ଯୀଶୁ ସମାନଙ୍କେୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ: ଜଣେ ଲୋକ ଗୋଟିଏ ପୁରୁଣା ଚାଦର ରେ ତାଳି ପକାଇବାକୁ କୌଣସି ନୂଆ ଚାଦରରୁ ଖଣ୍ଡେ ଚିରିପକାଏ ନାହିଁ। ଯେଉଁଲୋକ ଏଭଳି କରେ, ତା'ର ନୂଆ ଚାଦରଟିତ ନଷ୍ଟ ହାଇଯୋଏ ପୁଣି ନୂଆ ଚାଦରରୁ ଚିରା ହାଇେଥିବା ତାଳି ପୁରୁଣା ଚାଦର ସାଙ୍ଗ ରେ ମିଶେ ନାହିଁ।
Cross references
ତୁମ୍ଭମାନେେ ଆମ୍ଭର ସକଳବିଧି ପାଳନ କରିବ। ତୁମ୍ଭେ ଭିନ୍ନଜାତୀଯ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦବେ ନାହିଁ। ପୁଣି ନିଜ କ୍ଷତେ ରେ ମିଶ୍ରିତ ବୀଜ ବୁଣିବ ନାହିଁ କିମ୍ବା ଦୁଇ ପ୍ରକାର ସୂତା ମିଶ୍ରିତ ବସ୍ତ୍ର ବିନ୍ଧିବ ନାହିଁ।
ଏପରି ପୋଷାକ ପିନ୍ଧି ନାହିଁ, ଯାହାକି ରେଶମ ଓ ଲାଇଲନ୍ ସୂତା ରେ ପ୍ରସ୍ତକ୍ସ୍ଟତ ହାଇେଥିବ।
କହେି କବେେ ପୁରିଣା ଲୁଗା କଣା ରେ ନୂଆ କନାର ତାଳି ପକାଏ ନାହିଁ। କାରଣ ନୂଆ କନା ଧୋଇବା ପୂର୍ବରୁ ଯାକି ହାଇେ ନଥାଏ। ନୂଆ କନାର ତାଳି ପକାଇ ଦେଲେ ତାହା ଯାକି ହବୋ ବଳକେୁ ପୁରୁଣା ଲୁଗାକୁ ଚାରିପଟୁ ଟାଣିଦବେ ଓ କଣାଟି ଆହୁରି ଅଧିକ ବଡ ହାଇଯେିବ।
କହେି କବେେ ହେଲେ ପୁରୁଣା ଲୁଗା ରେ ନୂଆ କନାର ତାଳି ପକାଏ ନାହିଁ। ଯଦି ସେ ତା' କରେ, ତବେେ ନୂଆ କନାର ତାଳି ଜାକି ହାଇେ ୟିବ ଓ ତଦ୍ବାରା ଟାଣି ହାଇେ ଯାଇ ପୁରୁଣା କନାର କଣା ବଡ ହାଇଯେିବ।
ପରମେଶ୍ବରଙ୍କ ମନ୍ଦିର ଓ ମୂର୍ତ୍ତିଗୁଡ଼ିକ ମଧିଅରେ ଚୁକ୍ତି ହାଇେ ପାରିବ ନାହିଁ, କାରଣ ଆମ୍ଭେ ହେଉଛୁ ପରମେଶ୍ବରଙ୍କ ମନ୍ଦିର। ଯେପରି ପରମେଶ୍ବର କହିଛନ୍ତି :