Home Bibles ଲୂକଲିଖିତ ସୁସମାଚାର 24:13 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 24:13 · ଓଡ଼ିଆ ବାଇବେଲ

ସହେିଦିନ ଯୀଶୁଙ୍କର ଦୁଇଜଣ ଶିଷ୍ଯ ଇମ୍ମାଯୁ ନାମକ ଗାଁକୁ ଯାଉଥିଲେ। ଏ ସ୍ଥାନ ୟିରୁଶାଲମଠାରୁ ପ୍ରାୟ ଏଗାର କିଲୋମିଟର ଦୂର।

Cross references

ମାର୍କଲିଖିତ ସୁସମାଚାର 16:12

ଏହା ପରେ ଦୁଇଜଣ ଶିଷ୍ଯ ପଡିଆ ମଧିଅରେ ଯାଉଥିବା ସମୟରେ ଯୀଶୁ ସମାନଙ୍କେ ନିକଟରେ ଅନ୍ୟ ଏକ ରୂପରେ ଦଖାେ ଦେଲେ।

ଲୂକଲିଖିତ ସୁସମାଚାର 24:18

ତାହାଙ୍କ ଭିତରୁ କ୍ଲୟେପା ନାମକ ଲୋକଟି ଉତ୍ତର ଦଲୋ, ତୁମ୍ଭେ ୟିରୁଶାଲମଠା ରେ ରହୁଥିବା ଜଣେ ମାତ୍ର ଲୋକ ଯେ କି ଗତ କେତଦେିନ ଭିତ ରେ ଘଟି ଯାଇଥିବା ଘଟଣାଗୁଡିକ ବିଷୟ ରେ କିଛି ଜାଣନାହିଁ।

Interlinear

Choose Theme