Home Bibles ଲୂକଲିଖିତ ସୁସମାଚାର 24:33 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 24:33 · ଓଡ଼ିଆ ବାଇବେଲ

ତା'ପରେ ସମାନେେ ଉଠି ପଡିଲେ ଓ ୟିରୁଶାଲମକୁ ଫରେିଗଲେ। ୟିରୁଶାଲମ ରେ ସମାନେେ ଯୀଶୁଙ୍କ ଶିଷ୍ଯଗଣ ଓ ଏଗାର ଜଣ ପ୍ ରରେିତଙ୍କୁ ଏକତ୍ରୀତ ହାଇେଥିବାର ଦେଖିଲେ।

Cross references

ମାର୍କଲିଖିତ ସୁସମାଚାର 16:13

ଏହି ଶିଷ୍ଯ ଦୁଇଜଣ ଫରେିଆସି ଅନ୍ୟ ଶିଷ୍ଯମାନଙ୍କୁ ଏକଥା ଜଣାଇଲେ। ତଥାପି ଶିଷ୍ଯମାନେ ତାହାଙ୍କ କଥାକୁ ମଧ୍ଯ ବିଶ୍ବାସ କଲେ ନାହିଁ।

ଯୋହନଲିଖିତ ସୁସମାଚାର 20:19

ସଦେିନ ରବିବାର ଥିଲା। ସନ୍ଧ୍ଯା ରେ ସବୁ ଶିଷ୍ଯମାନେ ଏକାଠି ହେଲେ। ଯିହୂଦୀ ନେତାମାନଙ୍କ ଭୟ ରେ ଶିଷ୍ଯମାନେ ଘରର ସବୁ କବାଟ ବନ୍ଦ କରିଦଇେଥିଲେ। ତା'ପରେ ଯୀଶୁ ଆସି ସମାନଙ୍କେ ମଧିଅରେ ଠିଆ ହାଇେ ସେ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ।

ରେରିତମାନଙ୍କ କାର୍ଯ୍ୟର ବିବରଣ 1:14

ପ୍ ରରେିତମାନେ ସମସ୍ତେ ଏକାଠି ଥିଲେ ଓ ଗୋଟିଏ ଉଦ୍ଦେଶ୍ଯ ରେ ଏକମନ ହାଇେ ନିରନ୍ତର ପ୍ରାର୍ଥନା କରୁଥିଲେ। ସମାନଙ୍କେ ସହିତ କେତେ ଜଣ ସ୍ତ୍ରୀଲୋକ, ଯୀଶୁଙ୍କ ମାତା ମରିୟମ ଓ ଯୀଶୁଙ୍କର ଭାଇମାନେ ମଧ୍ଯ ଥିଲେ।

Interlinear

Choose Theme