ଯୀଶୁ ସମାନଙ୍କେୁ ଉତ୍ତର ଦେଲେ, ଦାଉଦ ଓ ତାହାଙ୍କ ସାଥୀମାନେ ଭୋକିଲା ଥିବା ବେଳେ ଦାଉଦ କ'ଣ କରିଥିଲେ, ତାହା କ'ଣ ତୁମ୍ଭମାନେେ ପଢିନାହଁ?
Cross references
ଦାଉଦ ଅହୀମଲକେକକ୍ସ୍ଟ କହିଲେ, ରାଜା ମାେତେ ଏକ ଗକ୍ସ୍ଟରକ୍ସ୍ଟତର ଆଦେଶ ସହ ପଠାଇଛନ୍ତି। ସେ ମାେତେ କହିଲେ, 'ଏ ଅଭିୟାନ ଆଉ କାହାକକ୍ସ୍ଟ ଜଣାଇବ ନାହିଁ। ମୁ ତୁମ୍ଭକୁ ଯାହା କରିବାକୁ କହିଲି, କୌଣସି ଲୋକ ଏକଥା ଜାଣିବା ଉଚିତ୍ ନକ୍ସ୍ଟ ହେଁ।' କେଉଁଠା ରେ ମାେତେ ଦଖାେ କରିବା ପାଇଁ ମୁ ମାେ ଲୋକମାନଙ୍କୁ କହିଛି।
ଏହା ଶୁଣି ଯୀଶୁ ସମାନଙ୍କେୁ କହିଲେ, ଦାଉଦ ଓ ତାହାଙ୍କ ସାଙ୍ଗ ରେ ଥିବା ଲୋକେ ଭୋକ ଲାଗୁବା ବେଳେ କଣ କରିଥିଲେ, ସେ ବିଷୟ ରେ ତୁମ୍ଭେ କ'ଣ ପଢିନାହଁ?
ଯୀଶୁ କହିଲେ, ତୁମ୍ଭେ ନିଶ୍ଚୟ ଶାସ୍ତ୍ର ରେ ପଢ଼ିଛ ଯେ, 'ସୃଷ୍ଟିକର୍ତ୍ତା ମୂଳରୁ ଲୋକମାନଙ୍କୁ ସ୍ତ୍ରୀ ଓ ପୁରୁଷ ରୂପରେ ସୃଷ୍ଟି କରିଥିଲେ?'
ସମାନେେ ଯୀଶୁଙ୍କୁ ପଚାରିଲେ, ଏ ପିଲାମାନେ କ'ଣ କହୁଛନ୍ତି, ତୁମ୍ଭେ କ'ଣ ତାହା ଶୁଣି ପାରୁଛ?
ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏକଥା କ'ଣ କବେେ ହେଲେ ଶାସ୍ତ୍ର ରେ ପଢ଼ି ନଥିଲ?:
ମୃତର ପୁନରୁତ୍ଥାନ ବିଷୟ ରେ ପରମେଶ୍ବର ତୁମ୍ଭକୁ କଣ କହିଛନ୍ତି, ତାହା କ'ଣ ତୁମ୍ଭେ ପଢ଼ିନାହଁ?
ଯୀଶୁ କହିଲେ, ତୁମ୍ଭମାନେେ ଦାଉଦଙ୍କ ବିଷୟ ରେ ପଢିଛ ଯେ ସେ ଓ ତାହାଙ୍କ ସହିତ ଥିବା ଲୋକେ ଭୋକରେ ଥିଲା ବେଳେ ଓ ଆହାରର ଆବଶ୍ଯକ ଥିଲା ବେଳେ କ'ଣ କରିଥିଲେ?
ତୁମ୍ଭମାନେେ କ'ଣ ଏହି ଶାସ୍ତ୍ର ପଢିନାହଁ?
ପୁନରୁତ୍ଥିତ ଲୋକଙ୍କ ବିଷୟ ରେ ତୁମ୍ଭମାନେେ କ'ଣ ମାଶାଙ୍କେ ପୁସ୍ତକରେ ଲିଖିତ ବୃଥାବୃତ୍ତାନ୍ତଟି ପଢିନାହଁ? ସେଥି ରେ ପରମେଶ୍ବର ମାଶାଙ୍କେୁ କହିଛନ୍ତି, 'ମୁଁ ଅବ୍ରାହାମଙ୍କ ପରମେଶ୍ବର, ଇସ୍ହାକର ପରମେଶ୍ବର, ଯାକୁବର ପରମେଶ୍ବର'।