ଯୀଶୁଙ୍କ ଶରୀର ସଠାେରେ ନଥିଲା। ଯାହ ଘଟି ଯାଇଥିଲା, ସେଥି ରେ ସେ ଆଶ୍ଚର୍ୟ୍ଯ ହାଇେ ଏକାକୀ ରହିବା ପାଇଁ ଚାଲିଗଲେ।

Cross references

ଯୋହନଲିଖିତ ସୁସମାଚାର 20:3

ତେଣୁ ପିତର ଓ ଅନ୍ୟଶିଷ୍ଯ କବର ନିକଟକୁ ୟିବାକୁ ବାହାରିଲେ।

Interlinear

Choose Theme