Home Bibles ଲୂକଲିଖିତ ସୁସମାଚାର 24:17 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 24:17 · ଓଡ଼ିଆ ବାଇବେଲ

ତା'ପରେ ଯୀଶୁଙ୍କୁ ପଚାରିଲେ, ତୁମ୍ଭମାନେେ କାହା ବିଷୟ ରେ କଥାବାର୍ତ୍ତା କରୁଛ? ଦୁଇଜଣ ଯାକ ଅଟକିଗଲେ। ସମାନଙ୍କେର ମୁହଁ ଅତ୍ଯନ୍ତ ଦୁଃଖିତ ଦଖାେ ଯାଉଥିଲା।

Cross references

ଯିହିଜିକଲ 9:4

ତା'ପ ରେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ୟିରୁଶାଲମ ନଗର ମଧ୍ଯ ଦଇେ ୟାଅ ଓ ସହର ରେ ଘଟିଥିବା ଘୃଣ୍ଯ କୃତ କର୍ମ ପାଇଁ ଅନୁତପ୍ତ ଓ ଦୁଃଖ କରୁଥିବା ଲୋକମାନଙ୍କ ମଥା ରେ ଦାଗ ଦିଅ।

ଯୋହନଲିଖିତ ସୁସମାଚାର 16:6

ତୁମ୍ଭମାନଙ୍କ ହୃଦୟ ଦୁଃଖ ରେ ପରିପୂର୍ଣ୍ଣ କାରଣ ମୁଁ ତୁମ୍ଭକୁ ଏସବୁ କହିଲି।

ଯୋହନଲିଖିତ ସୁସମାଚାର 16:20

ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭମାନେେ କାନ୍ଦିବ ଓ ଦୁଃଖିତ ହବେ, କିନ୍ତୁ ଜଗତ ଆନନ୍ଦିତ ହବେ। ତୁମ୍ଭେ ଦୁଃଖୀ ହବେ, କିନ୍ତୁ ତୁମ୍ଭର ଦୁଃଖ ଆନନ୍ଦ ରେ ପରିଣତ ହବେ,

Interlinear

Choose Theme