Cross references
ସଦାପ୍ରଭୁ ଗରିବ ଲୋକମାନଙ୍କୁ ଧୂଳିରକ୍ସ୍ଟ ଉଠାନ୍ତି। ସେ ଦରିଦ୍ର ଲୋକମାନଙ୍କୁ ଅଳିଆ ଗଦାରକ୍ସ୍ଟ ଉଠାଇବେ। ସେ ଗରିବ ଲୋକମାନଙ୍କୁ ରାଜକକ୍ସ୍ଟମାରମାନଙ୍କ ସହିତ ଓ କକ୍ସ୍ଟଳୀନ ଅତୀଥିମାନଙ୍କ ସହିତ ବସିବା ପାଇଁ ଉେଠଇ ଦିଅନ୍ତି କାରଣ ସଦାପ୍ରଭୁ ସମଗ୍ର ବ୍ରହ୍ମାଣ୍ତକକ୍ସ୍ଟ ନିର୍ମାଣ କରିଛନ୍ତି ଏବଂ ସମକ୍ସ୍ଟଦାଯ ବ୍ରହ୍ମାଣ୍ତ ତାଙ୍କର ଅଟେ।
ଧାର୍ମୀକ ଲୋକମାନଙ୍କ ମଧ୍ୟରେ ଅଳ୍ପ ଥିଲେ ବି ତାହା ଦୁଷ୍ଟ ଲୋକମାନଙ୍କ ମଧ୍ୟରେ ଥିବା ଧନୀ ଲୋକମାନଙ୍କ ଅପେକ୍ଷା ଉତ୍ତମ ଅଟେ।
ପରମେଶ୍ବର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି। ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।
ଅହଙ୍କାରୀମାନଙ୍କ ସହିତ ଲୁଟିତ ଦ୍ରବ୍ଯ ଭାଗ କରିବା ଅପେକ୍ଷା ଦରିଦ୍ରତାର ସହିତ ନମ୍ର ହବୋ ଭଲ।
ଗରିବ ହେଲେ ମଧ୍ଯ ସେ ସାଧୁତା, ସେ ମୂର୍ଖ, ମିଛୁଆ, ଠକଠାରୁ ନିଶ୍ଚିତ ଭଲ।
ସଦାପ୍ରଭୁଙ୍କଠା ରେ ଦରିଦ୍ର, ନମ୍ର ଲୋକମାନେ ଆନନ୍ଦ ବଢ଼ାଇବେ। ଲୋକମାନଙ୍କ ମଧିଅରେ ଦରିଦ୍ରମାନେ ଇଶ୍ରାୟେଲର ଧର୍ମ ସ୍ବରୂପଙ୍କଠା ରେ ଉଲ୍ଲାସ କରିବେ।
କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ବର, ସହେି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି ; ଆମ୍ଭେ ଉର୍ଦ୍ଧ୍ବ ଓ ପବିତ୍ର ସ୍ଥାନ ରେ ବାସ କରୁ। ଆଉ ମଧ୍ଯ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନିମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।
ପୁଣି ସଦାପ୍ରଭୁ କୁହନ୍ତି ଆମ୍ଭେ ସମସ୍ତ ପଦାର୍ଥ ନିର୍ମାଣ କରିଛୁ। ତେଣୁ ଏ ସମସ୍ତର ଅଧିକାରୀ ଆମ୍ଭେ ଅଟୁ। ମାତ୍ର ଯେଉଁମାନେ ଦୁଃଖୀ ଓ ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ଯ ରେ ଥରହର ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟି ଦବୋ।
ଆମ୍ଭେ କବଳେ ନମ୍ର ଓ ଦରିଦ୍ର ଲୋକମାନଙ୍କୁ ୟିରୁଶାଲମ ରେ ରହିବାକୁ ଦବୋ। ସମାନେେ ସଦାପ୍ରଭୁଙ୍କଠା ରେ ଆଶ୍ରଯ ପାଇବେ।
ସହେିଦିନ ସହେି ଚୁକ୍ତି ଭଗ୍ନ ହେଲା। ତା'ପ ରେ ସହେି ନୀରିହ ମଷଗେୁଡିକ ଯେଉଁମାନେ ଆମ୍ଭଙ୍କୁ ଦେଖୁଥିଲେ, ଜାଣିଲେ ଯେ ଏହା ସଦାପ୍ରଭୁଙ୍କର ବାକ୍ଯ ଥିଲା।
ଏଥର ଯୀଶୁ ସମାନଙ୍କେୁ ଉପଦେଶ ଦବୋ ଆରମ୍ଭ କଲେ,
ଅନ୍ଧ ତାର ଦୃଷ୍ଟିଶକ୍ତି ଫରେି ପାଆନ୍ତି । େଛାଟାମାନେ ଗ୍ଭଲି ପାରନ୍ତି। କୁଷ୍ଠ ରୋଗୀ ସୁସ୍ଥ ହାଇେ ଯାଉଛନ୍ତି। ବଧିର ଶୁଣି ପାରୁଛି। ମଲା ଲୋକ ବଞ୍ଚି ଉଠୁଛି। ଦୀନ-ଦୁଃଖୀ ଲୋକଙ୍କ ପାଇଁ ସୁସମାଚାର ପ୍ରଚାର କରାଯାଉଛି।