Home Bibles ଲୂକଲିଖିତ ସୁସମାଚାର 3:1 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 3:1 · ଓଡ଼ିଆ ବାଇବେଲ

ତିବିରିଅ କାଇସରଙ୍କ ରାଜ୍ବତର ପନ୍ଦରତମ ବର୍ଷ ସମୟର କଥା।

Cross references

ଆଦି ପୁସ୍ତକ 49:10

ଶୀଲୋର ଆଗମନ ପର୍ୟ୍ଯନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତା'ର ଚରଣ ଦ୍ବଯ ମଧ୍ଯରୁ ବିଚାରକର୍ତ୍ତାର ୟଷ୍ଟି ୟିବ ନାହିଁ। ତାହାଙ୍କ ନିକଟରେ ଲୋକମାନେ ଅଧିନତା ସ୍ବୀକାର କରିବେ।

ମାଥିଉଲିଖିତ ସୁସମାଚାର 14:1

ସହେି ସମୟରେ ଯୀଶୁଙ୍କ ବିଷୟ ରେ ଲୋକେ ଯାହା କଥାବାର୍ତ୍ତା ହେଉଥିଲେ, ତାହା ଗାଲିଲୀର ଶାସକ ହରେୋଦ ଶୁଣିଲେ।

ମାଥିଉଲିଖିତ ସୁସମାଚାର 14:3

ଏହି ସମୟ ପୂର୍ବରୁ େ ହରୋଦ ଯୋହନଙ୍କୁ ବନ୍ଦୀ କରି ଶିକୁଳି ରେ ବାନ୍ଧି କାରାଗାର ରେ ନିକ୍ଷପେ କରିଥିଲେ। ସେ େ ହରୋଦିଆଙ୍କ ଅନୁ ରୋଧକ୍ରମେ ଏକଥା କରିଥିଲେ। ହରେୋଦିଆ ହରେୋଦଙ୍କ ଭାଇ ଫିଲିପ୍ପଙ୍କ ସ୍ତ୍ରୀ ଥିଲେ।

ମାଥିଉଲିଖିତ ସୁସମାଚାର 27:2

ସମାନେେ ଯୀଶୁଙ୍କୁ ବନ୍ଧି ପକାଇଲେ। ତାପରେ ତାହାଙ୍କୁ ରାଜ୍ଯପାଳ ପୀଲାତଙ୍କ ପାଖକୁ ନଇଗେଲେ, ଓ ତାହାଙ୍କ ହାତ ରେ ଯୀଶୁଙ୍କୁ ଦଇେ ଦେଲେ।

ମାର୍କଲିଖିତ ସୁସମାଚାର 6:17

ନିଜେ େ ହରୋଦ ଯୋହନଙ୍କୁ ବନ୍ଦୀ କରିବା ପାଇଁ ତାହାଙ୍କ ସୈନ୍ଯମାନଙ୍କୁ ଆଦେଶ ଦଇେଥିଲେ। ଯୋହନଙ୍କୁ କାରାଗାର ରେ ରଖାଯାଇଥିଲା। େ ହରୋଦ ତାହାଙ୍କ ସ୍ତ୍ରୀ େ ହରୋଦିଆଙ୍କୁ ଖୁସି କରିବା ପାଇଁ ଏହା କରିଥିଲେ। ପ୍ରଥମେ େ ହରୋଦିଆ େ ହରୋଦଙ୍କ ଭାଇ ଫିଲିପ୍ସଙ୍କ ସ୍ତ୍ରୀ ଥିଲେ। ପରେ େ ହରୋଦ ତାହାଙ୍କୁ ବିବାହ କରିଥିଲେ।

ଲୂକଲିଖିତ ସୁସମାଚାର 2:1

ସହେି ସମୟରେ ରୋମୀୟ ଶାସନ ଅନ୍ତର୍ଗତ ସମସ୍ତ ଦେଖର ଲୋକମାନଙ୍କ ଉଦ୍ଦେଶ୍ଯ ରେ କାଇସର ଅଗଷ୍ଟଙ୍କର ଗୋଟିଏ ଆଜ୍ଞା ଘାଷେଣା କରାଗଲା। ଆଜ୍ଞାଟି କୁ ହେ ଯେ ସମସ୍ତେ ଜନଗଣନା ପାଇଁ ନିଜନିଜ ନାମର ପଞ୍ଜୀକରଣ କରିବେ।

ଲୂକଲିଖିତ ସୁସମାଚାର 3:19

ସାମନ୍ତରାଜା ହରେୋଦ ନିଜ ଭାଇର ସ୍ତ୍ରୀ େ ହରୋଦିଆଙ୍କ ସହିତ ଅନୁଚିତ ସମ୍ପର୍କ ରଖିଥିବାରୁ ଓ ଅନ୍ୟ କେତକେ ଖରାପ କାମ କରିଥିବାରୁ ଯୋହନ ତାହାଙ୍କୁ ସମାଲୋଚନା କଲେ।

ଲୂକଲିଖିତ ସୁସମାଚାର 9:7

ଇତି ମଧିଅରେ ସାମନ୍ତ ରାଜା ହରେୋଦ ଏହି ଘଟଣାଗୁଡିକ ବିଷୟ ରେ ଶୁଣି ଗଭୀର ଚିନ୍ତା ରେ ପଡିଗଲେ। କାରଣ କେତକେ ଲୋକ କହୁଥିଲେ, ବାପ୍ତିଜକ ଯୋହନ ପୁଣି ମୃତ୍ଯୁରୁ ବଞ୍ଚି ଉଠିଛନ୍ତି।

ଲୂକଲିଖିତ ସୁସମାଚାର 23:1

ସମସ୍ତେ ଉଠି ଠିଆ ହେଲେ। ସମାନେେ ଯୀଶୁଙ୍କ ପୀଲାତଙ୍କ ପାଖକୁ ନଇଗେଲେ।

ଲୂକଲିଖିତ ସୁସମାଚାର 23:6

ପୀଲାତ ଏହା ଶୁଣି ପଚାରିଲେ, ଏହି ଲୋକ କ'ଣ ଗାଲିଲୀର?

ଲୂକଲିଖିତ ସୁସମାଚାର 23:24

ପୀଲାତ ଲୋକଙ୍କ ଇଚ୍ଛା ଅନୁଯାଯୀ ନିର୍ଣ୍ଣୟ ନେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:27

ଯେତବେେଳେ ହରେୋଦ, ପନ୍ତିୟ ପୀଲାତ, ଇଶ୍ରାୟେଲ ଅନ୍ୟ ଦେଶୀୟମାନେ ମିଳିତ ହାଇେ ଏହି ସହର ରେ ଜମା ହାଇେ ତୁମ୍ଭର ପବିତ୍ର ସବେକ ଯୀଶୁଙ୍କ ବିରୁଦ୍ଧ ରେ ଠିଆ ହେଲେ ସେତବେେଳେ ଏହା ପ୍ରକୃତ ରେ ସଫଳ ହେଲା। ସହେି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:26

ମହାମହିମ ରାଜ୍ଯପାଳ ଫଲେୀକ୍ସଙ୍କୁ କ୍ଲାଉଦିଅ ଲୂସିଯାଙ୍କର ନମସ୍କାର।

ରେରିତମାନଙ୍କ କାର୍ଯ୍ୟର ବିବରଣ 24:27

କିନ୍ତୁ ଏହିପରି ଦୁଇ ବର୍ଷ ବିତିଗଲାପରେ ପର୍କିୟ ଫେଷ୍ଟ ରାଜ୍ଯପାଳ ହେଲେ। ଫଲେୀକ୍ସ୍ ଆଉ ରାଜ୍ଯପାଳ ପଦ ରେ ରହିଲେ ନାହିଁ। ତେଣୁ ଫଲେୀକ୍ସ୍ ଯିହୂଦୀୟମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ପାଉଲଙ୍କୁ ବନ୍ଦୀ ଅବସ୍ଥା ରେ କାରାଗାର ରେ ରଖି ଚ଼ାଲିଗଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 26:30

ତା'ପରେ ରାଜା, ରାଜ୍ଯପାଳ, ରାଣୀ ବର୍ଣ୍ଣୀକୀ ଓ ଅନ୍ୟମାନେ ସମସ୍ତେ ଠିଆ ହେଲେ ଓ ପ୍ରସ୍ଥାନ କଲେ।

Interlinear

Choose Theme