ସମାନେେ ଯୀଶୁଙ୍କୁ କହିଲେ, ଯୋହନଙ୍କ ଶିଷ୍ଯମାନେ ଅଧିକାଂଶ ଥର ଉପବାସ ଓ ପ୍ରାର୍ଥନା କରନ୍ତି। ଫାରୂଶୀମାନଙ୍କ ଶିଷ୍ଯମାନେ ସହେିପରି କରନ୍ତି। କିନ୍ତୁ ତୁମ୍ଭର ଶିଷ୍ଯମାନେ ସବୁବେଳେ ଖିଆପିଆ କରୁଛନ୍ତି।
Cross references
ଯେଉଁ ଲୋକ କିଛି ଶିକ୍ଷା ଶୁଣିବା ପୂର୍ବରୁ ଆପଣା କର୍ଣ୍ଣ ବନ୍ଦ କରିଦିଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷଯ ହୁଏ।
ତୁମ୍ଭମାନେେ ସବୁ ହସ୍ତ ପ୍ରସାରଣ କରି ମାେତେ ପ୍ରାର୍ଥନା କରିବ, ମାତ୍ର ମୁଁ ବିମୁଖ ହାଇେ ଚକ୍ଷୁ ଆଚ୍ଛାଦିତ କରିବି। ତୁମ୍ଭମାନେେ ସବୁ ଅନକେ ପ୍ରାର୍ଥନା କରିବ, ମାତ୍ର ମୁଁ ତାହା ଶୁଣିବି ନାହିଁ। କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତ ରେ ପରିପୂର୍ଣ୍ଣ।
ସମାନେେ କୁହନ୍ତି, ଆମ୍ଭେ ତୁମ୍ଭକୁ ଭକ୍ତି କରିବା ପାଇଁ ଉପବାସ କରିଅଛୁ, ମାତ୍ର ତୁମ୍ଭେ କାହିଁକି ଦୃଷ୍ଟି କରୁ ନାହଁ ? ଆମ୍ଭମାନେେ କାହିଁକି ଆପଣା ପ୍ରାଣକୁ କ୍ଲେଶ ଦଇେଅଛୁ ଓ ତୁମ୍ଭେ ମନୋୟୋଗ କରୁ ନାହଁ ?
ଏବଂ ତୁମ୍ଭେ ସମସ୍ତେ ଯେତବେେଳେ ଖାଅ ଓ ପିଅ, ତୁମ୍ଭେ କ'ଣ ନିଜ ପାଇଁ ଖାଅ ଓ ପିଅ ନାହିଁ?
ତୁମ୍ଭେ ପ୍ରାର୍ଥନା କଲାବାଳେ କପଟୀମାନଙ୍କ ପରି ହୁଅ ନାହିଁ। କାରଣ ସମାନେେ ୟିହୁଦୀ ସମାଜ ଗୃହ ଓଗଳି-ମୁଣ୍ଡ ରେ ଠିଆ ହାଇେ ବଡପାଟି ରେ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି, ଯେପରି ଲୋକେ ତାହାଙ୍କୁ ଦେଖି ପାରିବେ। ମୁଁ ତୁମ୍ଭକୁ ସତ୍ଯ କହୁଛି ଯେ ସମାନଙ୍କେୁ ତାର ପୂରା ପ୍ରତିଫଳ ଦିଆଯାଇ ସାରିଲାଣି।
ଯୋହନଙ୍କ ଶିଷ୍ଯମାନେ ଯୀଶୁଙ୍କ ପାଖକୁ ଆସିଲେ। ସମାନେେ ଯୀଶୁଙ୍କୁ ପଚାରିଲେ, ଆମ୍ଭେ ଓ ଫାରୂଶୀମାନେ ଅଧିକାଂଶ ସମୟରେ ଉପବାସ କରୁଛୁ। କିନ୍ତୁ ଆପଣଙ୍କ ଶିଷ୍ଯମାନେ ଉପବାସ କରନ୍ତି ନାହିଁ କାହିଁକି?
ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭମାନେେ ଲୋକମାନଙ୍କ ପାଇଁ ସ୍ବର୍ଗରାଜ୍ଯର ଦ୍ବାର ବନ୍ଦ କରି ଦେଉଛ।
ଯୋହନଙ୍କ ଶିଷ୍ଯ ଓ ଫାରୂଶୀମାନେ ଉପବାସ କରୁଥଲେ। କେତକେ ଲୋକ ଯୀଶୁଙ୍କ ପାଖକୁ ଆସି କହିଲେ, ଯୋହନଙ୍କ ଶିଷ୍ଯମାନେ ଉପବାସ କରୁଛନ୍ତି, କିନ୍ତୁ ତୁମ୍ଭର ଶିଷ୍ଯମାନେ କାହିଁକି ଉପବାସ କରୁ ନାହାଁନ୍ତି?
ସମାନେେ ବିଧବାମାନଙ୍କ ପ୍ରତି ଅତ୍ଯନ୍ତ ନୀଚ ବ୍ଯବହାର ଦଖାେନ୍ତି। ସମାନେେ ବିଧବାମାନଙ୍କର ସମ୍ପତ୍ତି ଅପହରଣ କରି ନିଅନ୍ତି। ଭଲ ଦେଖଇେ ହବୋ ପାଇଁ ସମାନେେ ଲମ୍ବା ପ୍ରାର୍ଥନା କରନ୍ତି। ଏଭଳି ଲୋକମାନଙ୍କୁ ପରମେଶ୍ବର କଠିନ ଶାସ୍ତି ଦବେେ।
ପୁଣି ମନୁଷ୍ଯପୁତ୍ର ଅନ୍ୟମାନଙ୍କ ଭଳି ଖାଇଲେ ଓ ଦ୍ରାକ୍ଷାରସ ପିଇଲେ। ଆଉ ତୁମ୍ଭମାନେେ କହୁଛ, ' ଦେଖ, ଏ ଲୋକ ଜଣେ ପଟେୁ ଓ ଗୋଟିଏ ମଦୁଆ। କର ଆଦାୟକାରୀ ଓ ପାପୀମାନେ ତା'ର ସାଙ୍ଗ ଅଟନ୍ତି।'
ଥରେ ଯୀଶୁ ଗୋଟିଏ ସ୍ଥାନ ରେ ପ୍ରାର୍ଥନା କରୁଥିଲେ। ସେ ପ୍ରାର୍ଥନା କରି ସାରିବା ପରେ ତାହାଙ୍କର ଜଣେ ଶିଷ୍ଯ ତାହାଙ୍କୁ କହିଲେ, ପ୍ରାର୍ଥନା କିପରି କରିବାକୁ ହବେ ତାହା ଯୋହନ ତାହାଙ୍କ ଶିଷ୍ଯମାନଙ୍କୁ ଶିଖାଇ ଦଇେଥିଲେ। ପ୍ରଭୁ, ପ୍ରାର୍ଥନା କିପରି କରିବାକୁ ହୁଏ, ତାହା ଆପଣ ମଧ୍ଯ ଆମ୍ଭମାନଙ୍କୁ ବତଇେ ଦିଅନ୍ତୁ।
ମୁଁ ଜଣେ ଭଲ ଲୋକ। ମୁଁ ସପ୍ତାହ ରେ ଦୁଇ ଥର ଉପବାସ କରେ। ମୁଁ ମାରେସମସ୍ତ ରୋଜଗାରର ଦଶ ଭାଗରୁ ଏକ ଭାଗ ଦାନ କରେ।'