ଧିକ୍ ତୁମ୍ଭମାନେେ, ଯେଉଁମାନେ ବର୍ତ୍ତମାନ ପରିତୃପ୍ତ ଅଛ। କାରଣ ତୁମ୍ଭମାନେେ ଭୋକିଲା ହବେ। ଧିକ ତୁମ୍ଭମାନେେ, ଯେଉଁମାନେ ବର୍ତ୍ତମାନ ହସୁଛ, କାରଣ ତୁମ୍ଭମାନେେ ଦୁଃଖିତ ହବେ ଓ କାନ୍ଦିବ।
Cross references
ଉତ୍ତମ ସାମଗ୍ରି ରେ ପରିପୂର୍ଣ ଗୃହସବୁ ଯାହା ତୁମ୍ଭେ ପୂର୍ଣ କରିନାହିଁ, କୂଅସବୁ ଯାହା ତୁମ୍ଭେ ଖାେଳିଲ ନାହିଁ, ଦ୍ରାକ୍ଷାକ୍ଷେତ୍ର ଓ ଜିତବୃକ୍ଷ ଯାହାକକ୍ସ୍ଟ ତୁମ୍ଭମାନେେ ରୋପଣ କଲ ନାହିଁ, ସଗେକ୍ସ୍ଟଡିକ ତୁମ୍ଭମାନେେ ଭୋଗକରି ତୃଲ୍ଗ ହବେ।
ଯେଉଁମାନେ, ବେଶି ଖାଦ୍ୟ ଖାଉଥିଲେ, ବର୍ତ୍ତମାନ ନିଶ୍ଚଯ କଠିନ ପରିଶ୍ରମ କରିବେ। ଖାଦ୍ୟ ଅଭାବରକ୍ସ୍ଟ ଯେଉଁମାନେ କ୍ଷକ୍ସ୍ଟଧାର୍ତ୍ତ ଥିଲେ, ସମାନେେ ଖାଦ୍ୟ ପାଇ ଅଛନ୍ତି। ବନ୍ଧ୍ଯା ସଲ୍ଗ ସନ୍ତାନ ପ୍ରସବ କରିଅଛି ଓ ସ୍ତ୍ରୀ ଲୋକଟି ଯାହାର ବହକ୍ସ୍ଟତ ସନ୍ତାନ ଥିଲା ସେ ଦକ୍ସ୍ଟଃଖିତା ହାଇେଅଛି।
ଏହା ସତ୍ଯ ବହୁ ସମୟରୁ ଯେ ତବେଳଠାରୁେ ଆଦମ ଏ ପୃଥିବୀ ରେ ରଖାୟାଇଥିଲା। ଯେଉଁ ବ୍ଯକ୍ତି ପରମେଶ୍ବରଙ୍କ ବିନା ବାସ କରେ, ସେ ଲୋକର ଆନନ୍ଦ କ୍ଷଣସ୍ଥାଯୀ ଅଟେ।
ଦୁଷ୍ଟ ଲୋକମାନେ ସମାନଙ୍କେ ପିଲାମାନଙ୍କୁ ମେଣ୍ଢା ପରି ବାହାରକୁ ଖାଜେିବକୁ ପଠାନ୍ତି। ସହେି ପିଲାମାନେ ଚାରିଆଡ଼େ ନୃତ୍ଯ କରନ୍ତି।
କିନ୍ତୁ ମୁଁ ଗୋଟିଏ କୀଟ, ବ୍ଯକ୍ତି ନୁହେଁ, ଲୋକମାନେ ମାେ ପାଇଁ ଲଜ୍ଜିତ ହୁଅନ୍ତି ଓ ମାେତେ ଅବଜ୍ଞା କରନ୍ତି।
ଶଷେରେ କିନ୍ତୁ ସମୟ ଆସିବ ତାକୁ ମରିବାକୁ ପଡ଼ିବ ଓ ତାକୁ ତା'ର ପୂର୍ବପୁରୁଷଙ୍କ ନିକଟକୁ ୟିବାକୁ ପଡ଼ିବ ଓ ସେ କବେେ ଆଉ ଦିନର ଆ ଲୋକ ଦେଖିପାରିବ ନାହିଁ।
ଏପରିକି ହସୁଥିବା ବେଳେ ହୃଦଯ ବ୍ଯଥା କରିପା ରେ ଏବଂ ଖୁସିର ସମାପ୍ତି ଦୁଃଖର ହାଇପୋ ରେ।
ଯଦି ମାରେ ଆବଶ୍ଯକତାଠାରୁ ଅଧିକ ଥାଏ, ତବେେ ମୁଁ ହୁଏତ ଚିନ୍ତା କରିପା ରେ ଯେ, ମୁଁ ପରମେଶ୍ବରଙ୍କୁ ଦରକାର କରେ ନାହିଁ। ଯଦି ମୁଁ ଗରିବ, ତବେେ ମୁଁ ଚୋରି ହୁଏତ କରିବି ଓ ପରମେଶ୍ବରଙ୍କ ନାମକୁ ଲଜ୍ଜ୍ଯା ଆଣିବି।
ସର୍ବଦା ହସିବା ମୂର୍ଖାମି ଅଟେ। ଖୁସି ରହି କ'ଣ ଲାଭ ?
ସୁଖଠାରୁ ଦୁଃଖ ଭଲ କାରଣ ଏକ ଦୁଃଖ ଅନୁଭୂତି ମୂଲ୍ଯବାନ ଶିକ୍ଷା ଦିଏ।
ହାଣ୍ଡିତଳେ କଣ୍ଟାର ଚଡ଼ଚଡ଼ ଶବ୍ଦ ଯେପରି ମୂର୍ଖର ହାସ୍ଯ ସହେିପରି, ଏହା ମଧ୍ଯ ଅର୍ଥହୀନ।
ତୁମ୍ଭମାନେେ ଯଦି ସହେି ଭୁଲ ଆଦେଶ ପାଳନ କରିବ ତବେେ ଦେଶ ରେ କଷ୍ଟ ଓ ଅନାହାର ଦଖାଦେବେ। ସେତବେେଳେ ସମାନେେ ବିରକ୍ତ ହବେେ ଏବଂ ସମାନଙ୍କେର ଶାସକ ଓ ପରମେଶ୍ବରଙ୍କ ବିରୁଦ୍ଧ ରେ କହିବେ। ତା'ପ ରେ ସମାନେେ ପରମେଶ୍ବରଙ୍କଠାରୁ ସାହାୟ୍ଯ ପାଇଁ ଉର୍ଦ୍ଧ୍ବକୁ ଚାହିଁବେ।
ଲୋକମାନେ ଦକ୍ଷିଣ ହସ୍ତ ରେ ଚଞ୍ଚଳ ଚଞ୍ଚଳ ଗିଳି ପକାଇବେ, ମାତ୍ର କ୍ଷୁଧିତ ହବେେ। ବାମ ହସ୍ତ ରେ ଯାହା ଭୋଜନ କରିବେ ସେଥି ରେ ତୃପ୍ତ ହବେେ ନାହିଁ। ତା'ପ ରେ ସମାନେେ ନିଜ ପିଲାମାନଙ୍କ ମାଂସ ଭକ୍ଷଣ କରିବେ।