ସୈନ୍ଯମାନେ ତାହାଙ୍କୁ ପଚାରିଲେ, ଆମ୍ଭକୁ କ'ଣ କରିବାକୁ ହବେ?
Cross references
ତୁମ୍ଭେ ଆପଣା ପ୍ରତିବେଶୀ ବିରୁଦ୍ଧ ରେ ମିଥ୍ଯା ସାକ୍ଷ୍ଯ ଦବେ ନାହିଁ।
ଅନ୍ୟ ଲୋକମାନଙ୍କ ବିଷଯ ରେ ମିଥ୍ଯା କୁହ ନାହିଁ। କାହାରି ପାଇଁ ମିଥ୍ଯା ସାକ୍ଷୀ ଦଇେ, ତାକୁ ଅସୁବିଧା ରେ ପକାଇବାକୁ ଦୁଷ୍ଟ ଲୋକମାନଙ୍କ ସହିତ ଷଡୟନ୍ତ୍ର କର ନାହିଁ।
ତୁମ୍ଭମାନେେ ଚୋରି କରିବ ନାହିଁ, ଅନ୍ୟମାନଙ୍କୁ ପ୍ରତାରଣା କରିବ ନାହିଁ କିମ୍ବା ପରସ୍ପର ମିଥ୍ଯା କହିବ ନାହିଁ।
ତାପରେ ଯୀଶୁ କଫର୍ନାହୂମକୁ ଗଲେ। ନଗର ଭିତ ରେ ପ୍ରବେଶ କଲା ବେଳେ ଜଣେ ରୋମୀୟ ସନୋପତି ତାହାଙ୍କ ପାଖକୁ ଆସିଲେ।
ଜଖିୟ ପ୍ରଭୁଙ୍କୁ କହିଲେ, ମୁଁ ଭଲ କାମ କରିବାକୁ ଇଚ୍ଛା କରୁଛି। ମୁଁ ମାେ ଧନର ଅଧା ଗରିବଙ୍କୁ ବାଣ୍ଟି ଦବେି। ମୁଁ ଯଦି କାହାରିକୁ ଠକିଥାଏ, ତବେେ ସହେି ଲୋକକୁ ଚାରିଗୁଣ ଧନ ଫରୋଇ ଦବେି।
ଏହା କହି ସ୍ବର୍ଗଦୂତ ଚ଼ାଲିଗଲେ। ଏହାପରେ କର୍ଣ୍ଣୀଲିୟ ନିଜର ବ୍ଯକ୍ତିଗତ ସହକାରୀ ମଧ୍ଯରୁ ତାହାଙ୍କର ଦୁଇଜଣ ସବେକ ଓ ଜଣେ ନିଷ୍ଠାପର ସୈନିକକୁ ଡାକିଲେ।
ମୁଁ ଏପରି କହୁଛି, କାରଣ ବ୍ଯବସ୍ଥା କୁ ହେ: ବ୍ଯଭିଗ୍ଭର କର ନାହିଁ, କାହାକୁ ବଧ କର ନାହିଁ, କୌଣସି ଜିନିଷ ଗ୍ଭରେି କର ନାହିଁ, ଅନ୍ୟ ଲୋକର ଜିନିଷ ପ୍ରତି ଲୋଭ ରଖ ନାହିଁ। ଏହି ସମସ୍ତ ଆଦେଶ ଗୁଡିକ ଓ ଅନ୍ୟ ସମସ୍ତ ଆଦେଶ ଗୁଡିକ ସାରାଂଶ ଭାବେ ଏହି ବ୍ଯବସ୍ଥାର ଅନ୍ତର୍ଗତ ଅଟେ, ଯଥା: ନିଜକୁ ପ୍ ରମେ କଲା ଭଳି ଅନ୍ୟ ପ୍ରତିବାଶୀକୁ ପ୍ ରମେ କର।
ତବେେ ଯାଇ ତୁମ୍ଭେ ନିର୍ଦ୍ ଦୋଷ ହବେ ଓ ତୁମ୍ଭ ଭିତ ରେ କୌଣସି ଭୁଲ୍ ରହିବ ନାହିଁ। ତୁମ୍ଭେ ପରମେଶ୍ବରଙ୍କ ନିର୍ଦ୍ ଦୋଷ ପୁତ୍ର ହବେ। କିନ୍ତୁ ତୁମ୍ଭମାନେେ ନଷ୍ଟ ହାଇେ ଯାଉଥିବା ମନ୍ଦ ଲୋକଙ୍କ ମଧିଅରେ ରହୁଛ। କିନ୍ତୁ ସମାନଙ୍କେ ଭିତ ରେ ତୁମ୍ଭେ ହି ଅନ୍ଧକାରପୂର୍ଣ୍ଣ ଜଗତ ରେ ଜ୍ଯୋତିଃଭଳି ପ୍ରକାଶିତ ହେଉଛ।
ମୁଁ ଏପରି କହିବାର କାରଣ ନୁହେଁ ଯେ ମୁଁ କୌଣସି ବିଷୟ ଚାହୁଁଛି। କାରଣ ମାରେବର୍ତ୍ତମାନ ଯାହା ଅଛି ଏବଂ ଯାହା ମାେ ପାଇଁ ଘଟୁଛି, ସେଥି ରେ ସନ୍ତୁଷ୍ଟ ରହିବାକୁ ମୁଁ ଶିଖିଛି।
ଅତଏବ ଯଦି ଆମ୍ଭର ଖାଇବା ଓ ପିନ୍ଧିବା ଜିନିଷ ଅଛି, ଆମ୍ଭେ ସେଥି ରେ ସନ୍ତୁଷ୍ଟ ରହିବା।
ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।
ନିଜ ଜୀବନକୁ ଧନର ଲୋଭରୁ ମୁକ୍ତ ରଖ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି, ସେଥି ରେ ସନ୍ତାଷେ ଲାଭ କର। ପରମେଶ୍ବର କହିଛନ୍ତି :
ତା'ପରେ ମୁଁ ସ୍ବର୍ଗ ରେ ଗୋଟିଏ ଉଚ୍ଚ ଧ୍ବନି ଏହା କହିବାର ଶୁଣିଲି, ବର୍ତ୍ତମାନ ଆମ୍ଭ ପରମେଶ୍ବରଙ୍କ ବିଜୟ, କ୍ଷମତା, ଓ ରାଜତ୍ବର ସମୟ ଉପସ୍ଥିତ। ତାହାଙ୍କର ଖ୍ରୀଷ୍ଟଙ୍କ ଶାସନ କରିବା ଅଧିକାର ସମୟ ମଧ୍ଯ ଉପସ୍ଥିତ ହାଇେଛି। କାରଣ ଆମ୍ଭମାନଙ୍କର ଭାଇମାନଙ୍କ ଅଭିଯୋଗକାରୀକୁ ବାହା ରେ ନିକ୍ଷପେ କରାଯାଇଛି। ସେ ଦିନରାତି ଆମ୍ଭ ପରମେଶ୍ବରଙ୍କ ସମ୍ମୁଖ ରେ ଆମ୍ଭ ଭାଇମାନଙ୍କ ବିଷୟ ରେ ଅଭିଯୋଗ କରୁଥିଲା।