Home Bibles ☰ Books ଲୂକଲିଖିତ ସୁସମାଚାର 6:10 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 6:10 · ଓଡ଼ିଆ ବାଇବେଲ

ଯୀଶୁ ଚାରିଆଡକୁ ସମସ୍ତଙ୍କ ଉପରେ ଦୃଷ୍ଟି ପକଇେଲେ ଓ ପୁଣି ସହେି ଲୋକଟିକୁ କହିଲେ, ତୁମ୍ଭ ହାତ ବଢାଅ। ସେ ସହେିଭଳି କଲା ଓ ତା ହାତ ପୁଣି ସୁସ୍ଥ ହାଇଗେଲା।

Cross references

ଯାତ୍ରା ପୁସ୍ତକ 4:6

ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭର ହାତକୁ ତୁମ୍ଭର ଛାତି ରେ ରଖ।

ପ୍ରଥମ ରାଜାବଳୀ 13:6

ତା'ପରେ ରାଜା ୟାରବିଯାମ ପରମେଶ୍ବରଙ୍କ ଲୋକକୁ ନିବଦନେ କରି କହିଲେ, ତୁମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କୁ ମାରେବାହୁର ଆରୋଗ୍ୟ ପାଇଁ ପ୍ରାର୍ଥନା କର।

ଗୀତସଂହିତା 107:20

ପରମେଶ୍ବର ଆପଣା ଆଦେଶ ପଠାଇ ତାଙ୍କୁ ସୁସ୍ଥ କଲେ। ଏବଂ ସେ ବିନାଶରୁ ସମାନଙ୍କେୁ ମୁକ୍ତ କଲେ।

ମାର୍କଲିଖିତ ସୁସମାଚାର 3:5

ତା'ପରେ ଯୀଶୁ ଲୋକମାନଙ୍କ ଆଡକୁ ରାଗ ରେ ଚାହିଁଲେ; କିନ୍ତୁ ସମାନଙ୍କେ ହୃଦୟର କଠିନତା ଲକ୍ଷ୍ଯ କରି ବହୁତ ଦୁଃଖୀ ହେଲେ। ଯୀଶୁ ସହେି ଲୋକଟିକୁ କହିଲେ, ତୁମ୍ଭ ହାତ ମାେତେ ଦଖାେଅ। ଲୋକଟି ଯୀଶୁଙ୍କ ଆଡକୁ ହାତଟି ବଢାଇ ଦଲୋ ଓ

ଯୋହନଲିଖିତ ସୁସମାଚାର 5:8

ତା'ପରେ ଯୀଶୁ କହିଲେ, ଠିଆ ହୁଅ। ତୁମ୍ଭର ବିଛଣା ଉଠାଇ ଚାଲ।

Interlinear

Choose Theme