Home Bibles ଲୂକଲିଖିତ ସୁସମାଚାର 24:35 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 24:35 · ଓଡ଼ିଆ ବାଇବେଲ

ତା'ପରେ ଏହି ଦୁଇଜଣ ଲୋକ ରାସ୍ତା ରେ ଯାହାସବୁ ଘଟିଥିଲା, ସେ ସମସ୍ତ ସମାନଙ୍କେ ଆଗ ରେ ବର୍ଣ୍ଣନା କଲେ। ସମାନେେ କହିଲେ, ଯୀଶୁ ରୋଟୀ ବାଣ୍ଟିବା ସମୟରେ ସମାନେେ କିପରି ଯୀଶୁଙ୍କୁ ଚିହ୍ନିପାରିଲେ।

Cross references

ମାର୍କଲିଖିତ ସୁସମାଚାର 16:12

ଏହା ପରେ ଦୁଇଜଣ ଶିଷ୍ଯ ପଡିଆ ମଧିଅରେ ଯାଉଥିବା ସମୟରେ ଯୀଶୁ ସମାନଙ୍କେ ନିକଟରେ ଅନ୍ୟ ଏକ ରୂପରେ ଦଖାେ ଦେଲେ।

ଲୂକଲିଖିତ ସୁସମାଚାର 24:30

ଯୀଶୁ ସମାନଙ୍କେ ସହିତ ଖାଇବା ପାଇଁ ବସି ପଡିଲେ। ସେ ହାତ ରେ କିଛି ରୋଟୀ ଧରିଲେ। ସେ ଖାଦ୍ୟତକ ପାଇଁ ଧନ୍ଯବାଦ ଦେଲେ ଓ ରୋଟୀକୁ ଖଣ୍ଡ ଖଣ୍ଡ କରି ସମାନଙ୍କେୁ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:42

ବିଶ୍ବାସୀ ଲୋକମାନେ ଏକାଠି ମିଳିତ ହବୋକୁ ଲାଗିଲେ। ପ୍ ରରେିତମାନଙ୍କ ଉପଦେଶ ଶୁଣିବାକୁ ସମାନେେ ସମାନଙ୍କେର ସମୟ ଦେଲେ। ବିଶ୍ବାସୀମାନେ ପରସ୍ପରର ସହଭାଗୀ ହେଲେ। ସମାନେେ ରୋଟୀ ବାଣ୍ଟି ଖାଇବାର ଏବଂ ପ୍ରାର୍ଥନା କରିବା ରେ ସମୟ ଦେଲେ।

Interlinear

Choose Theme