Home Bibles ☰ Books ଲୂକଲିଖିତ ସୁସମାଚାର 6:15 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 6:15 · ଓଡ଼ିଆ ବାଇବେଲ

ମାଥିଉ ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଶିମାନେ ଯାହାଙ୍କୁ ଉଦ୍ ଯୋଗୀ ବୋଲି କୁହନ୍ତି।

Cross references

ମାଥିଉଲିଖିତ ସୁସମାଚାର 9:9

ଯୀଶୁ ସଠାରୁେ ଯାଉଯାଉ ଦେଖିଲେ ଯେ କର ଆଦାୟ କନ୍େଦ୍ର ରେ ଜଣେ ଲୋକ ବସିଛନ୍ତି। ତାହାଙ୍କ ନାମ ଥିଲା ମାଥିଉ। ଯୀଶୁ ତାହାଙ୍କୁ କହିଲେ, ମାରେ ଅନୁସରଣ କର। ମାଥିଉ ଉଠି ଯୀଶୁଙ୍କର ଅନୁଗମନ କଲେ।

ମାଥିଉଲିଖିତ ସୁସମାଚାର 10:3

ଫିଲିପ୍ପ ଓ ବାର୍ଥଲମୀ, ଥୋମା ଓ କରଆଦାୟକାରୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୟ,

ମାର୍କଲିଖିତ ସୁସମାଚାର 2:14

ଯୀଶୁ ଯାଉଥିବା ସମୟରେ କର ଆଦାୟ ସ୍ଥାନ ରେ ବସି ଥିବା ଆଲଫିଙ୍କ ପୁଅ ଲବେୀଙ୍କୁ ଦେଖି ସେ କହିଲେ, ମାେତେ ଅନୁସରଣ କର। ତା'ପରେ ଲବେୀ ଠିଆ ହେଲେ ଓ ଯୀଶୁଙ୍କୁ ଅନୁସରଣ କଲେ।

ମାର୍କଲିଖିତ ସୁସମାଚାର 3:18

ଆନ୍ଦ୍ରିୟ, ଫିଲିପ୍ପ, ବର୍ଥଲମି, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ବା ଉଦ୍ ଯୋଗୀ ଶିମାନେ ଜି ଲୋଟ

ଲୂକଲିଖିତ ସୁସମାଚାର 5:27

ଏହାପରେ ଯୀଶୁ ସଠାରୁେ ଚାଲିଗଲେ। ସେ କର ଆଦାୟ କରା ଯାଉଥିବା କାର୍ୟ୍ଯାଳୟ ରେ ଲବେୀ ନାମକ ଜଣେ କର ଆଦାୟକାରୀଙ୍କୁ ବସିଥିବାର ଦେଖିଲେ। ଯୀଶୁ ତାହାଙ୍କୁ କହିଲେ, ମାରେଅନୁସହଣ କର।

ଯୋହନଲିଖିତ ସୁସମାଚାର 11:16

ତା'ପରେ ଥୋମା ଯାହାଙ୍କୁ ଦିଦୁମ କୁହାଯାଉଥିଲା ସେ ଅନ୍ୟ ଶିଷ୍ଯଙ୍କୁ କହିଲେ, ଚାଲ ଆମ୍ଭମାନେେ ମଧ୍ଯ ଯୀବା ଓ ଯୀଶୁଙ୍କ ସହିତ ୟିହୂଦା ରେ ମରିବା।

ଯୋହନଲିଖିତ ସୁସମାଚାର 20:24

ଥୋମା ଯାହାଙ୍କୁ ଦିଦୁମ କୁହାଯାଉଥିଲା, ଯୀଶୁ ଆସିଲା ବେଳେ ଶିଷ୍ଯମାନଙ୍କ ସହିତ ନଥିଲା। ସେ ବାରଜଣ ଶିଷ୍ଯଙ୍କ ମଧ୍ଯରୁ ଜଣେ ଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 1:13

ପ୍ ରରେିତମାନେ ସଠାେରେ ପହଞ୍ଚି ଉପରମହଲାର ଏକ କଠାେରୀ ଭିତରକୁ ଗଲେ, ସଠାେରେ ସମାନେେ ରହିଲେ। ଏ ପ୍ ରରେିତମାନେ ପିତର, ଯୋହନ ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବର୍ଥଲମା, ମାଥିଉ, ଆଲଫିର ପୁତ୍ର ଯାକୁବ, ସାହସୀ ଶିମାନେ ଓ ଯାକୁବର ପୁତ୍ର ୟିହୂଦା ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 15:13

ସମାନେେ କହିବାପରେ ଯାକୁବ ଉତ୍ତର ଦେଲେ, ଭାଇମାନେ, ମାେ କଥା ଶୁଣ।

ଗାଲାତୀୟଙ୍କ ପ୍ରତି ପତ୍ର 1:19

ପିତରଙ୍କ ସହିତ ମୁଁ ପନ୍ଦର ଦିନ ରହିଲି। ମୁଁ ସଠାରୁେ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ଆଉ କୌଣସି ପ୍ ରରେିତଙ୍କୁ ଦଖାେ କଲି ନାହିଁ।

ଗାଲାତୀୟଙ୍କ ପ୍ରତି ପତ୍ର 2:9

ଯାକୁବ, ପିତର ଓସଯାହନସନତା ରୂଲପ ପରିଗଣିତସହଉଥିଲଲ।ସସମାଲନସଦଖିଲଲସଯ, ପରଲମଶ୍ବରସମାଲତ ଏହି ବିଶଲଷ ଅନୁଗ୍ରହ ପ୍ରଦାନ କରିଛନ୍ତି।ସସଥିପାଇଁସସମାଲନ ବର୍ଣ୍ଣବବା ଓସମାଲତ ତାହାଙ୍କର ସହଭାଗୀତାର ଦକ୍ଷିଣହସ୍ତ ପ୍ରଦାନ କଲଲ। ଯାକୁବ, ପିତର ଓସଯାହନ କହିଲଲ, ପାଉଲ ଓ ବର୍ଣ୍ଣବବା, ତୁମ୍ଲଭମାଲନ ଅଣଯିହୂଦୀମାନଙ୍କ ପାଖକୁ ୟିବା କଥାସର ଆମ୍ଲଭମାଲନ ରାଜି ଅଛୁ। ମାତ୍ର ଆମ୍ଲଭମାଲନ ଯିହୂଦୀମାନଙ୍କ ପାଖକୁ ୟିବୁ।

ଯାକୁବଙ୍କ ପତ୍ 1:1

ମୁଁ ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଜଣେ ସବେକ ଯାକୁବ, ସାରା ପୃଥିବୀ ରେ ବ୍ଯାପି ହାଇେ ରହିଥିବା ପ୍ରଭୁଙ୍କ ଲୋକମାନଙ୍କୁ ନମସ୍କାର ଜଣାଏ।

Interlinear

Choose Theme