ଲୂକଲିଖିତ ସୁସମାଚାର 3:18 · ଓଡ଼ିଆ ବାଇବେଲ
ଏହିଭଳି ଯୋହନ ଲୋକମାନଙ୍କୁ ସୁସମାଚାରର ଉପଦେଶ ଦେଉଥିଲେ ଏବଂ ଅନକେ ପ୍ରକାର ରେ ସାହାୟ୍ଯ କରୁଥିଲେ।
Cross references
ଯୋହନଲିଖିତ ସୁସମାଚାର 1:15
ଯୋହନ ଲୋକମାନଙ୍କୁ ତାହାଙ୍କ ବିଷୟ ରେ କହିଲେ। ସେ କହିଲେ, ମୁଁ ଯାହାଙ୍କ ବିଷୟ ରେ କହୁଥିଲି, ସେ ଏହି। ମୁଁ କହିଲି, 'ମାେ ପରେ ୟିଏ ଆସୁଛନ୍ତି, ସେ ମାେ ଠାରୁ ବହୁତ ଶ୍ ରେଷ୍ଠ। ସେ ମାେ ପୂର୍ବରୁ ବାସ କରୁଥିଲେ।'
ଯୋହନଲିଖିତ ସୁସମାଚାର 1:29
ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସିବାର ଦେଖିଲେ। ଯୋହନ କହିଲେ, ଏହି ଦେଖ, ପରମେଶ୍ବରଙ୍କର ମଷେଶାବକ। ସେ ପୃଥିବୀର ପାପ ବୋହି ନିଅନ୍ତି।
ଯୋହନଲିଖିତ ସୁସମାଚାର 1:34
ତେଣୁ ମୁଁ ଲୋକମାନଙ୍କୁ ଏହା କ ହେ: ' ସେ (ଯୀଶୁ) ପରମେଶ୍ବରଙ୍କର ପୁତ୍ର।'
ଯୋହନଲିଖିତ ସୁସମାଚାର 3:29
କନ୍ଯା କବଳେ ବରର। ବରକୁ ସାହାୟ୍ଯ କରୁଥିବା ବନ୍ଧୁ ବର ଆସିବା ପର୍ୟ୍ଯନ୍ତ ଶୁଣେ ଓ ଅପେକ୍ଷା କରେ। ବରର ସ୍ବର ଶୁଣି ସହେି ବନ୍ଧୁ ବହୁତ ଖୁସି ହୁଏ। ମୁଁ ଏବେ ସହେି ଭଳି ଆନନ୍ଦ ପାଉଛି। ଏହା ମାରେ ଆନନ୍ଦର ସମୟ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2:40
ପିତର ସମାନଙ୍କେୁ ଚତନୋ ଦଇେ କହିଲେ, ବର୍ତ୍ତମାନ ଏହି ମନ୍ଦ ଲୋକମାନଙ୍କଠାରୁ ନିଜକୁ ରକ୍ଷାକର।