Home Bibles ☰ Books ଲୂକଲିଖିତ ସୁସମାଚାର 4 · ଓଡ଼ିଆ ବାଇବେଲ ||

ଲୂକଲିଖିତ ସୁସମାଚାର

Chapter 4

ଓଡ଼ିଆ ବାଇବେଲ
1ଯୀଶୁ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହାଇେ ୟର୍ଦ୍ଦନ ନଦୀରୁ ବାହୁଡି ଆସିଲେ। ଆତ୍ମା ତାହାଙ୍କୁ ମରୁଭୂମିକୁ କଢାଇ ନଇଗେଲେ। 2ସଠାେରେ ଶୟତାନ ଚାଳିଶ ଦିନ ପର୍ୟ୍ଯନ୍ତ ତାହାଙ୍କର ପରୀକ୍ଷା ନଲୋ। ସହେି ଦିନମାନଙ୍କ ରେ ଯୀଶୁ କିଛି ନଖାଇ ନପିଇ ରହିଲେ। ସହେି ଦିନତକ ସରିୟିବା ପରେ ଯୀଶୁଙ୍କୁ ବଡ ଭୋକ ଲାଗିଲା। 3ଶୟତାନ ଯୀଶୁଙ୍କୁ କହିଲା, ତୁମ୍ଭେ ଯଦି ପରମେଶ୍ବରଙ୍କ ସନ୍ତାନ ତବେେ ଏହି ପଥରଟିକୁ କୁହ, ସେ ରୋଟୀ ହାଇଯୋଉ। 4ଏହାଶୁଣି ଯୀଶୁ ତାହାକୁ ଉତ୍ତର ଦେଲେ, 5ତା'ପରେ ଶୟତାନ ତାହାଙ୍କୁ ବହୁତ ଉପରକୁ ନଇଯାେଇ କ୍ଷଣକ ମଧିଅରେ ସାରା ସଂସାରର ସମସ୍ତ ରାଜ୍ଯ ଦଖାଇେ ଦଲୋ। 6ଶୟତାନ ଯୀଶୁଙ୍କୁ କହିଲା, ମୁଁ ଏହିସବୁ ରାଜ୍ଯ ଏବଂ ସମାନଙ୍କେର ସମସ୍ତ କ୍ଷମତା ବିଭବ ତୁମ୍ଭକୁ ଦଇେ ଦବେି। ସଗେୁଡିକୁ ମାେତେ ଦିଆ ଯାଇଛି। ମୁଁ ଯାହାକୁ ଚାହିଁବି, ତାହାକୁ ଏ ସମସ୍ତ ଦଇପୋରିବି। 7ତବେେ ଯଦି ତୁମ୍ଭେ ମାେତେ ଉପାସନା କରିବ, ତବେେ ମୁଁ ଏସବୁ ତୁମ୍ଭକୁ ଦଇେ ଦବେି। 8ଯୀଶୁ ଉତ୍ତର ଦେଲେ, ଶାସ୍ତ୍ର ରେ ଲଖାେଅଛି: 9ତା'ପରେ ସେ ଯୀଶୁଙ୍କୁ ୟିରୁଶାଲମେକୁ ନଇଗେଲା ଓ ସଠାେରେ ମନ୍ଦିରର ଶିଖର ରେ ଠିଆ କରାଇ ଦଲୋ। ସେ ଯୀଶୁଙ୍କୁ କହିଲା, ଯଦି ତୁମ୍ଭେ ପରମେଶ୍ବରଙ୍କ ପୁତ୍ର, ତବେେ ଏହିଠାରୁ ତଳକୁ ଡଇେଁପଡ। 10ଶାସ୍ତ୍ର ରେ ଲଖାେଅଛି: 11ଏହା ମଧ୍ଯ ଲଖାେଅଛି: 12ଯୀଶୁ କହିଲେ, ଶାସ୍ତ୍ର ରେ ଏ କଥା ମଧ୍ଯ ଲଖାେଅଛି: 13ଶୟତାନ ଯୀଶୁଙ୍କର ସବୁ ପ୍ରକାର ପରୀକ୍ଷା ନଇେ ସାରିଲା। ଆଉ ଟିକିଏ ଭଲ ସୁଯୋଗ ଆସିବା ପର୍ୟ୍ଯନ୍ତ ଅପେକ୍ଷା କରିବାକୁ ସେ ଯୀଶୁଙ୍କୁ ଛାଡି ଚାଲିଗଲା। 14ପବିତ୍ର ଆତ୍ମାଙ୍କ ଦ୍ବାରା ଶକ୍ତି ପାଇ ଯୀଶୁ ଗାଲିଲୀକୁ ଫରେିଗଲେ। ଗାଲିଲୀର ଚାରିଆଡେ ଯୀଶୁଙ୍କ ବିଷୟ ରେ ଖବର ବ୍ଯାପିଗଲା। 15ଯୀଶୁ ସମାନଙ୍କେର ସମାଜଗୃହମାନଙ୍କ ରେ ଉପଦେଶ ଦବୋ ଆରମ୍ଭ କଲେ। ସମସ୍ତେ ତାହାଙ୍କର ପ୍ରଶଂସା କରୁଥିଲେ। 16ତା'ପରେ ସେ ନାଜରିତକୁ ଆସିଲେ। ନାଜରିତ ରେ ସେ ପ୍ରତିପାଳିତ ହାଇେଥିଲେ। ସବୁଥର ଭଳି ସେ ବିଶ୍ରାମଦିନ ଯିହୂଦୀ ସମାଜଗୃହକୁ ଗଲେ। ସେ ପାଠ କରିବା ପାଇଁ ଠିଆ ହେଲେ। 17ଭବିଷ୍ଯଦ୍ବକ୍ତା ୟିଶାୟଙ୍କ ପୁସ୍ତକ ତାହାଙ୍କୁ ଦିଆଯାଇଥିଲା। ଯୀଶୁ ପୁସ୍ତକ ଖାଲିେ ଯେଉଁ ଜାଗା ରେ ଏହା ଲଖାେଥିଲା, ତାହା ପାଇଲେ: 18ପ୍ରଭୁଙ୍କ ଆତ୍ମା ମାେ' ଠା ରେ ଅଛି। ଦୀନହୀନ ଲୋକଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ପରମେଶ୍ବର ମାେତେ ବାଛିଛନ୍ତି। ବନ୍ଦୀମାନେ ଯେ ମୁକ୍ତ ହାଇେ ପାରିଛନ୍ତି, ଏହା ସମାନଙ୍କେୁ ଶୁଣାଇବା ପାଇଁ ଅନ୍ଧମାନେ ପୁଣି ଦେଖିପାରିବେ ବୋଲି ସମାନଙ୍କେୁ କହିବା ପାଇଁ, ଦୁଃଖ ଦୁର୍ଦ୍ଦଶାଗ୍ରସ୍ତ ଲୋକଙ୍କ ଦୁଃଖ ଦୂର କରିଦବୋକୁ 19ଓ ପ୍ରଭୁଙ୍କ ଅନୁଗ୍ରହର ସମୟ ଘାଷେଣା କରିବାକୁ ପ୍ରଭୁ ମାେତେ ପଠାଇଛନ୍ତି। ୟିଶାଇୟ 61:1-2 20ଯୀଶୁ ପୁସ୍ତକ ବନ୍ଦ କରି ସବେକଙ୍କୁ ଫରୋଇ ଦେଲେ। ତାପରେ ସେ ବସି ପଡିଲେ। ସମାଜଗୃହ ରେ ଥିବା ପ୍ରେତ୍ୟକକ ଲୋକର ଲକ୍ଷ୍ଯ ତାହାଙ୍କ ଉପରେ ଥିଲା। 21ଯୀଶୁ ସମାନଙ୍କେୁ କହିଲେ, ମୁଁ ପୁସ୍ତକରୁ ଯେଉଁ ଅଂଶ ବର୍ତ୍ତମାନ ପାଠକଲା, ତାହା ତୁମ୍ଭମାନେେ ଶୁଣିଲା ବେଳେ ଶାସ୍ତ୍ର ରେ ଏହି ବାକ୍ଯ ଏବେ ସଫଳ ହେଲା। 22ପ୍ରେତ୍ୟକକ ଲୋକ ଯୀଶୁଙ୍କୁ ପ୍ରଶଂସା କରିବାକୁ ଲାଗିଲେ। ଯୀଶୁଙ୍କ ମୁହଁରୁ ଯେଉଁ ସୁନ୍ଦର ବାକ୍ଯ ବାହାରି ଆସୁଥିଲା, ସେଥି ରେ ସମସ୍ତେ ବିସ୍ମିତ ହାଇେ ଯାଉଥିଲେ। ସମାନେେ କହୁଥିଲେ, ଏ କ'ଣ ୟୋ ସଫଙ୍କେ ପୁଅ ନୁହେଁ? 23ଯୀଶୁ ସମାନଙ୍କେୁ କହିଲେ, ମୁଁ ଜାଣିଛି ଯେ, ତୁମ୍ଭମାନେେ ମାେତେ ସହେି ପୁରୁଣା ଉକ୍ତିଟି କହିବ, 'ଆ ରେ ବଇଦ, ଆଗ ନିଜକୁ ଭଲ କର।' ତୁମ୍ଭେ କହିବିକୁ ଚାହୁଁଛ, କଫର୍ନାହୂମ ରେ ତୁମ୍ଭେ ଯାହା ସବୁ କରୁଛ ବୋଲି ଆମ୍ଭମାନେେ ଶୁଣିଛୁ, ସହେିସବୁ ଏବେ ନିଜ ପୈତୃକ ନଗର ରେ ମଧ୍ଯ କର। 24ତା'ପରେ ଯୀଶୁ ସମାନଙ୍କେୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି ଯେ, କୌଣସି ଭବିଷ୍ଯଦ୍ବକ୍ତାକୁ ନିଜ ନଗର ରେ ଗ୍ରହଣ କରାଯାଏ ନାହିଁ। 25ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି, ଏଲିୟଙ୍କ ସମୟରେ ଇସ୍ରାଯଲେ ରେ ଯେତବେେଳେ ତିନି ବର୍ଷ ଛଅ ମାସ ପର୍ୟ୍ଯନ୍ତ ବର୍ଷା ହେଲା ନାହିଁ ଓ ସାରା ଦେଶ ରେ ଭୀଷଣ ଦୁର୍ଭିକ୍ଷ ପଡିଲା, ସେତବେେଳେ ଇଶ୍ରାୟେଲ ରେ ବହୁ ସଂଖ୍ଯା ରେ ବିଧବା ଥିଲେ। 26କିନ୍ତୁ ଏଲିୟଙ୍କୁ ସମାନଙ୍କେ ମଧ୍ଯରୁ କୌଣସି ବିଧବାଙ୍କ ପାଖକୁ ପଠାଗଲା ନାହିଁ। ଏଲିୟଙ୍କୁ କବଳେ ସୀଦୋନ ଅଞ୍ଚଳର ସାରିଫତ ରେ ରହୁଥିବା ଜଣେ ବିଧବା ପାଖକୁ ପଠାଗଲା। 27ଆହୁରି ମଧ୍ଯ ଭବିଷ୍ଯଦ୍ବକ୍ତା ଏଲୀଶାୟଙ୍କ ସମୟରେ ଇଶ୍ରାୟେଲ ରେ ଅନକେ କୁଷ୍ଠ ରୋଗୀ ଥିଲେ। ତଥାପି ସମାନଙ୍କେ ମଧ୍ଯରୁ, କାହାରିକୁ ଆରୋଗ୍ୟ କରାଯାଇ ନଥିଲା। କବଳେ ସୁରିଆ ଦେଶର ନାମାନଙ୍କୁ ଆରୋଗ୍ୟ କରାଯାଇଥିଲା। ନାମାନ ଇଶ୍ରାୟେଲର ଲୋକ ନଥିଲେ। 28ସମାଜଗୃହର ରେ ଥିବା ସବୁଲୋକେ ଯୀଶୁଙ୍କ ଏହି କଥା ସବୁ ଶୁଣି ଖୁବ୍ ରାଗିଗଲେ। 29ଲୋକମାନେ ଉଠି ପଡିଲେ ଓ ଜାରେ ଜବରଦସ୍ତି ୟିଶୁଙ୍କୁ ନଗର ମଧ୍ଯରୁ ବାହାର କରି ଦେଲେ। ସମାନଙ୍କେ ନଗର ଗୋଟିଏ ପାହାଡ ଉପରେ ନିର୍ମିତ ଥିଲା। ସମାନେେ ଯୀଶୁଙ୍କୁ ପାହାଡର ଧାରକୁ ନଇଗେଲେ। ସମାନେେ ଯୀଶୁଙ୍କୁ ସଠାରୁେ ତଳକୁ ଫିଙ୍ଗି ଦବୋକୁ ଚାହୁଁଥିଲେ। 30କିନ୍ତୁ ଯୀଶୁ ସମାନଙ୍କେ ମଧ୍ଯ ଦଇେ ଚାଲିଗଲେ। 31ଯୀଶୁ ଗାଲିଲୀର କଫର୍ନାହୂମ ନାମକ ନଗରକୁ ଆସିଲେ। ସେ ବିଶ୍ରାମବାର ରେ ଲୋକମାନଙ୍କୁ ଉପଦେଶ ଦବୋକୁ ଲାଗିଲେ। 32ଲୋକେ ତାହାଙ୍କ ଉପଦେଶ ଶୁଣି ବିସ୍ମିତ ହାଇଯୋଉଥିଲେ। କାରଣ ସେ ଅଧିକାର ସହିତ କଥା କହୁଥଲେ। 33ସହେି ସମାଜଗୃହ ରେ ଥିବା ଜଣେ ଲୋକ ଦହେ ରେ ଦୁଷ୍ଟାତ୍ମା ଆସି ରହିଥଲା। ସେ ବଡପାଟି ରେ ଚିତ୍କାର କରି କହିଲା, 34ହେ ନାଜରିତର ଯୀଶୁ! ତୁମ୍ଭେ ଆମ୍ଭମାନଙ୍କଠାରୁ କ'ଣ ଚାହୁଁଛ? ତୁମ୍ଭେ କ'ଣ ଆମ୍ଭମାନଙ୍କୁ ଧ୍ବଂସ କରିଦବୋକୁ ଆସିଛ? ମୁଁ ଜାଣିଛି ତୁମ୍ଭେ କିଏ ତୁମ୍ଭେ ପରମେଶ୍ବରଙ୍କ ସହେି ପବିତ୍ର ବ୍ଯକ୍ତି। 35ଯୀଶୁ ତାହାକୁ ଧମକ ଦଇେ କହିଲେ, ଚୁପ୍ କର ଏହି ଲୋକର ଦହରେୁ ବାହାରିଯା। ଏହାପରେ ଦୁଷ୍ଟାତ୍ମା ସହେି ଲୋକଟିକୁ ସମସ୍ତଙ୍କ ସାମନା ରେ ତଳେ ପକାଇ ଦଲୋ ଓ ତାହାର କୌଣସି କ୍ଷତି ନକରି ତା' ଦହରେୁ ବାହାରିଗଲା। 36ଲୋକମାନେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ କୁହାକୁହି ହେଲେ, ଏ କିପରି କଥା? ଅଧିକାର ଓ ଶକ୍ତି ସହିତ ସେ ଦୁଷ୍ଟାତ୍ମାମାନଙ୍କୁ ଆଜ୍ଞା ଦେଉଛନ୍ତି। ଏବଂ ଦୁଷ୍ଟାତ୍ମାମାନେ ତାହାଙ୍କ କଥା ମାନି ବାହାରି ଆସୁଛନ୍ତି। 37ସହେି ଅଞ୍ଚଳର ସବୁ ସ୍ଥାନ ରେ ଯୀଶୁଙ୍କ ବିଷୟ ରେ ଏହି ଖବର ବ୍ଯାପିଗଲା। 38ଯୀଶୁ ସମାଜଗୃହ ଛାଡି ଶିମାନଙ୍କେ ଘରକୁ ଗଲେ। ଶିମାନଙ୍କେ ଶାଶୁଙ୍କୁ ଭୟଙ୍କର ଜ୍ବର ହାଇେଥିଲା। ସମାନେେ ଯୀଶୁଙ୍କୁ, ତାହାଙ୍କୁ ସାହାୟ୍ଯ କରିବା ପାଇଁ କହିଲେ। 39ଯୀଶୁ ତାହାଙ୍କର ପାଖ ରେ ଠିଆ ହାଇେ ଜ୍ବରକୁ ଧମକ ଦେଲେ। ତାହାଙ୍କର ଜ୍ବର ଛାଡିଗଲା। ତା'ପରେ ସେ ଉଠି ସମାନଙ୍କେର ସବୋ ରେ ଲାଗିପଡିଲେ। 40ସୂର୍ୟ୍ଯ ଅସ୍ତ ହାଇଯେିବା ପରେ ଲୋକମାନେ ସମାନଙ୍କେର ରୋଗୀ ଲୋକମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ସମାନଙ୍କେଠା ରେ ବିଭିନ୍ନ ପ୍ରକାରର ରୋଗ ଥିଲା। ଯୀଶୁ ନିଜ ହାତ ରୋଗୀମାନଙ୍କ ଉପରେ ରଖି ସମାନଙ୍କେୁ ସୁସ୍ଥ କରି ଦେଲେ। 41ଆଉ ମଧ୍ଯ ସମାନଙ୍କେ ମଧିଅରେ ଥିବା ଅନକଙ୍କେ ଭିତରୁ ଦୁଷ୍ଟାତ୍ମାମାନେ ବାହାରି ଆସିଲେ। ଦୁଷ୍ଟାତ୍ମାମାନେ ଚିତ୍କାର କରୁ ଥିଲେ, ତୁମ୍ଭେ ପରମେଶ୍ବରଙ୍କର ପୁତ୍ର। କିନ୍ତୁ ଯୀଶୁ ଦୁଷ୍ଟାତ୍ମାମାନଙ୍କୁ ଚୁପ୍ ରହିବା ପାଇଁ କଠାେର ଆଜ୍ଞା ଦେଲେ। କାରଣ ସହେି ଦୁଷ୍ଟାତ୍ମାମାନେ ଜାଣିଥିଲେ ଯେ ଯୀଶୁ ହେଉଛନ୍ତି ସ୍ବଯଂ ଖ୍ରୀଷ୍ଟ। 42ଯୀଶୁ ଏକାକୀ ରହିବା ଉଦ୍ଦେଶ୍ଯ ରେ ତା'ପର ଦିନ ସକାଳେ ସେ ସ୍ଥାନ ଛାଡି ଅନ୍ୟତ୍ର ଚାଲିଗଲେ। କିନ୍ତୁ ଲୋକମାନେ ତାହାଙ୍କୁ ଖାଜେିଲେ। ଖାଜେି ଖାଜେି େଶଷରେ ସମାନେେ ଯୀଶୁ ଯେଉଁଠା ରେ ଥିଲେ, ସଠାେରେ ପହଞ୍ଚିଗଲେ। ଯୀଶୁ ସମାନଙ୍କେୁ ଛାଡି କରି କୁଆଡେ ନଯା'ନ୍ତୁ ବୋଲି ସମାନେେ ଚାହୁଁଥିଲେ। ତେଣୁ ସମାନେେ ଯାଶୁଙ୍କୁ ଅଟକଇବୋକୁ ଚେଷ୍ଟାକଲେ। 43କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ପରମେଶ୍ବରଙ୍କ ରାଜ୍ଯର ସୁସମାଚାର ମାେତେ ଅନ୍ୟ ନଗରମାନଙ୍କ ରେ ମଧ୍ଯ ପ୍ରଚାର କରିବାକୁ ପଡିବ। କାରଣ ମାେତେ ଏଥିପାଇଁ ପଠାଯାଇଛି। 44ଏହିଭଳି ଭାବରେ ଯୀଶୁ ଯିହୁଦା ରେ ବିଭିନ୍ନ ସମାଜଗୃହମାନଙ୍କ ରେ ଉପଦେଶ ପ୍ରଚାର କରିବାକୁ ଲାଗିଲେ।

Choose Theme