ଲୂକଲିଖିତ ସୁସମାଚାର 24:34 · ଓଡ଼ିଆ ବାଇବେଲ
ପ୍ ରରେିତ ଓ ଅନ୍ୟ ଶିଷ୍ଯମାନେ କହୁଥିଲେ, ପ୍ରକୃତ ରେ, ପ୍ରଭୁ ମୃତ୍ଯୁରୁ ଜୀବିତ ଉଠିଛନ୍ତି। ସେ ଶିମାନଙ୍କେୁ ଦଖାେ ଦଇେଛନ୍ତି।
Cross references
ମାର୍କଲିଖିତ ସୁସମାଚାର 16:7
ଏବେ ଯାଇ ତାହାଙ୍କ ଶିଷ୍ଯମାନଙ୍କୁ ଏବଂ ପିତରଙ୍କୁ କୁହ ଯେ ତୁମ୍ଭମାନଙ୍କ ପୂର୍ବରୁ ଯୀଶୁ ଗାଲିଲୀକୁ ଯାଉଛନ୍ତି। ସେ ତୁମ୍ଭକୁ ପୂର୍ବରୁ ଯେଉଁ ଭଳି କହିଥିଲେ, ତୁମ୍ଭମାନେେ ତାହାଙ୍କୁ ସହେିଭଳି ସଠାେରେ ଦେଖିବ।
ଲୂକଲିଖିତ ସୁସମାଚାର 22:54
ସମାନେେ ଯୀଶୁଙ୍କ ବନ୍ଦୀ କରି ମହାୟାଜକଙ୍କ ଘର ଭିତରକୁ ନଇଗେଲେ। ପିତର ସମାନଙ୍କେ ପେଛପେଛ ଗଲେ। କିନ୍ତୁ ସେ ଯୀଶୁଙ୍କ ପାଖାପାଖି ଆସୁ ନଥିଲେ।
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:5
ସେ କଫୋଙ୍କୁ ଓ ତା'ପରେ ବାରଜଣ ପ୍ ରରେିତଙ୍କୁ ଦଖାେ ଦେଲେ।