ଯଦି କହେି ତୁମ୍ଭକୁ କିଛି ମାଗୁଛି, ତାହା ତା'କୁ ଦଇଦେିଅ। ଯଦି କୌଣସି ଲୋକ ତୁମ୍ଭର କିଛି ନଇେ ଯାଏ, ତବେେ ତାହା ତା'କୁ ଫେ ରଇେ ଦବୋକୁ କୁହ ନାହିଁ।
Cross references
ଯବେେ ତୁମ୍ଭେ ଆପଣା ପଡ଼ୋଶୀର ବସ୍ତ୍ର ବନ୍ଧକ ରଖିବ ତବେେ ତାହା ସୂର୍ୟ୍ଯାସ୍ତ ପୂର୍ବରୁ ଫରୋଇ ଦବେ।
ଯେତବେେଳେ ତୁମ୍ଭମାନେେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ଦତ୍ତ ଦେଶ ରେ ବାସ କରିବ, ସେତବେେଳେ ତୁମ୍ଭମାନଙ୍କ ମଧିଅରେ ଥିବା ଦରିଦ୍ର ଲୋକମାନଙ୍କୁ ଦୟା କରିବ, ତୁମ୍ଭମାନେେ ସ୍ବାର୍ଥପର ହବେ ନାହିଁ। ତୁମ୍ଭମାନେେ ସମାନଙ୍କେୁ ସାହାୟ୍ଯ କରିବାକୁ ମନା କରିବ ନାହିଁ।
ଅନକେ ଲୋକେ ୟିହୁଦୀଯ ଭାଇମାନଙ୍କ ବିରୁଦ୍ଧ ରେ ଅଭିଯୋଗ କଲେ।
ଯେଉଁ ବ୍ଯକ୍ତି ଗରିବ ଲୋକମାନଙ୍କୁ ସାହାୟ୍ଯ କରେ, ସେ ଅନକେ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ। ଯେତବେେଳେ ବିପଦ ଆସେ ସଦାପ୍ରଭୁ ସହେି ଲୋକକୁ ରକ୍ଷା କରନ୍ତି।
ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ, ତା'ର ଧର୍ମ ଏକ। ଚିରକାଳସ୍ଥାଯୀ। ସେ ବିଜଯ ଏବଂ ସମ୍ମାନ ପାଇବ।
ଯେତବେେଳେ ତୁମ୍ଭେ ପାରିବ, ସେତବେେଳେ ତୁମ୍ଭେ ଅନ୍ୟମାନଙ୍କର ଉପକାର କର।
କହେି କହେି ଦାନ କରି ଆହୁରି ଧନ ବଢ଼ାନ୍ତି। ପୁଣି କହେି କହେି ଉଚିତ୍ ବ୍ଯଯ ଅସ୍ବୀକାର କଲେ ହେଁ ତହିଁରୁ କବଳେ ଅଭାବ ଜନ୍ମେ।
ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ। ସେ ତାହାର ଉତ୍ତମ କର୍ମର ପରିଶାଧେ କରିବେ।
କିଛି ଲୋଭୀ ଲୋକ ଦିନୟାକ କାଟନ୍ତି ବହୁ ଜିନିଷ ଗୁଡ଼ିକ ପାଇଁ ବାସନା କରି, ମାତ୍ର ଧାର୍ମିକ ଲୋକ ଉଦାର ସହିତ ଦିଅନ୍ତି।
ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ, ଯେ ହତେୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।
ଯେତବେେଳେ ମୁଁ ଜ୍ଞାନର ତତ୍ତ୍ବ ଜାଣିବାକୁ ଓ ପୃଥିବୀ ରେ ଘଟୁଥିବା କାର୍ୟ୍ଯ ଦେଖିବାକୁ ମନୋୟୋଗ କଲି। ଏଇ ଦିନ ରେ ମୁଁ ନ ଶାଇେ ଦିନରାତି କାମ କଲି।
ପୁଣି କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର ତାଡ଼ିତ ଦୁଃଖୀ ଲୋକକୁ ନିଜ ଗୃହକୁ ଆଣିବାର, ଉଲଗ୍ନକୁ ଦେଖି ତାକୁ ବସ୍ତ୍ର ପିନ୍ଧାଇଦବୋର ଓ ତୁମ୍ଭର ନିଜ ବଂଶୀଯ ଲୋକଠାରୁ ନିଜକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କ'ଣ ମନୋନୀତ କରି ନାହୁଁ ?'