ଲବେୀ ଯୀଶୁଙ୍କ ସମ୍ମାନାର୍ଥେ ନିଜ ଘ ରେ ଗୋଟିଏ ବଡ ଭୋଜି ଦେଲେ। ଅନକେ କର ଆଦାୟକାରୀ ଓ ଅନ୍ୟ କେତକେ ଲୋକ ମଧ୍ଯ ଯୀଶୁଙ୍କ ସହ ଏକତ୍ର ଭୋଜନ କରୁଥିଲେ।
Cross references
ଯୀଶୁ ମାଥିଉଙ୍କ ଘ ରେ ଖାଉଥିଲେ। ସେ ଖାଇବା ବେଳେ ଅନକେ କର ଆଦାୟକାରୀ ଓ ଅନ୍ୟ ପାପୀମାନେ ସଠାେରେ ପହଁଞ୍ଚିଲେ। ସମାନେେ ଯୀଶୁ ଓ ତାହାଙ୍କ ଅନୁଗାମୀମାନଙ୍କ ସହ ଖାଇଲେ।
ପରେ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ଲବେୀଙ୍କ ଘ ରେ ଖାଉଥିବା ସମୟରେ , ସମାନଙ୍କେ ସହିତ ଅନକେ କର ଆଦାୟକାରୀ ଓ ଅନ୍ୟ ଦୁଷ୍ଟ ଲୋକମାନେ ମଧ୍ଯ ଖାଉ ଥିଲେ। ଯୀଶୁଙ୍କୁ ଅନୁସରଣ କରୁଥିବା ଅନକେ ଲୋକ ମଧ୍ଯ ସଠାେରେ ଥିଲେ।
ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ଅନକେ କରଆଦାୟକାରୀ ଓ ଖରାପ ଲୋକମାନେ ଆସିବାକୁ ଲାଗିଲେ।
ସଠାେରେ ଯୀଶୁଙ୍କ ପାଇଁ ଗୋଟିଏ ଭୋଜି ପ୍ରସ୍ତୁତ ହାଇେଥିଲା। ମାର୍ଥା ଖାଦ୍ୟ ପରିବଷେଣ କରୁଥିଲେ। ଯୀଶୁଙ୍କ ସହିତ ଅନ୍ୟ ଲୋକମାନଙ୍କ ମଧିଅରେ ଲାଜାର ମଧ୍ଯ ଖାଉଥିଲେ।
ମାରେ ପୂର୍ବ ପତ୍ର ରେ ମୁଁ ଲେଖିଥିଲି ଯେ, ତୁମ୍ଭମାନେେ ୟୌନଗତ ପାପ କରିଥିବା ଲୋକଙ୍କ ସହିତ ସମ୍ପର୍କ ରଖିବ ନାହିଁ।
ଜଣେ ଅବିଶ୍ବାସୀ ଲୋକ ତୁମ୍ଭମାନଙ୍କୁ ଭୋଜନ ପାଇଁ ଡ଼ାକି ପା ରେ। ଯଦି ତୁମ୍ଭମାନେେ ୟିବାକୁ ସ୍ଥିର କଲ, ଯାହା ତୁମ୍ଭମାନଙ୍କ ଆଗ ରେ ଥୁଆ ହାଇେଛି, ତାହା ଖାଅ।