ଲୋକେ ତାହାଙ୍କ ଉପଦେଶ ଶୁଣି ବିସ୍ମିତ ହାଇଯୋଉଥିଲେ। କାରଣ ସେ ଅଧିକାର ସହିତ କଥା କହୁଥଲେ।
Cross references
ଶସ୍ଯ ସହିତ ପାଳ ସମାନ ନୁହେଁ। ଦହେିପରି ଯେଉଁ ଭବିଷ୍ଯଦବକ୍ତାଗଣ ଆମ୍ଭର ସ୍ବପ୍ନ ଦେଖିଛନ୍ତି, ସମାନେେ ସେ ସ୍ବପ୍ନକଥା ପ୍ରକାଶ କରନ୍ତୁ। ଯଦି ସମାନେେ ଆମ୍ଭର ବାକ୍ଯ ପାଇଛନ୍ତି ତବେେ ସମାନେେ ବିଶ୍ବସ୍ତ ଭାବରେ ତାହା କୁହନ୍ତୁ।
ଯୀଶୁଙ୍କ ଏହି ସବୁ କଥା କହିବା ଶଷେ ହେଲା। ତାହାଙ୍କ ଉପଦେଶ ଶୁଣି ଜମା ହାଇେଥିବା ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ।
ଯୀଶୁଙ୍କ ଶିକ୍ଷା ଶୁଣି ସଠାେକାର ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ଯୀଶୁ ସମାନଙ୍କେୁ ଧର୍ମଶାସ୍ତ୍ରୀଙ୍କ ପରି ଶିକ୍ଷା ନ ଦଇେ ଜଣେ ଅଧିକାର ପାଇଥିବା ବ୍ଯକ୍ତିଙ୍କ ଭଳି ଶିକ୍ଷା ଦେଲେ।
ଲୋକମାନେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ କୁହାକୁହି ହେଲେ, ଏ କିପରି କଥା? ଅଧିକାର ଓ ଶକ୍ତି ସହିତ ସେ ଦୁଷ୍ଟାତ୍ମାମାନଙ୍କୁ ଆଜ୍ଞା ଦେଉଛନ୍ତି। ଏବଂ ଦୁଷ୍ଟାତ୍ମାମାନେ ତାହାଙ୍କ କଥା ମାନି ବାହାରି ଆସୁଛନ୍ତି।
ଶରୀର ମନଷ୍ଯକୁ ଜୀବନଦାନ କରନୋହିଁ। ଆତ୍ମା ଜୀବନ ଦିଏ। ମୁଁ ତୁମ୍ଭକୁ ଯାହା କହିଲି ତାହା ଆତ୍ମା, ତେଣୁ ଏସବୁ ବିଷୟ ଜୀବନ ଦିଏ।
ମାରେକଥା ଓ ଶିକ୍ଷା ଲୋକଙ୍କୁ ପ୍ରବର୍ତ୍ତାଇବା ଭଳି ଜାଗତିକ ଜ୍ଞାନର କଥା ନ ଥିଲା। ମାତ୍ର ମାହୋର ଶିକ୍ଷା ପବିତ୍ରଆତ୍ମାଙ୍କ ଦତ୍ତ ଶକ୍ତିର ପ୍ରମାଣ ଅଟେ।
କିନ୍ତୁ ଯଦି ସମସ୍ତେ ଭାବବାଣୀ କହନ୍ତି, ଜଣେ ଅବିଶ୍ବାସୀ ବା ସାଧାରଣ ଲୋକ ଆ ସେ ତବେେ ତା'ର ଦୋଷ ତୁମ୍ଭକୁ ଦଖାୟିବେ ଓ ତୁମ୍ଭ କଥା ଦ୍ବାରା ସେ ବିଚାରିତ ହବେ।
ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ୟ୍ଯଗୁଡ଼ିକୁ ଛାଡ଼ି ଦଇେଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ବରଙ୍କ ବାକ୍ଯ ରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ଯକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହାଦ୍ବାରା ଲୋକମାନଙ୍କଠା ରେ ଆମ୍ଭେ ନିଜର ବ୍ଯକ୍ତିତ୍ବ ପ୍ରତିପାଦନ କରୁଛୁ, ଯାହା ଦ୍ବାରା ସମସ୍ତେ ନିଜ ହୃଦୟ ରେ ଜାଣି ପାରିବେ ଯେ, ପରମେଶ୍ବରଙ୍କ ସମ୍ମୁଖ ରେ ଆମ୍ଭମାନେେ ସତ୍ଯ ବାକ୍ଯ ପ୍ରଚାର କରୁଅଛୁ।
ଆମ୍ଭେ ଯେଉଁ ଅସ୍ତ୍ରଗୁଡ଼ିକ ସାହାୟ୍ଯ ରେ ସଂଗ୍ରାମ କରୁ ସଗେୁଡ଼ିକ ଜାଗତୀକ ଅସ୍ତ୍ରଶସ୍ତ୍ର ନୁହେଁ। ଆମ୍ଭର ଅସ୍ତ୍ରଶସ୍ତ୍ର ରେ ପରମେଶ୍ବରଙ୍କ ଶକ୍ତି ନିହିତ ଅଛି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ଶତୃର ଶକ୍ତିଶାଳୀ ସ୍ଥାନ ଗୁଡ଼ିକ ନଷ୍ଟ କରି ପା ରେ। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସାହାୟ୍ଯ ରେ ଆମ୍ଭେ ଲୋକଙ୍କ ସମସ୍ତ ୟୁକ୍ତି ଓ ପରମେଶ୍ବରଙ୍କ ଜ୍ଞାନ ବିରୁଦ୍ଧ ରେ ଉଠୁଥିବା ପ୍ରେତ୍ୟକକ ଗର୍ବର କଥା ଖଣ୍ଡନ କରୁ।
ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚାର କହିଛୁ। କିନ୍ତୁ ଆମ୍ଭେ କବଳେ ଶବ୍ଦ ବ୍ଯବହାର କରି ନାହୁଁ। ସହେି ସୁସମାଚାର ଆମ୍ଭେ ଶକ୍ତି ଓ ପବିତ୍ର ଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ଯ। ତୁମ୍ଭମାନେେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ କିଭଳି ଜୀବନ ବିତାଉଥିଲୁ, ସଭେଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାୟ୍ଯ କରିବା ପାଇଁ ଚାହୁଁଥିଲୁ।
ମାେ ସହିତ ଏଠିକାର ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି। ଯେଉଁମାନେ ବିଶ୍ବାସ ରେ ଆମ୍ଭକୁ ଭଲ ପାଆନ୍ତି, ସମାନଙ୍କେୁ ନମସ୍କାର ଜଣାଇବ।
ପରମେଶ୍ବରଙ୍କ ବାକ୍ଯ ଜୀବନ୍ତ ଓ କାର୍ୟ୍ଯସାଧନକ ଅଟେ। ତାହାଙ୍କର ବାକ୍ଯ ଯେ କୌଣସି ଦ୍ବିଧାର ଖଠାରୁ ମଧ୍ଯ ଅଧିକ ଧାରୁଆ। ପରମେଶ୍ବରଙ୍କ ବାକ୍ଯ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭଦେ କରିପା ରେ। ଏହା ହୃଦୟର ଚିନ୍ତା ଓ ଭାବର ବିଚାର କରେ।