Home Bibles ଲୂକଲିଖିତ ସୁସମାଚାର 5:6 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 5:6 · ଓଡ଼ିଆ ବାଇବେଲ

କେଉଟମାନେ ସମାନଙ୍କେର ଜାଲ ପାଣି ରେ ପକଇେଲେ। ତାହାଙ୍କର ଜାଲସବୁ ଏତେ ମାଛ ରେ ବୋଝଇେ ହାଇଗେଲା ଯେ ଜାଲସବୁ ଛିଣ୍ଡି ୟିବାକୁ ଲାଗିଲା।

Cross references

ଦିତୀୟ ରାଜାବଳୀ 4:3

ତା'ପରେ ଇଲୀଶାୟ କହିଲେ, ୟାଅ, ତୁମ୍ଭର ପଡ଼ୋଶୀମାନଙ୍କଠାରୁ ଖାଲି ପାତ୍ରଗୁଡିଏ ଧାର ଆଣ। ସମାନଙ୍କେର ଅନକେ ଶୂନ୍ଯ ପାତ୍ର ଥିବ। ସଗେୁଡିକୁ ସବୁ ଆଣ।

ଉପଦେଶକ 11:6

ତୁମ୍ଭେ ସକାଳରୁ ସନ୍ଧ୍ଯା ପର୍ୟ୍ଯନ୍ତ ବୀଜ ବୁଣ ଏବଂ ତା'ପ ରେ ତୁମ୍ଭର କାମ ବନ୍ଦ କରିବା ଉଚିତ୍। ପ୍ରଭାତ ରେ ବୀଜ ବୁଣ ଓ ସନ୍ଧ୍ଯା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ। କାରଣ ତୁମ୍ଭେ ଜାଣ ନାହିଁ କେଉଁ ମଞ୍ଜି ଭଲ ବଢ଼ିବ ଯାହାକୁ ତୁମ୍ଭେ ସକାଳ ରେ ବୁଣିଥିଲ, ଯେଉଁଗୁଡ଼ିକ ସନ୍ଧ୍ଯା ରେ ବୁଣିଥିଲ କିଅବା ପ୍ରାଯ ଉଭୟ ଭଲ ବଢ଼ିବ।

ଯୋହନଲିଖିତ ସୁସମାଚାର 21:6

ଯୀଶୁ କହିଲେ, ତୁମ୍ଭର ଜାଲ ନେ ୗକାର ଡାହାଣ ପଟ ପାଣି ରେ ପକାଅ। ତୁମ୍ଭେ ସଠାେରେ ମାଛ ପାଇବ। ଶିଷ୍ଯମାନେ ସହେିପରି କଲେ। ସମାନେେ ଏତେ ମାଛ ଧରିଲେ ଯେ, ସମାନେେ ଜାଲକୁ ନେ ୗକା ପର୍ୟ୍ଯନ୍ତ ଟାଣି ପାରିଲେ ନାହିଁ।

ଯୋହନଲିଖିତ ସୁସମାଚାର 21:11

ଶିମାନେ ପିତର ନେ ୗକା ଭିତରକୁ ଗଲେ ଓ ଜାଲ କୂଳକୁ ଟାଣିଲେ। ଏହା ବଡ ବଡ ମାଛ ରେ ପୂର୍ଣ୍ଣ ଥିଲା। ସେଥି ରେ ଟି ମାଛ ଥିଲା। ମାଛଗୁଡିକ ବହୁତ ଓଜନିଆ ଥିଲା କିନ୍ତୁ ଜାଲ ଛିଣ୍ଡି ନଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:41

ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସମାନେେ ବାପ୍ତିଜିତ ହେଲେ। ସଦେିନ ସହେି ବିଶ୍ବାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ୟୋଗ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:4

କିନ୍ତୁ ଉପଦେଶ ଶୁଣିବା ଲୋକମାନଙ୍କ ମଧ୍ଯରୁ ଅନକେ ଲୋକ ସମାନଙ୍କେ ବାର୍ତ୍ତା ବିଶ୍ବାସ କଲେ। ତେଣୁ ବର୍ତ୍ତମାନ ସଠାେରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବିଶ୍ବାସୀ ଥିଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:58

ଏହା ଜାଣି ପ୍ରଭୁଙ୍କ କାର୍ୟ୍ଯ ରେ ସର୍ବଦା ନିଜକୁ ନିଯୋଜିତ କର।

ଗାଲାତୀୟଙ୍କ ପ୍ରତି ପତ୍ର 6:9

ଆମ୍ଭେ ଉତ୍ତମ କାର୍ୟ୍ଯ କରିବା ରେ ଥକିୟିବା ନାହିଁ। କାରଣ ଉପୟୁକ୍ତ ସମୟ ଆସିଲା ପରେ ଆମ୍ଭକୁ ତା'ର ଫଳ ମିଳିବ।

Interlinear

Choose Theme