Home Bibles ଲୂକଲିଖିତ ସୁସମାଚାର 3:11 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 3:11 · ଓଡ଼ିଆ ବାଇବେଲ

ଯୋହନ ସମାନଙ୍କେୁ ଉତ୍ତର ଦେଲେ, ଯଦି ତୁମ୍ଭ ପାଖ ରେ ଦୁଇଟି କୁର୍ତ୍ତା ଅଛି ତବେେ ସେଥିରୁ ଗୋଟିଏ କୁର୍ତ୍ତା ଯାହାର ନାହିଁ ତାହାକୁ ଦିଅ। ଯଦି ତୁମ୍ଭ ପାଖ ରେ ଖାଦ୍ୟ ଅଛି ତବେେ ତାହାକୁ ମଧ୍ଯ ବାଣ୍ଟିଦିଅ।

Cross references

ଯିଶାଇୟ 58:7

ପୁଣି କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର ତାଡ଼ିତ ଦୁଃଖୀ ଲୋକକୁ ନିଜ ଗୃହକୁ ଆଣିବାର, ଉଲଗ୍ନକୁ ଦେଖି ତାକୁ ବସ୍ତ୍ର ପିନ୍ଧାଇଦବୋର ଓ ତୁମ୍ଭର ନିଜ ବଂଶୀଯ ଲୋକଠାରୁ ନିଜକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କ'ଣ ମନୋନୀତ କରି ନାହୁଁ ?'

ଦାନିଏଲ 4:27

ତେଣୁ ହେ ମହାରାଜ, ଆପଣ ମାରେ ଉପଦେଶ ଗ୍ରହଣ କରନ୍ତୁ। ଆପଣ ଧାର୍ମିକତା ବଳ ରେ ପାପରାଶି ଦୂର କରନ୍ତୁ ଓ ଦରିଦ୍ରମାନଙ୍କୁ ଦୟା ଦଖାଇେ ଆପଣା ଅଧର୍ମ ସକଳ ଦୂର କରନ୍ତୁ। ତାହା ହେଲେ ଆପଣଙ୍କର ଆପଣଙ୍କର ସଫଳତା ଓ ଶାନ୍ତିର କାଳ ବୃଦ୍ଧି ପାଇବ।

ମାଥିଉଲିଖିତ ସୁସମାଚାର 25:40

ସେତବେେଳେ ରାଜା ଉତ୍ତର ଦବେେ, 'ମୁଁ ତୁମ୍ଭକୁ ସତ୍ଯ କହୁଛି। ଏଠା ରେ ତୁମ୍ଭେ ମାରେ ଉପେକ୍ଷିତ ଭାଇମାନଙ୍କ ଭିତରୁ ଜଣଙ୍କ ପାଇଁ ଯାହା କିଛି କଲ, ତାହା ତୁମ୍ଭେ ମାେ ପାଇଁ କଲ।'

ମାର୍କଲିଖିତ ସୁସମାଚାର 14:5

ଏହି ଅତରତକ ଜଣକର ସାରା ବର୍ଷର ପରିଶ୍ରମର ମୂଲ୍ଯ ସଙ୍ଗେ ସମାନ। ଏହା ବିକା ଯାଇ ପାରିଥାଆନ୍ତା ଏବଂ ତହିଁର ଅର୍ଥ ଗରୀବ ଲୋକମାନଙ୍କୁ ବଣ୍ଟା ଯାଇ ପାରିଥାଆନ୍ତା। ତେଣୁ ସମାନେେ ସ୍ତ୍ରୀଲୋକଟିକୁ ଦୃଢ ଭାବରେ ସମାଲୋଚନା କରିବାକୁ ଲାଗିଲେ।

ଲୂକଲିଖିତ ସୁସମାଚାର 11:41

ଏଣୁ ତୁମ୍ଭମାନଙ୍କ ଭିତ ରେ ଥିବା ବିଷୟଗୁଡିକ ପ୍ରତି ଦୃଷ୍ଟି ଦିଅ। ଯେଉଁ ଲୋକମାନେ ସାହାୟ୍ଯ ଲୋଡନ୍ତି, ସମାନଙ୍କେୁ ସାହାୟ୍ଯ କର। ତା ହେଲେ ତୁମ୍ଭମାନେେ ସମ୍ପୂର୍ଣ୍ଣରୂପେ ପରିଷ୍କାର ଓ ପବିତ୍ର ହାଇଯେିବ।

ଲୂକଲିଖିତ ସୁସମାଚାର 18:22

ଏକଥା ଶୁଣି ଯୀଶୁ ସହେି ନେତାଙ୍କୁ କହିଲେ, ତଥାପି ଏ ପର୍ୟ୍ଯନ୍ତ ଆଉ ଗୋଟିଏ କଥା ତୁମ୍ଭର କରିବାକୁ ବାକିଅଛି। ତୁମ୍ଭର ଯାହା ଅଛି ସବୁ ବିକି ଦଇେ ଗରିବଙ୍କୁ ବାଣ୍ଟିଦିଅ। ତୁମ୍ଭକୁ ସ୍ବର୍ଗ ରେ ପୁରସ୍କାର ମିଳିବ। ତା'ପରେ ତୁମ୍ଭେ ଆସ ଓ ମାରେ ଅନୁସରଣ କର।

ଲୂକଲିଖିତ ସୁସମାଚାର 19:8

ଜଖିୟ ପ୍ରଭୁଙ୍କୁ କହିଲେ, ମୁଁ ଭଲ କାମ କରିବାକୁ ଇଚ୍ଛା କରୁଛି। ମୁଁ ମାେ ଧନର ଅଧା ଗରିବଙ୍କୁ ବାଣ୍ଟି ଦବେି। ମୁଁ ଯଦି କାହାରିକୁ ଠକିଥାଏ, ତବେେ ସହେି ଲୋକକୁ ଚାରିଗୁଣ ଧନ ଫରୋଇ ଦବେି।

ଯୋହନଲିଖିତ ସୁସମାଚାର 13:29

ୟିହୂଦା ଦଳର ସାମୂହିକ ଟଙ୍କା ବାକ୍ସ ନିଜ ପାଖ ରେ ରଖୁଥିଲା। ତେଣୁ କେତକେ ଶିଷ୍ଯ ଭାବିଲେ ଯେ ଯୀଶୁ ତାକୁ ପର୍ବ ପାଇଁ କିଛି କିଣିବାକୁ କହିଲେ। କିଅବା ସମାନେେ ଏକଥା ମଧ୍ଯ ଭାବିଲେ, ଯୀଶୁ ବୋଧେ ୟିହୂଦାକୁ ଦରିଦ୍ରମାନଙ୍କୁ କିଛି ଦାନ ଦବୋ ପାଇଁ କହିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:2

ସେ ଜଣେ ଧାର୍ମିକ ଲୋକ ଥିଲେ ଓ ତାହାଙ୍କ ଗୃହ ରେ ବାସ କରୁଥିବା ଲୋକମାନଙ୍କ ସହ ସେ ସତ୍ଯ ପରମେଶ୍ବରଙ୍କର ଉପାସନା କରୁଥିଲେ। ସେ ଗରିବମାନଙ୍କୁ ବହୁତ ଦାନ ଦେଉଥିଲେ ଓ ସବୁବେଳେ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:4

କର୍ଣ୍ଣୀଲିୟ ତାହାଙ୍କ ଆଡ଼କୁ ଚାହିଁଲେ ଏବଂ ଭୟ ରେ କହିଲେ, ମହାଶୟ, ଆପଣ କ'ଣ ଚ଼ାହାଁନ୍ତି?

ରେରିତମାନଙ୍କ କାର୍ଯ୍ୟର ବିବରଣ 10:31

ସେ କହିଲେ, 'କର୍ଣ୍ଣୀଲିୟ, ପରମେଶ୍ବର ତୁମ୍ଭର ପ୍ରାର୍ଥନା ଶୁଣିଛନ୍ତି ଓ ତୁମ୍ଭେ ଗରିବମାନଙ୍କୁ ଦଇେଥିବା ଦାନ ମନେ ରଖିଛନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:3

ମୁଁ କହିପା ରେ ଯେ, ସମାନେେ ଯେତେ ଦଇେ ପାରିବା କଥା ତାହ ଦଇେଛନ୍ତି। ଏତିକି ନୁହେଁ, ସମାନେେ ସ୍ବେଚ୍ଛା ରେ ନିଜ ସାମର୍ଥ୍ଯ ଅପେକ୍ଷା ଅଧିକ ଦଇେଛନ୍ତି। କହେି ତାହାଙ୍କୁ ଏହା କରିବା ପାଇଁ କହି ନାହିଁ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:18

ଧନୀ ଲୋକମାନଙ୍କୁ କୁହ ଯେ ସମାନେେ ଭଲ କାମ କରନ୍ତୁ। ସମାନଙ୍କେୁ କୁହ ଯେ, ଭଲ କାମ କରିବା ରେ ସମାନେେ ଧନୀ ହୁଅନ୍ତୁ।

ଏବ୍ରୀ 6:10

ପରମେଶ୍ବର ହେଉଛନ୍ତି ନ୍ଯାଯୀ। ତୁମ୍ଭମାନେେ ତାହାଙ୍କ ଲୋକମାନଙ୍କୁ ସାହାୟ୍ଯ କରି ଚାଲିଛ, ଏକଥା ସେ ମନେ ରଖିବେ।

ଯାକୁବଙ୍କ ପତ୍ 1:27

ପରମେଶ୍ବର ଯେଉଁ ଧର୍ମକୁ ଭଲ ପାଆନ୍ତି, ତାହା ହେଲା : ଅନାଥ, ବିଧବା ଓ ଅସହାୟ ଲୋକମାନଙ୍କର ଯତ୍ନ ନବୋ ଓ ନିଜକୁ ଏହି ସଂସାରର ମନ୍ଦ ପ୍ରଭାବରୁ ମୁକ୍ତ ରଖିବା। ଏହି ପ୍ରକାର ଧର୍ମକୁ ପରମେଶ୍ବର ସମ୍ପୂର୍ଣ୍ଣ ଶୁଦ୍ଧ ଓ ଉତ୍ତମ ବୋଲି ଗ୍ରହଣ କରନ୍ତି।

ଯାକୁବଙ୍କ ପତ୍ 2:15

ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ଜଣେ ଭାଇ ଓ ଭଉଣୀ, ପିନ୍ଧିବାକୁ ଲୁଗା ବା ଖାଇବାକୁ ଖାଦ୍ୟ ଆବଶ୍ଯକ କରିପା ରେ।

ଯୋହନଙ୍କ ପ୍ରଥମ ପତ୍ର 3:17

ଯେଉଁ ବିଶ୍ବାସୀ ଜଗତର ସମସ୍ତ ଧନ ରେ ଧନୀ, କିନ୍ତୁ ନିଜ ଭାଇକୁ ଅଭାବ ଅବସ୍ଥା ରେ ଦେଖି ମଧ୍ଯ ତାହାକୁ ସାହାୟ୍ଯ କରେ ନାହିଁ, ତା' ହୃଦୟ ରେ ପରମେଶ୍ବରଙ୍କର ପ୍ ରମେ ନାହିଁ।

ଯୋହନଙ୍କ ପ୍ରଥମ ପତ୍ର 4:20

ଯଦି କହେି କ ହେ ମୁଁ ପରମେଶ୍ବରଙ୍କୁ ପ୍ ରମେ କରେ, କିନ୍ତୁ ନିଜ ଭାଇକୁ ଘୃଣା କରେ, ତବେେ ସେ ହେଉଛି ମିଥ୍ଯାବାଦୀ, କାରଣ ଯେଉଁ ଲୋକ ତାହାର ଦେଖିଥିବା ଭାଇକୁ ଭଲ ପାଏ ନାହିଁ, ତବେେ ଯେଉଁ ପରମେଶ୍ବରଙ୍କୁ ସେ କବେେ ଦେଖି ନାହିଁ, ତାହାଙ୍କୁ ପ୍ ରମେ କରି ପାରିବ ନାହିଁ।

Interlinear

Choose Theme