କିନ୍ତୁ ହେ ଧନୀ ଲୋକମାନେ! ତୁମ୍ଭକୁ ଧିକ୍ କାରଣ ତୁମ୍ଭମାନେେ ଆରାମଦାୟକ ଜୀବନ କଟାଇ ଆସିଛ।
Cross references
କାହିଁକି ଦୁଷ୍ଟ ଲୋକ ବେଶୀଦିନ ବଞ୍ଚନ୍ତି। କାହିଁକି ସମାନେେ ବଢ଼ନ୍ତି ଏବଂ ସଫଳତା ଅର୍ଜନ୍ତି।
ଅନକେ ଲୋକ ଭାବନ୍ତି ସମାନଙ୍କେର ଧନ ଓ ବଳ ସମାନଙ୍କେୁ ରକ୍ଷା କରିବ କିନ୍ତୁ ସହେି ଲୋକମାନେ ମୂର୍ଖ ଅଟନ୍ତି।
କବଳେ ସମାନେେ ଧନୀ ବୋଲି ସମାନଙ୍କେୁ ଭୟ କର ନାହିଁ। ସହେି ଲୋକମାନଙ୍କୁ ଭୟ କର ନାହିଁ ଯେଉଁମାନଙ୍କର ସୁଶୋଭିତ ଗୃହ ରହିଛି।
ମୁଁ ଗର୍ବୀ ଓ ଲୋକମାନଙ୍କ ପ୍ରତି ଇର୍ଷାପରାଯଣ ହାଇଗଲିେ, ଯେତବେେଳେ ସମାନେେ କୃତକାର୍ୟ୍ଯ ହେଉଥିବାର ଦେଖିଲି।
କିନ୍ତୁ ୟିଏ କହେି ମାରେକଥା ଶୁଣିବ, ସେ ସୁରକ୍ଷା ରେ ପ୍ରବେଶ କରିବ। ତାହାର କବେେ ହେଲେ କୌଣସି ଦୁର୍ଭାଗ୍ଯ ନ ଥିବ।
ତେଣୁ ମୁଁ ନିଜକୁ କହିଲି, ନିଶ୍ଚଯ ସମାନେେ ଦରିଦ୍ର, ଏବଂ ନିର୍ ବୋଧ, କାରଣ ସମାନେେ ସଦାପ୍ରଭୁଙ୍କର ପଥ କିଅବା ତାଙ୍କର ଶିକ୍ଷା ଜାଣନ୍ତି ନାହିଁ।
ହେ ଶମରିଯାର ପର୍ବତବାସିନୀ, ବାଶନର ରମଣୀମାନେ, ତୁମ୍ଭମାନେେ ମାରେ ଏହି ବାକ୍ଯ ଶୁଣ। ତୁମ୍ଭମାନେେ ଦରିଦ୍ର ଲୋକଙ୍କୁ ଆଘାତ ଦଇେ ଦରିଦ୍ରମାନଙ୍କୁ ଦଳି ଦଇେଛ ଆଉ ମଧ୍ଯ ତୁମ୍ଭର ସ୍ବାମୀମାନଙ୍କୁ କହିଛ, ଆମ୍ଭମାନଙ୍କୁ କିଛି ପାନ କରିବାକୁ ଦିଅ।
ହେ ସିଯୋନର ଲୋକମାନେ, ଯେଉଁମାନେ ତୁମ୍ଭର ଦୁଃଖ ନାହିଁ ବୋଲି କହୁଛ ଏବଂ ଶମରିଯା ପର୍ବତ ଉପ ରେ ଥିବା ନିବାସୀ ଯେଉଁମାନେ ନିଜକୁ ନିରାପଦ ମନେ କରୁଛ, ତୁମ୍ଭମାନଙ୍କ ପାଇଁ ଏହା ଅତି ମନ୍ଦ ହବେ। ତୁମ୍ଭମାନେେ ମହାନ୍ ଦେଶର ପ୍ରଧାନ ଗଣ। ଇଶ୍ରାୟେଲର ଗୃହ ତୁମ୍ଭମାନଙ୍କର ଉପଦେଶ ପାଇଁ ତୁମ୍ଭମାନଙ୍କ ପାଖକୁ ଆସୁଛି।
ସର୍ବଶକ୍ତିମାନ୍ ସଦାପ୍ରଭୁ କହନ୍ତି, ଏହି ମନ୍ଦିରଟିର ସମ୍ମାନ ପ୍ରଥମ ମନ୍ଦିର ସମ୍ମାନ ଅପେକ୍ଷା ଅଧିକ ହବେ ଏବଂ ଆମ୍ଭେ ଏହି ସ୍ଥାନକୁ ଶାନ୍ତି ପ୍ରଦାନ କରିବା, ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହନ୍ତି।
ଏଣୁ ଯେତବେେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀକୁ ଦାନ ଦାଉଛ, ସେତବେେଳେ ତାର ଘୋଷଣା କରନାହିଁ। ଲୋକଙ୍କ ପ୍ରଶଂସା ପାଇବା ପାଇଁ କପଟି ଲୋକେ ପ୍ରାର୍ଥନା-ଗୃହ ଓ ଗଳିମାନଙ୍କ ରେ ତୂରୀବଜାଇ ସଭେଳି ପ୍ରଚାର କରିଥାନ୍ତି। ମୁଁ ତୁମ୍ଭକୁ ସତ୍ଯକଥା କହୁଛି ଯେ ସମାନେେ ତାହାଙ୍କର ପ୍ରତିଫଳ ପାଇ ସାରିଲଣେି।
ତୁମ୍ଭେ ପ୍ରାର୍ଥନା କଲାବାଳେ କପଟୀମାନଙ୍କ ପରି ହୁଅ ନାହିଁ। କାରଣ ସମାନେେ ୟିହୁଦୀ ସମାଜ ଗୃହ ଓଗଳି-ମୁଣ୍ଡ ରେ ଠିଆ ହାଇେ ବଡପାଟି ରେ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି, ଯେପରି ଲୋକେ ତାହାଙ୍କୁ ଦେଖି ପାରିବେ। ମୁଁ ତୁମ୍ଭକୁ ସତ୍ଯ କହୁଛି ଯେ ସମାନଙ୍କେୁ ତାର ପୂରା ପ୍ରତିଫଳ ଦିଆଯାଇ ସାରିଲାଣି।
ତୁମ୍ଭେ ଉପବାସ କଲାବାଳେ ଦୁଃଖିତ ଥିବା ଭଳି ମୁହଁ କରନାହିଁ। କପଟୀମାନେ ସହେିପରି କରିଥାନ୍ତି। ତୁମ୍ଭେ କପଟୀଙ୍କ ପରି ହୁଅନାହିଁ। କପଟୀମାନେ ମୁହଁ ଶୁଖାଇ ଲୋକଙ୍କୁ ଦେଖଇବୋକୁ ଚାହାନ୍ତି ଯେ, ସମାନେେ ଉପବାସ କରୁଛନ୍ତି। ମୁଁ ତୁମ୍ଭକୁ ସତ୍ଯ କହୁଛି ଯେ ସମାନଙ୍କେୁ ଏଥିପାଇଁ ପ୍ରତିଫଳ ମିଳିସାରିଛି।
ଯୀଶୁ କହିଲେ, ସାବଧାନର ସହିତ ସମସ୍ତ ପ୍ରକାର ଲୋଭରୁ ନିଜକୁ ଦୂର ରେ ରଖ। ନିଜର ଅଧିକାର ରେ ଥିବା ବିପୁଳ ସଂପତ୍ତରୁ କହେି କବେେ ଜୀବନ ପାଇ ପା ରନୋହିଁ।
ଯୀଶୁ କହିଲେ, ଥରେ ଜଣେ ଧନୀଲୋକ ସଦା ବେଳେ ଭଲ ଭଲ ପୋଷାକ ପିନ୍ଧୁଥିଲା। ସେ ଏତେ ଧନୀ ଥିଲା ଯେ ପ୍ରତିଦିନ ଗୋଟିଏ ବିଳାସପୂର୍ଣ୍ଣ ଭୋଜି ଦବୋକୁ ସକ୍ଷମ ଥିଲା।
ନେତା ଜଣକ ଏହା ଶୁଣି ବହୁତ ମନ ଦୁଃଖ କଲେ। ସେ ବହୁତ ଧନୀ ଥିଲେ ଓ ନିଜ ଧନତକ ରଖିବାକୁ ଚାହୁଁଥିଲେ।