Home Bibles ☰ Books ଲୂକଲିଖିତ ସୁସମାଚାର 24:27 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 24:27 · ଓଡ଼ିଆ ବାଇବେଲ

ତା'ପରେ ଯୀଶୁ ଶାସ୍ତ୍ରମାନଙ୍କ ରେ ତାହାଙ୍କ ବିଷୟ ରେ ଯାହା ସବୁ ଲଖାେ ଯାଇଥିଲା, ସଗେୁଡିକୁ ଗୋଟି ଗୋଟି କରି ବୁଝାଇବାକୁ ଲାଗିଲେ। ଯୀଶୁ ମାଶାଙ୍କେ ପୁସ୍ତକରୁ ଆରମ୍ଭ କରି ଅନ୍ୟ ଭବିଷ୍ଯଦ୍ବକ୍ତାମାନଙ୍କ ପର୍ୟ୍ଯନ୍ତ ସମସ୍ତେ ତାହାଙ୍କ ବିଷୟ ରେ ଯାହାସବୁ କହିଥିଲେ, ସଗେୁଡିକ ବୁଝାଇ ଦେଲେ।

Cross references

ଆଦି ପୁସ୍ତକ 3:15

ମୁଁ ତୁମ୍ଭଙ୍କୁ ନାରୀର ଶତୃ କରିବି।

ଆଦି ପୁସ୍ତକ 12:3

ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି ମୁଁ ସମାନଙ୍କେୁ ଆଶୀର୍ବାଦ କରିବି। ଏବଂ ୟିଏ ତୁମ୍ଭକୁ ଅଭିଶାପ ଦବେ ମୁଁ ସମାନଙ୍କେୁ ଅଭିଶାପ ଦବେି। ତୁମ୍ଭ ଠାରୁ ପୃଥିବୀର ସବୁବଂଶ ଆଶୀର୍ବାଦ ପାଇବେ।

ଆଦି ପୁସ୍ତକ 22:18

ପୃଥିବୀର ସମସ୍ତ ଜାତି ତୁମ୍ଭର ବଂଶଧରମାନଙ୍କ ଦ୍ବାରା ଆଶୀର୍ବାଦ ପ୍ରାପ୍ତ ହବେେ। ଆମ୍ଭେ ଏପରି କରିବୁ କାରଣ ତୁମ୍ଭେ ମାରେ ବାକ୍ଯ ମାନିଅଛ।

ଆଦି ପୁସ୍ତକ 26:4

ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧିକରି ସମାନଙ୍କେୁ ଏହିସବୁ ଦେଶ ଦବୋ ଓ ତୁମ୍ଭ ବଂଶଧର, ପୃଥିବୀସ୍ଥ ସମସ୍ତ ଜାତି ଆଶୀର୍ବାଦ ପ୍ରପ୍ତ ହବେେ।

ଆଦି ପୁସ୍ତକ 49:10

ଶୀଲୋର ଆଗମନ ପର୍ୟ୍ଯନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତା'ର ଚରଣ ଦ୍ବଯ ମଧ୍ଯରୁ ବିଚାରକର୍ତ୍ତାର ୟଷ୍ଟି ୟିବ ନାହିଁ। ତାହାଙ୍କ ନିକଟରେ ଲୋକମାନେ ଅଧିନତା ସ୍ବୀକାର କରିବେ।

ଗଣନା ପୁସ୍ତକ 21:6

ତେଣୁ ସଦାପ୍ରଭୁ ସମାନଙ୍କେ ମଧ୍ଯକୁ ବିଷଧର ସର୍ପ ପ୍ ରରଣେ କଲେ। ସହେି ସର୍ପମାନେ ଲୋକମାନଙ୍କୁ ଦଂଶନ କରିବାରୁ ଇଶ୍ରାୟେଲର ଅନକେ ଲୋକ ମଲେ।

ଦିତୀୟ ବିବରଣ 18:15

ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭମାନଙ୍କ ପାଇଁ ପବିତ୍ର ଭବିଷ୍ଯଦ୍ ବକ୍ତଙ୍କକ୍ସ୍ଟ ପଠାଇବେ। ଏହି ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭମାନଙ୍କ ମଧ୍ଯରକ୍ସ୍ଟ ବାଛିବେ। ସେ ମାେ ତକ୍ସ୍ଟଲ୍ଯ ହବେ। ତୁମ୍ଭମାନେେ ସହେି ଭବିଷ୍ଯଦ୍ ବକ୍ତାଙ୍କ କଥାକକ୍ସ୍ଟ ପାଳନ କରିବ।

ଦିତୀୟ ଶାମୁୟେଲ 7:12

ଯେତବେେଳେ ତୁମ୍ଭେ ମୃତକ୍ସ୍ଟ୍ଯବରଣ କରିବ, ତୁମ୍ଭକୁ ତୁମ୍ଭର ପୂର୍ବପୁରୁଷମାନଙ୍କ ମଧିଅରେ କବର ଦିଆୟିବ। ତା'ପରେ ମୁ ତୁମ୍ଭର ଔରଷରକ୍ସ୍ଟ ରାଜା କରିବି ଏବଂ ତାଙ୍କର ରାଜ୍ଯ ସ୍ଥାପନ କରିବି।

ଗୀତସଂହିତା 16:9

ତଣେୁ ମାରେ ହୃଦଯ ଓ ଆତ୍ମା ଅତି ଆନନ୍ଦିତ ହବେ। ଏପରିକି ମାରେ ଶରୀର ନିରାପଦରେ ରହିବ।

ଗୀତସଂହିତା 132:11

ସଦାପ୍ରଭୁ ଦାଉଦଙ୍କୁ ପ୍ରତିଜ୍ଞା କଲେ, ତାଙ୍କ ପ୍ରତି ବିଶ୍ବାସର ଗୋଟିଏ ଶପଥ କଲେ, ଆମ୍ଭେ ତୁମ୍ଭର ବଂଶରୁ ଜଣକୁ ସବୁଦିନ ପାଇଁ ରାଜସିଂହାସନରେ ଅଧିଷ୍ଠିତ କରିବା।

ଯିଶାଇୟ 7:14

ମାତ୍ରସମାର ପ୍ରଭୁ ପରଲମଶ୍ବର ଏକ ଚିହ୍ନସଦଖାଇଲବ।

ଯିଶାଇୟ 9:6

ଯେତବେେଳେ ଏକ ସ୍ବତନ୍ତ୍ର ବାଳକ ଜନ୍ମ ନବେେ ସତେିକି ବେଳେ ଏହା ଘଟିବ। ପରମେଶ୍ବର ଆମ୍ଭମାନଙ୍କୁ ଏକ ପୁତ୍ର ଦବେେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ ଆଶ୍ଚର୍ୟ୍ଯ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ବର, ୟିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହବେେ।'

Interlinear

Choose Theme