Home Bibles ଲୂକଲିଖିତ ସୁସମାଚାର 24:14 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 24:14 · ଓଡ଼ିଆ ବାଇବେଲ

ଯାହା ସବୁ ଘଟିଥିଲା, ସମାନେେ ସେ ବିଷୟ ରେ କଥାବାର୍ତ୍ତା ହେଉଥିଲେ।

Cross references

ଦିତୀୟ ବିବରଣ 6:7

ଆଉ ତୁମ୍ଭେ ଆପଣା ସନ୍ତାନଗଣକକ୍ସ୍ଟ ଯତ୍ନପୂର୍ବକ ଏହିସବୁ ଶିକ୍ଷା ଦବେ। ତୁମ୍ଭେ ଆପଣା ଗୃହ ରେ ବସିବା ବେଳେ, ପଥରେ ଚାଲିବା ବେଳେ, ତୁମ୍ଭେ ଶଯନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସମାନଙ୍କେର ସଙ୍ଗେ ସେ ବିଷଯ ରେ କଥାବାର୍ତ୍ତା କରିବ।

ମଲାଖୀ 3:6

ଆମ୍ଭେ ସଦାପ୍ରଭୁ ଏବଂ ଆମ୍ଭେ ପରିବର୍ତ୍ତନ ହବୋ ନାହିଁ। ସେଥିପାଇଁ ତୁମ୍ଭେ ଯାକୁବର ବଂଶଧର ବିନାଶ ହାଇନୋହିଁ।

ଲୂକଲିଖିତ ସୁସମାଚାର 6:45

ଜଣେ ଭଲ ଲୋକର ମନ ଭିତ ରେ ଭଲ ବିଷୟ ସଞ୍ଚିତ ହାଇେ ରହିଥାଏ। ତେଣୁ ତା ମନ ଭିତରୁ ଭଲ ବିଷୟ ବାହାରିଥାଏ। କିନ୍ତୁ ଗୋଟିଏ ଖରାପ ଲୋକର ମନ ଭିତ ରେ ଖରାପ ବିଷୟ ସଞ୍ଚିତ ହାଇେ ରିହଥାଏ। ତେଣୁ ତା' ମନ ଭିତରୁ ଖରାପ ବିଷୟ ବାହାରିଥାଏ। ଜଣେ ଲୋକର ମନ ଭିତ ରେ ଯାହା ଥାଏ, ସେ ତାହା କହିଥାଏ।

Interlinear

Choose Theme