ତା'ପରେ ଯୀଶୁ ଶିଷ୍ଯମାନଙ୍କୁ ସବୁ ଶାସ୍ତ୍ର ବିଷୟ ବୁଝାଇଲେ। ତାହାଙ୍କ ବିଷୟ ରେ ଯାହା ସବୁ ଲଖାେ ଯାଇଥିଲା, ଯୀଶୁ ସମାନଙ୍କେୁ ସବୁ ବୁଝାଇଲେ।
Cross references
ଏହାପରେ ସଦାପ୍ରଭୁ ତାଙ୍କୁ କହିଲେ, ମନୁଷ୍ଯର ମୁଖ କିଏ ନିର୍ମାଣ କରିଛି? ମନୁଷ୍ଯକୁ କିଏ ମୁକ ବା ବଧିର କରେ? ମନୁଷ୍ଯକୁ କିଏ ଦୃଷ୍ଟିହୀନ କରେ? ମନୁଷ୍ଯକୁ କିଏ ଦୃଷ୍ଟିବାନ କରେ? ମୁଁ ହେଉଛି ସହେି ଯେ କି ଏ ସମସ୍ତ କର୍ମ କରାଉଥାଏ। ମୁଁ ହେଉଛି ସହେି ସଦାପ୍ରଭୁ।
ତା'ପରେ ସେ ମନୁଷ୍ଯମାନଙ୍କର କାନ ଖାଲିେ ଦିଅନ୍ତି ଏବଂ ସମାନଙ୍କେୁ ଭୟଭୀତ କରାନ୍ତି ସମାନେେ ଯାହା ଶୁଣନ୍ତି।
ହେ ସଦାପ୍ରଭୁ, ମାରେ ଆଖି ଉନ୍ମୁକ୍ତ କର। ଯେଉଁଥିରେ ମୁଁ ତୁମ୍ଭର ବ୍ଯବସ୍ଥାରୁ ଆଶ୍ଚର୍ୟ୍ଯ ବିଷଯମାନ ଦେଖିପାରିବି।
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପ ରେ ଘାରେ ନିଦ୍ରାଜନକ ଆତ୍ମା ଢ଼ାଳିଛନ୍ତି। ସେ ତୁମ୍ଭମାନଙ୍କର ଭବିଷ୍ଯଦ୍ବକ୍ତାଗଣଙ୍କ ସଦୃଶ ଚକ୍ଷୁ ମୁଦ୍ରିତ କରିବେ। ପୁଣି ଭବିଷ୍ଯଦ୍ ବକ୍ତାଙ୍କ ପରି ତୁମ୍ଭମାନଙ୍କର ମସ୍ତକକୁ ଆଚ୍ଛାଦନ କରିବେ।
ପୁଣି ସହେି ଦିନ ରେ ବଧିର ପୁସ୍ତକର ବାକ୍ଯ ଶୁଣିବ ଓ ଅନ୍ଧକାର ଏବଂ କୁହୁଡ଼ି ମଧିଅରେ ଅନ୍ଧ ଦେଖିବ।
ତା'ପରେ ସମାନେେ ପରସ୍ପର କଥାବାର୍ତ୍ତା ହେଲେ, ଯେତବେେଳେ ଯୀଶୁ ଆମ୍ଭ ସହିତ ରାସ୍ତା ରେ କଥାବାର୍ତ୍ତା ହେଉଥିଲେ, ସେତବେେଳେ ଆମ୍ଭ ହୃଦୟ ଭିତ ରେ ଅଗ୍ନି ଜଳି ଉଠିବା ଭଳି ମନେ ହେଉଥିଲା। ସେ ଆମ୍ଭକୁ ଯେତବେେଳେ ଶାସ୍ତ୍ରର ବାସ୍ତବ ଅର୍ଥ ବୁଝାଉଥିଲେ, ତାହା ଆମ୍ଭକୁ ଉତ୍ତଜେିତ କରି ଦେଉଥିଲା।
ସଠାେରେ ଲୂଦିଆ ନାମକ ଜଣେ ସ୍ତ୍ରୀ ଲୋକ ଥିଲା। ସେ ଥୁଯାଥୀରା ନଗରର ବାଇଗଣୀ ରଙ୍ଗର ଲୁଗା ବ୍ଯବସାଯୀ ଥିଲା। ସେ ସତ୍ଯ ପରମେଶ୍ବରଙ୍କୁ ଉପାସନା କରୁଥିଲା ଓ ଆମ୍ଭ କଥା ଶୁଣୁଥିଲା। ପାଉଲଙ୍କ କଥା ଶୁଣିବା ପାଇଁ ପ୍ରଭୁ ତାହାଙ୍କ ହୃଦୟ ଖାଲିେ ଦଇେଥିଲେ।
ତୁମ୍ଭେ ସହେି ଲୋକମାନଙ୍କୁ ସତ୍ଯ ପଥ ଦଖାଇବେ ଓ ସମାନଙ୍କେୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସମାନଙ୍କେୁ ଶୟତାନର ଶକ୍ତି ନିକଟରୁ ଦୂ ରଇେ ନଇେ ପରମେଶ୍ବରଙ୍କ ପାଖକୁ ଆଣିବ। ତବେେ ସମାନଙ୍କେର ପାପକୁ କ୍ଷମା କରାୟିବ। ଯେଉଁମାନେ ମାେତେ ବିଶ୍ବାସ କରି ପବିତ୍ର ହାଇେଛନ୍ତି ସମାନଙ୍କେ ମଧିଅରେ ସମାନେେ ସ୍ଥାନ ପାଇବେ।'
କିନ୍ତୁ ସମାନଙ୍କେର ମନଗୁଡ଼ିକ ଅବରୁଦ୍ଧ ହାଇେ ଯାଇଥିଲା। ଏପରିକି ଆଜି ମଧ୍ଯ ସମାନେେ ଯେତବେେଳେ ପୁରାତନ ଚୁକ୍ତିକୁ ପଢ଼ନ୍ତି ସହେି ଆବରଣଟି ଅର୍ଥକୁ ଲୁଚାଇ ରେଖ। ସେ ଆବରଣ କଢ଼ା ଯାଇ ନାହିଁ। କବଳେ ଖ୍ରୀଷ୍ଟ ଯୀଶୁ ଏହି ଆବରଣ ଦୂର କରିଛନ୍ତି।
ଅବିଶ୍ବାସୀମାନଙ୍କ ମନକୁ ଜଗତପତି ଶୟତାନ ଅନ୍ଧ କରି ଦଇେଛି। ତେଣୁ ସମାନେେ ଖ୍ରୀଷ୍ଟଙ୍କର ସୁସମାଚାରର ଆଲୋକ ଦେଖି ପାରନ୍ତି ନାହିଁ।
ଯାହା ସହଜ ରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ :
ଆମ୍ଭେ ଏହା ମଧ୍ଯ ଜାଣୁ ଯେ, ପରମେଶ୍ବରଙ୍କ ପୁତ୍ର ଆସି ଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ବରଙ୍କୁ ଜାଣିପାରୁ। ସହେି ପରମେଶ୍ବର ସତ୍ଯ ଅଟନ୍ତି। ସହେି ସତ୍ଯମୟ ପରମେଶ୍ବର ଓ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କଠା ରେ ଆମ୍ଭମାନଙ୍କର ଜୀବନ ଅଛି।
ଫିଲାଦେଲ୍ଫିଆସ୍ଥିତ ମଣ୍ଡଳୀର ଦୂତଙ୍କୁ ଏହା ଲେଖ :