Home Bibles ☰ Books ଲୂକଲିଖିତ ସୁସମାଚାର 4:13 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 4:13 · ଓଡ଼ିଆ ବାଇବେଲ

ଶୟତାନ ଯୀଶୁଙ୍କର ସବୁ ପ୍ରକାର ପରୀକ୍ଷା ନଇେ ସାରିଲା। ଆଉ ଟିକିଏ ଭଲ ସୁଯୋଗ ଆସିବା ପର୍ୟ୍ଯନ୍ତ ଅପେକ୍ଷା କରିବାକୁ ସେ ଯୀଶୁଙ୍କୁ ଛାଡି ଚାଲିଗଲା।

Cross references

ମାଥିଉଲିଖିତ ସୁସମାଚାର 4:11

ତେଣୁ ଶୟତାନ ତାହାଙ୍କୁ ଛାଡି ଗ୍ଭଲିଗଲା, ଏବଂ ତା'ପରେ ସ୍ବର୍ଗଦୂତମାନେ ଆସି ତାହାଙ୍କର ଯତ୍ନ ନେଲେ।

ଯୋହନଲିଖିତ ସୁସମାଚାର 14:30

ମୁଁ ତୁମ୍ଭ ସହିତ ବେଶୀ ସମୟ କଥାବାର୍ତ୍ତା ହବେି ନାହିଁ। ଏ ଜଗତର ଶାସକ ଆସୁଛି। ମାେ ଉପରେ ତାର କୌଣସି କ୍ଷମତା ନାହିଁ।

ଏବ୍ରୀ 4:15

ଅତଏବ ଆମ୍ଭେ ଆମ୍ଭମାନଙ୍କ ବିଶ୍ବାସ ରେ ଦୃଢ଼ ରହିବା ଉଚିତ୍। ମହାୟାଜକ ଯୀଶୁ ଆମ୍ଭର ସମସ୍ତ ଦୁର୍ବଳତା ଜାଣନ୍ତି। ଜଗତ ରେ ଥିବା ବେଳେ ସେ ପ୍ରେତ୍ୟକକ ଭାବରେ ପରୀକ୍ଷିତ ହେଲେ।

ଯାକୁବଙ୍କ ପତ୍ 4:7

ଅତଏବ ନିଜକୁ ପରମେଶ୍ବରଙ୍କଠା ରେ ସମର୍ପିତ କର। ଶୟତାନକୁ ବାଧା ଦିଅ, ତା ହେଲେ ସେ ତୁମ୍ଭଠାରୁ ଦୂ ରଇେ ୟିବ।

Interlinear

Choose Theme